-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ରାଜ୍ୟ

  ଯେକୌଣସି ମହାମରୀରେ କେସ ବଢିବା, କମିବା ଏକ ନିୟମିତ ଧାରା: ଡି ଏମ୍ ଇ ଟି ସିବିକେ ମହାନ୍ତି

06-Aug-2021



ଭୁବନେଶ୍ବର (ଶୁଭାଶିଷ ନାୟକ):  ଭାଇରସ କେତେ ସଂକ୍ରମଣ କ୍ଷମ ତାହା ଆର ଭାଲ୍ୟୁ ଦେଖାଏ । ଆର ଭାଲ୍ୟୁ 1 ଉପରେ ରହିଲେ କେସ ସଂଖ୍ୟା ବଢ଼ି ବଢ଼ି ଚାଲିବ ବୋଲି ଥିଓରି କହୁଛି । କିନ୍ତୁ ଗଲା ସପ୍ତାହରେ କଟକ, ପୁରୀ ଓ ଖୋର୍ଦ୍ଧାରେ ଯାହା ସଂକ୍ରମଣ ସଂଖ୍ୟା ଥିଲା, ଏବେ ତାହା କମିଛି । ତା'ମାନେ ଆର ଭାଲ୍ୟୁ 1ରୁ କମ ଅଛି ବୋଲି ଡିଏମ୍ ଇ ଟି ସି ବି କେ ମହାନ୍ତି ନିଜ ପ୍ରତିକ୍ରିୟାରେ କହିଛନ୍ତି 

  ଯେକୌଣସି ମହାମରୀରେ କେସ ବଢିବା, କମିବା ଏକ ନିୟମିତ ଧାରା । କିଛି ରାଜ୍ୟରେ ସଂକ୍ରମଣ ବଢ଼ିଛି, କିଛି ରାଜ୍ୟରେ କମୁଛି । ସାମଗ୍ରିକ ଭାବେ ଭାରତରେ ଗତ 15 ଦିନ ହେଲା ସଂକ୍ରମଣ ସ୍ଥିର ରହିଛି ବୋଲି ଶ୍ରୀ ମହାନ୍ତି ସ୍ପଷ୍ଟ କରିଛନ୍ତି । କୌଣସି ମହାମାରୀ ବେଳେ ଲଗାତାର ବା ସ୍ଥାୟୀ ଭାବେ ଲକଡାଉନ, ସଟଡାଉନ ବା କଟକଣା ରହେନି । ଲୋକଙ୍କ ଜୀବନ ଜୀବିକାକୁ ଦେଖି କିଛି ପରିମାଣରେ କୋହଳତା ଦରକାର । ଏହା ଭିତରେ ଟୀକାକରଣ ଚାଲୁଛି । ଲୋକଙ୍କୁ ସଚେତନ କରାଯାଉଛି । ଯାହା ବି କୋହଳ ହେଉଛି, ତା ଉପରେ ବି ନଜର ଅଛି ବୋଲି ଶ୍ରୀ ମହାନ୍ତି କହିଛନ୍ତି । 

ଟୀକାକରଣ ପରେ କିଛି ଲୋକ ସଂକ୍ରମିତ ହେଉଛନ୍ତି । ଏହା କେବଳ କୋଭିଡ ଟୀକାରେ ନୁହଁ, ସବୁ ଟୀକାରେ ଏହା ଦେଖିବାକୁ ମିଳେ ।  ମିଳିମିଳା, ପୋଲିଓ ଭଳି ସର୍ବବୃହତ ଟୀକାକରଣ ଅଭିଯାନରେ ମଧ୍ୟ ବିଫଳତା ଦେଖିବାକୁ ମିଳିଛି । ଏହାସତ୍ତ୍ୱେ ଏଥିରୁ ରକ୍ଷା ପାଇବାକୁ ହେଲେ ଆମକୁ ସଚେତନ ହେବାକୁ ପଡ଼ିବ । ସ୍ୱାସ୍ଥ୍ୟ ବିଭାଗ ଟୀକା ଦେଇଦେଲା, ଆମେ ସଚେତନ ରହିବା । 

ଅଭିଭାବକ ଓ ସ୍କୁଲ କର୍ମଚାରୀ ଟୀକା ନେଲେ, ଛାତ୍ରଛାତ୍ରୀଙ୍କ ପାଖକୁ ସଂକ୍ରମଣ ହେବନି । ପିଲା ସଂକ୍ରମିତ ହେଲେ ବି ସେତେ ଗୁରୁତର ହୁଅନ୍ତି ନାହିଁ । ଏହାର ଅର୍ଥ ନୁହେଁ ଯେ ସେମାନଙ୍କୁ ସଂକ୍ରମଣ ପାଇଁ ଛାଡ଼ି ଦେବା । ସେରୋ ସର୍ଭେ ଦର୍ଶାଇଛି, ବହୁତ ପିଲା ସଂକ୍ରମିତ ହୋଇଛନ୍ତି । ଏହା ଅର୍ଥ ଅନେକ ପିଲା ଲକ୍ଷଣହୀନ ସଂକ୍ରମଣର ଶିକାର ହୋଇଛନ୍ତି । ତେଣୁ ଅନ୍ୟମାନେ ପ୍ରିକସନ ନେଲେ ପିଲା ସଂକ୍ରମିତ ହେବେନି । କଟକଣା ଅଧିକ କୋହଳ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଲୋକଙ୍କୁ ଚେତାଇଛନ୍ତି । ଲୋକମାନେ ନ ମାନିଲେ, ସଂକ୍ରମଣ ବଢ଼ିବ, ତାହେଲେ ଲକଡାଉନ ନିଶ୍ଚିତ ହେବ । ଏହା ମୁଖ୍ୟମନ୍ତ୍ରୀ ଚେତାଇ ଦେଇଛନ୍ତି ଡି ଏମ୍ ଇ ଟି ସିବିକେ ମହାନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like