-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଙ୍ଗଠନ ମାଧ୍ୟମରେ ପିଲାମାନଙ୍କୁ ଶିକ୍ଷା ଦାନ l

06-Aug-2021



କଳାହାଣ୍ଡି,ନର୍ଲା(ସଂଜୀବ ଦାସ)
କଳାହାଣ୍ଡି ଜିଲ୍ଲା  ନର୍ଲା ବ୍ଲକ ବାଗପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ବାଗ ପୁର ଗ୍ରାମରେ ପ୍ରାୟ୧୦୦୦ଲୋକବସବାସ କରୁଥିବା ବେଳେ ସେଥି ମଧ୍ୟରୁ ଗୋଟିଏ ପ୍ରାଥମିକ ବିଦ୍ୟାଳୟ ଅଛି।କରୋନା ମହାମାରୀ ଯୋଗୁଁ ତାଳାବନ୍ଦୀ ହୋଇଥିବାରୁ ଶିକ୍ଷା ଉପରେ ବିଶେଷ ପ୍ରଭାବ ପଡ଼ିଥିଲା। ସ୍କୁଲ ମଧ୍ୟ ବନ୍ଦ ହୋଇଗଲା। ପ୍ରାଥମିକ ସ୍ତରର ଛାତ୍ରଛାତ୍ରୀ ମାନେ ଶିକ୍ଷା ଠାରୁ ବଞ୍ଚିତ ହୋଇଥିଲେ। ବିଭିନ୍ନ ପ୍ରକାର ଖେଳକୁଦ ରେ ଲିପ୍ତ ହୋଇଗଲେ। ସମ୍ପୂର୍ଣ ଭାବରେ ଗ୍ରାମର ପ୍ରାୟ୪୦ରୁ୫୦ ଜଣ ପିଲା ଙ୍କର ଜୀବନ ରେ ଶିକ୍ଷା ଭୁଷୁଡି ପଡ଼ିଲା। ଏହି ସମୟରେ ମହିଳା ଶ୍ରମଜୀବୀ ମଞ୍ଚ ଓଡ଼ିଶା । ଓଡ଼ିଶା ଶ୍ରମଜୀବୀ ମଞ୍ଚ ର ଆନୁକୁଲ୍ୟରେ ନାଗରିକ ବିକାଶ ସଙ୍ଗଠନ କଲାହାଣ୍ଡି ତରଫରୁ ଏକ ପଦକ୍ଷେପ ନିଆଯାଇଥିଲା। ଏଥିରେ ନାଗରିକ ବିକାଶ ସଙ୍ଗଠନ ନରଳା ବ୍ଲକ ସଂଯୋଜକ ବାବୁଲାଲ ତାଣ୍ଡି ଓ ପଞ୍ଚାୟତ ସ୍ତରର କର୍ମକର୍ତ୍ତା ସନ୍ତୋଷ ବାରିକ ଙ୍କ ମାଧ୍ୟମରେ ଗ୍ରାମରେ ଶିକ୍ଷା ଦାନ ପାଇଁ ଏକ ବୈଠକ ଅନୁଷ୍ଠିତ କରାଗଲା। ଯେଉଁ ଦିନରେ ଛାତ୍ରଛାତ୍ରୀ ମାନଙ୍କର ପିତା ମାତା ଉପସ୍ଥିତ ଥିଲେ। ଉକ୍ତ ବୈଠକରେ ଶିକ୍ଷା ସମ୍ବନ୍ଧରେ ଆଲୋଚନା କରାଗଲା। ସ୍ବେଚ୍ଛାସେବୀ ଚୟନ କରିବା ପାଠ ପଢ଼ାଇବା ପାଇଁ ସ୍ଥାନ ଚୟନ କରିବା। ତାପରେ ମୋ ଚାଟଶାଳୀ ଶିକ୍ଷା କେନ୍ଦ୍ର ନାମିତ କରାଯାଇ କୋଭିଡ୍ ନିୟମ କୁ ମାନି ପିଲାମାନଙ୍କୁ ଶିକ୍ଷା ଦାନ କରାଗଲା। ଚାଟଶାଳୀ କେନ୍ଦ୍ର ରେ ତେଜସ୍ବୀନୀ ସୁନା ଓ ତ୍ରୀଲୋଚନ ଚନ୍ଦନ ଙ୍କୁ ସ୍ବେଚ୍ଛାସେବୀ ଶିକ୍ଷକ ଭାବରେ ଚୟନ କରାଗଲା ଏହି ମୋ ଚାଟଶାଳୀ କାର୍ଯ୍ୟ କ୍ରମ ଆରମ୍ଭ କରିବା ଦ୍ୱାରା ପ୍ରଥମ ରୁ ପଞ୍ଚମ ଶ୍ରେଣୀ ର ବିଷୟ ବସ୍ତୁ ଗଣିତ ଓ ଓଡ଼ିଆ ରେ ଗୁଣାତ୍ମକ ଶିକ୍ଷା ର ଉନ୍ନତି ହେଲା ଏହି ଚାଟଶାଳୀ କେନ୍ଦ୍ର ରେ ବିଭିନ୍ନ ଅଂଶୀଦାର ମାନଙ୍କୁ ସାମିଲ କରାଯାଇଥିଲା ଯଥା-Wordmember  ସ୍ବୟଂ ସହାୟକ ଗୋଷ୍ଠୀ , ANM ଆଶାକର୍ମୀ ଓ ସେ ମାନଙ୍କଠାରୁ ଚାଟଶାଳୀ ବେନର ,Mask Sanitizer ,କଳାପଟା ଉଜ୍ଜ୍ୱଳ ବହି ତଥା ସଂଗଠନ ସଭ୍ୟ ସଭ୍ୟା ଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସାହାଯ୍ୟ ସହଯୋଗ ରେ ଏହି କାର୍ଯ୍ୟକ୍ରମ ପରିଚାଳନା ହେଉଅଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like