-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲାର ବିଭିନ୍ନ ବ୍ଲକ୍ ମୁନିସିପାଲଟି ଓ ଏନଏସିର ଯୁବ ବିଜେଡି କର୍ମକର୍ତ୍ତା ଘୋଷିତ

06-Aug-2021



ବଲାଙ୍ଗିର (ପ୍ରେରଣା ଖବର): ଭୁବନେଶ୍ବର ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଦଳର ଛାମୁଆ ଯୁବ ସଂଗଠନକୁ ସୁଦୃଢ ଓ କ୍ରିୟାଶୀଳ କରିବା ପାଇଁ ବିଜୁ ଯୁବ ଜନତା ଦଳର ସାଧାରଣ ସମ୍ପାଦକ (ଯୁବ ବ୍ୟାପାର) ଶ୍ରୀଯୁକ୍ତ ପ୍ରଣବ କୁମାର ବଳବନ୍ତରାୟ ଏବଂ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଡ଼ଃ ବ୍ୟୋମକେଶ ରାୟଙ୍କ ବଲାଙ୍ଗିର ଜିଲ୍ଲା ପର୍ଯ୍ଯବେକ୍ଷକ ତଥା ମାନ୍ୟବର ମନ୍ତ୍ରୀ ଶ୍ରୀ ସୁଶାନ୍ତ ସିଂହ , ବିଜେଡି ଜିଲ୍ଲା ସଭାପତି ତଥା ମନ୍ତ୍ରୀ ଶ୍ରୀମତୀ ଟୁକୁନୀ ସାହୁ ପୁର୍ବତନ ସାସଂଦ କଳିକେଶ ନାରାୟଣ ସିଂହଦେଓ ପାଟଣାଗଡ ବିଧାୟକ ସରୋଜ ମେହେର ଯୁବନେତା ଅର୍କେଶ ନାରାୟଣ ସିଂହଦେଓ ଏବଂ ଯୁବନେତା ନିହାର ବେହେରା ଙ୍କ ପରାମର୍ଶ ଅନୁସାରେ ଟିଟିଲାଗଡ ନିର୍ବାଚନମଣ୍ଡଳୀର  ଟିଟିଲାଗଡ ପୌରାଞ୍ଚଳ , ଟିଟିଲାଗଡ ବ୍ଲକ , ସଇଁତଳା ବ୍ଳକ,  ଗୁଡଭେଲା ବ୍ଲକ , ତୁଷୁରା ଏନଏସି , ପାଟଣାଗଡ ନିର୍ବାଚନ ମଣ୍ଡଳୀର ପାଟଣାଗଡ ବ୍ଲକ,  ପାଟଣାଗଡ ଏନଏସି , ବେଲପଡା ବ୍ଲକ,  ଖପ୍ରାଖୋଲ ବ୍ଳକ, ବଲାଙ୍ଗିର ନିର୍ବାଚନ ମଣ୍ଡଳୀର ବଲାଙ୍ଗିର ସଦର ବ୍ଲକ,  ଦେଓଗାଁ ବ୍ଲକ, ବଲାଙ୍ଗିର ମୁନିସିପାଲିଟି , ଲୋଇସିଂହା ନିର୍ବାଚନ ମଣ୍ଡଳୀର ଆଗଲପୁର ବ୍ଲକ ଓ ପୁଇଁତଲା ବ୍ଲକ ର ଯୁବ ବିଜେଡ଼ି କମିଟିର ନୂତନ ବ୍ଲକ , ପୌରାଞ୍ଚଳ , ଏନଏସିର ସଭାପତି , ଉପସଭାପତି , ସାଧାରଣ ସମ୍ପାଦକ, ସମ୍ପାଦକ, ବ୍ଳକ ଆଇଟି ସଂଯୋଜକ, ପଞ୍ଚାୟତ ସଭାପତି , ପୌରାଞ୍ଚଳ ଏନଏସିର ୱାର୍ଡ ସଭାପତି , ପଞ୍ଚାୟତ ଆଇଟି ସଂଯୋଜକ, ପୌରାଞ୍ଚଳ ଏନଏସିର ୱାର୍ଡ ଆଇଟି ସଂଯୋଜକ ଙ୍କ ନାମ ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା ଘୋଷଣା କରିଛନ୍ତି । ଏହି କମିଟିରେ ନିର୍ବାଚନ ମଣ୍ଡଳୀର ସଂଗ୍ରାମୀ ଯୁବ ନେତାମାନଙ୍କୁ ସାମିଲ କରାଯାଇଛି । ସମସ୍ତ ଯୁବ ସଦସ୍ୟଙ୍କୁ ପୁର୍ବତନ ସାସଂଦ ଅନଙ୍ଗ ଉଦୟ ସିଂହଦେଓ, ପୁର୍ବତନ ସାସଂଦ କଳିକେଶ ନାରାୟଣ ସିଂହଦେଓ, ମନ୍ତ୍ରୀ ଟୁକୁନୀ ସାହୁ , ମନ୍ତ୍ରୀ ତଥା ବଲାଙ୍ଗିର ପର୍ଯ୍ଯବେକ୍ଷକ ସୁଶାନ୍ତ ସିଂହ , ପୁର୍ବତନ ମନ୍ତ୍ରୀ ଯୋଗେନ୍ଦ୍ର ବେହେରା, ବିଧାୟକ ସରୋଜ ମେହେର, ଯୁବନେତା ଅର୍କେଶ ନାରାୟଣ ସିଂହଦେଓ,  ନିହାର ବେହେରା ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like