-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

ଅଞ୍ଚଳବାସୀଙ୍କ ସାମୁହିକ ଦାବିର ସମାଧାନ ପ୍ରତି ବିନିକା ସାମ୍ବାଦିକ ସଂଘର ପ୍ରୟାସ ବଳବତ୍ତର

07-Aug-2021



 ବିନିକା-(ହିମାଂଶୁ ଶେଖର ପୁଟେଲ): ବିନିକା ଅଞ୍ଚଳବାସୀଙ୍କ ସାମୁହିକ ଦାବିର ସମାଧାନ ପ୍ରତି ସଦାସର୍ବଦା ପ୍ରୟାସ କରି ଆସୁଥିବା ବିନିକା ସାମ୍ବାଦିକ ସଂଘର ଗୁରୁତ୍ୱପୂର୍ଣ୍ଣ ବୈଠକ ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଇକୋ ଭିଲେଜ ପରିସରରେ ସଂଘର ସଭାପତି ମୁକ୍ତିକାନ୍ତ ପେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ହୋଇଯାଇଛି l ସଂଘର ସଂପାଦକ ଶାନ୍ତନୁ କୁମାର ପଣ୍ଡା ଵୈଠକର ଉଦ୍ଦେଶ୍ୟ ଉପରେ ସୂଚନା ପ୍ରଦାନ କରି ଆଗାମୀ ଦିନରେ ସଂଘ ତରଫରୁ ହେବାକୁ ଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ସକ୍ରିୟ ଭାବେ ଭାଗନେଇ କାର୍ଯ୍ୟକୁ ତ୍ବରାନ୍ବିତ କରିବାକୁ ଉପସ୍ଥିତ ସାମ୍ବାଦିକ ମାନଙ୍କୁ ଆହ୍ବାନ ଦେଇଥିଲେ l ଏହି ଅବସରରେ ବିଗତ ୩ବର୍ଷ ଧରି ସଂଘର ସଭାପତି ଓ ସଂପାଦକ ଦାୟିତ୍ଵ ନିର୍ବାହ କରିଆସିଥିବା ଅଶୋକ କୁମାର ପଣ୍ଡା ଓ ସୃଜନ କୁମାର ପଣ୍ଡାଙ୍କ ନେତୃତ୍ୱରେ ଗତ ୨୦୧୮-୧୯ ବର୍ଷରେ  ବିନିକା ଅଞ୍ଚଳବାସୀଙ୍କ ପ୍ରମୁଖ ସମସ୍ୟା ସ୍ବାସ୍ଥ୍ୟ ସେବାର ସମାଧାନ ପ୍ରତି ସଂଘର ସମସ୍ତ ସାମ୍ବାଦିକ ୨୮ଦିନ ଧରି ଧାରଣା ଦେଇଥିଲେ l ଯାହାକି ସେହି ସମୟରେ ଅଞ୍ଚଳର ବିଭିନ୍ନ ରାଜନୈତିକ ଦଳର କର୍ମକର୍ତ୍ତା,ସାମାଜିକ ଅନୁଷ୍ଠାନ,ଶିକ୍ଷାନୁଷ୍ଠାନ ଏବଂ ପଲ୍ଲୀ ଠାରୁ ସହର ଯାଏ ସାରା ଅଞ୍ଚଳବାସୀ ଉକ୍ତ ସମସ୍ୟାର ସମାଧାନ ପାଇଁ ଓତପ୍ରୋତ ଭାବେ ସମର୍ଥନ ଦେଇ ସଂଘର କାର୍ଯ୍ୟକ୍ରମକୁ ସହଯୋଗ କରିବାରୁ ସମସ୍ୟା ସମାଧାନ ହୋଇଥିଲା l ସଂଘର ଏଭଳି ମହତ କାର୍ଯ୍ୟକୁ ନେଇ ଓଡ଼ିଶାର ବିଭିନ୍ନ ସାମ୍ବାଦିକ ସଂଘ ତରଫରୁ ପ୍ରଶଂସା କରାଯିବା ସହ ସାମ୍ବାଦିକଙ୍କ ଦାବିକୁ ତୁରନ୍ତ ସମାଧାନ କରାଯାଉ ବୋଲି ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା l ଫଳରେ ଉକ୍ତ ଘଟଣା ସାରା ଓଡ଼ିଶାରେ ବିନିକା ସାମ୍ବାଦିକ ସଂଘର କାର୍ଯ୍ୟକ୍ରମକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ଓ ପ୍ରଶଂସାର ସୁଅ ଛୁଟି ଥିବାରୁ  ସେହି ସମୟର ପୂର୍ବତନ ସଭାପତି ଅଶୋକ କୁମାର ପଣ୍ଡା,ସମ୍ପାଦକ ସୃଜନ କୁମାର ପଣ୍ଡା ଏବଂ କାର୍ଯ୍ୟକ୍ରମରେ ସାମିଲ ଅନ୍ୟ ସମସ୍ତ ସାମ୍ବାଦିକଙ୍କ ସହଯୋଗର ବଳିଷ୍ଠ ପରିଶ୍ରମକୁ ଵୈଠକରେ ଭୂୟସୀ ପ୍ରଶଂସା କରାଯିବା ସହ ଆଗାମୀ ଦିନରେ ମଧ୍ୟ ଅଞ୍ଚଳବାସୀଙ୍କ ସାମୁହିକ ସମସ୍ୟାର ସମାଧାନ ପାଇଁ ସଂଘ ସଦାସର୍ବଦା ପ୍ରୟାସ ଜାରି ରଖିବ ବୋଲି ନିଷ୍ପତି ନିଆ ଯାଇଥିଲା l ଏହା ବ୍ୟତୀତ ବିଭିନ୍ନ କ୍ଷେତ୍ରରେ ସାମାଜିକ କାର୍ଯ୍ୟକ୍ରମ ଯଥା-ବୃକ୍ଷରୋପଣ,ଗରିବ ଅସହାୟଙ୍କୁ ସହାୟତା,ଲୋକଙ୍କ ସମସ୍ୟାରେ ଉପସ୍ଥିତ ରହିବା,ଅଞ୍ଚଳବାସୀଙ୍କ ପ୍ରମୁଖ ଦାବିର ସ୍ୱର ଉତ୍ତୋଳନ ଆଦି କାର୍ଯ୍ୟକ୍ରମରେ ସଂଘର ସଦସ୍ୟ ମାନେ ସକ୍ରିୟ ଭାବେ ସହଯୋଗ କରିବାକୁ ନିଷ୍ପତି ନିଆ ଯାଇଥିଲା l ଅନୁଷ୍ଟିତ ଏହି ଵୈଠକରେ ସଂଘର ବରିଷ୍ଠ ସାମ୍ବାଦିକ ହିମାଂଶୁ ଶେଖର ପୁଟେଲ, ସଦାନନ୍ଦ ପ୍ରଧାନ,ରବୀନ୍ଦ୍ର କୁମାର ହୋତା,ଲକ୍ଷ୍ମଣ ପାତ୍ର,ଜୟରାମ ସେଠ ପ୍ରମୁଖ ଯୋଗ ଦେଇଥିବା ବେଳେ ଶେଷରେ ସଂଘର ଉପସଭାପତି ମୁକେଶ ବଗର୍ତ୍ତୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like