-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

ଲୋୟର ଶୁକତେଲ ବୁଡି ଅଂଚଳ ପରିଦର୍ଶନ କଲେ ନରସିଂହ, ସଂପୁର୍ଣ୍ଣ ବିସ୍ଥାପିତ ନହେବା ପର୍ଯ୍ୟନ୍ତ ଲୋକଙ୍କ ମୌଳିକ ଅଧିକାର ପ୍ରତି ଧ୍ୟାନ ଦେଉ ସରକାର- ନରସିଂହ

06-Aug-2021



ବଲାଙ୍ଗିର,(ପ୍ରେରଣା ଖବର): ଆଜି ଅପରାହ୍ନ ସାଢେ ଚାର ଟାରେ ରାଜ୍ୟ କଂଗ୍ରେସ ବିଧାୟକ ଦଳ ନେତା ତଥା ମାନ୍ୟବର ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ଲୋୟର ସୁକତେଲ ଜଳ ସରଚନ ପ୍ରକଲ୍ପ ଦ୍ୱାରା ସଂପୁର୍ଣ୍ଣ ପ୍ରଭାବିତ ହେଉଥିବା ବଡ ତେଲେନ ପାଲି, ଖୂଣ୍ଟପାଲି ଓ ଢୁଲୁସର ର କିଛି ଅଂଚଳ ପରିଦର୍ଶନରେ ଯାଇଥିଲେ । ଏହି ଗସ୍ତ ସମୟରେ ବିଶେଷ କରି ବୁଡି ଅଂଚଳରେ ଲୋକେ କିପରି ଶାନ୍ତିପୂର୍ଣ୍ଣ ଭାବେ ବିସ୍ତାପିତ ହେବେ ଓ ବିସ୍ତାପିତ ହେବା ପୂର୍ବରୁ ତାଙ୍କ ସମସ୍ତ ପ୍ରକାର କ୍ଷତି ପୂରଣ ଠିକ ଭାବେ ପାଇ ପାରିବେ ଉବଂ ସରକାର ଦେଇଥିବା ପ୍ରତିଶୃତି ମୁତାବକ ଠୀକ ସ୍ଥାନରେ ପୁନର୍ବା ଓ ଥଂଥାନ ହୋଇ ପାରିବ ସେ ଉପରେ ସବିଶେଷ ଆଲୋଚନା ହୋଇଥିଲ।। ଏହି ଆଲୋଚନା ସମୟରେ ଲୋୟର ସୁକତେଲ ଜଳ ସେଚନ ପ୍ରକଳ୍ପ ର ପୁନର୍ବାସ ଓ ତଇଥାନ ପ୍ରକଳ୍ପ ନିର୍ଦ୍ଦେଶକ ମହେଶର୍ୱ ମହାପାତ୍ର, ସ୍ୱତନ୍ତ୍ର ଭୂ ଅର୍ଜନ ଅଧିକାରୀ କୁମାର ନାଗ ଭୂଷଣ ତଥା ପ୍ରକଳ୍ପ ସଂକ୍ରନ୍ତିୟ ସମସ୍ତ ଅଧିକାରୀ ଉପସ୍ଥିତ ଥିଲେ । ଆଲୋଚନା ସମୟରେ ଜଣା ପଡିଥିଲା ଯେ, ଆଦିବାସୀ ବହୁଳ ବଡ ତେଲେନପାଲି ଲୋକଙ୍କ ସରଳତାକୁ ନେଇ ସେମାନଙ୍କ ଠାରୁ ବିସ୍ଥାପିତ ହେବା ପାଇଁ ଜମି ଜାଗାରେ ଟଙ୍କା ଦିଆଯାଉ ବୋଲି ଲିଖି ନିଆଯାଇଥିଲା । ତେଣୁ ସେମାନଙ୍କୁ ତାଙ୍କ ଦାବୀ ମୁତାବକ ରହିବା ପାଇଁ ବଲାଙ୍ଗିର ଉପକଣ୍ଟ ରେ ଜମି ଦିଆ ଯାଉ ବୋଲି ବିଧାୟକ ଶ୍ରୀ ମିଶ୍ର ଉପସ୍ଥିତ ଅଧିକାରୀ ସାମନାରେ ଦାବୀ କରିଥିଲେ । ଆଲୋଚନା ସମୟରେ ଲୋକଙ୍କ ଆଉ ଗୋଟିଏ ପ୍ରମୂଖ ଦାବୀ ଥିଲା ଯେ, ବଲାଙ୍ଗିର ସହର ନିକଟସ୍ଥ କୌଣସି ଗୋଟିଏ ଜାଗାରେ ସମସ୍ତ ବିସ୍ଥାପିତଙ୍କୁ ଥଇଥାନ କରାଯାଉ । ଏହା ସହ ଲୋକେ ସଂପୁର୍ଣ୍ଣ ବିସ୍ଥାପିତ ନହେବା ପର୍ଯ୍ୟନ୍ତ ସେମାନଙ୍କ ଯୋପରି କୋଣସି ମୌଲିକ ଅଧିକାର ପାଇବାରୁ ବଞ୍ଚିତ ନହେବେ ସେ ଉପରେ ସରକାର ଓ

ଅଧିକାରୀମାନେ ସ୍ୱତନ୍ତ୍ର ଧ୍ୟାନ ଦିଅନ୍ତୁ ବୋଲି ବିଧାୟକ ଶ୍ରୀ ମିଶ୍ର କହିଥିଲେ । ସବୁଠାରୁ ଆଶ୍ଚର୍ଯ୍ୟଜନକ ବିଷୟ ଯେ,  ସର୍ଭେ ସମୟରେ ଜଣେ ଜିବିତ ବ୍ୟକ୍ତି କୁ ମୃତ ବୋଲି ଦର୍ଶାଇ ତାହାର ପାଇବାକୁ ଥିବା କ୍ଷତିପୂରଣ ହେର ଫେର କରାଯାଇଛି । ତେଣୁ ସର୍ଭେ ସମୟରେ ଅଧିକାରୀମାନେ ଏସବୁ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦିଅନ୍ତୁ ଉବଂ ପିଡିତ ବ୍ୟକ୍ତି ଯାହାକୁ କି ବଞ୍ଚିଥିବା ସତ୍ୱେ ମୃତ ଦର୍ଶା ଯାଇଛି  ତାକୁ ସମସ୍ତ କ୍ଷତି ପୂରଣ ପ୍ରଦାନ କରାଯାଉ ବୋଲି ଶ୍ରୀ ମିଶ୍ର କ୍ଷୋଭ ପ୍ରକାଶ କରିଥିଲେ । ଆଜି ଏହି ଗସ୍ତ ସମୟରେ ଖୂଣ୍ଟପାଲି, ବଡ ତେଲେନ ପାଲି ଓ ଢୁଲୁସର ଠାରେ ବିସ୍ଥାପିତ ଗ୍ରାମବାସୀ ବିଧାୟକ ଶ୍ରୀ ମିଶ୍ରଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦେଇଥିଲେ । ଶ୍ରୀ ମିଶ୍ରଙ୍କ ବ୍ୟତିତ ଅନ୍ୟମାନଙ୍କ ମଧ୍ୟରେ ଘାସୀରାମ ବେହେରା, ଲୋକନାଥ କୁମୁରା ଓ ପ୍ରକଳ୍ପ ସମ୍ବନ୍ଧୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like