-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||     

HOME   ଜିଲ୍ଲା

ମୋ ଚାଟଶାଳୀ କାର୍ଯ୍ୟକ୍ରମ

07-Aug-2021



କଳାହାଣ୍ଡି,କୋକସରା(ତ୍ରିନାଥ ବେଶ୍ରା):                          କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ଗ୍ରାମ ପଞ୍ଚାୟତ କୁସୁମ ଖୁଣ୍ଟି ଗ୍ରାମରେ ପ୍ରାୟ ୧୧ ଶହ ଲୋକ ବାସ କରୁଥିବା ବେଳେ ସେଠାରେ ଏକ ପ୍ରାଥମିକ ବିଦ୍ୟାଳୟ ମଧ୍ୟ ଅଛି  l କରୋନା ମହାମାରୀ ଯୋଗୁ ତାଲା ବନ୍ଦ ହୋଇଥିବାରୁ ଶିକ୍ଷା ଉପରେ ବହୁତ କୁପ୍ରଭାବ ପଡିଥିଲା । ସ୍କୁଲ ବନ୍ଦ ହେବା ଯୋଗୁଁ ଛାତ୍ରଛାତ୍ରୀ ମାନେ ଶିକ୍ଷାରୁ ବାଦ ପଡିଲେ ଏବଂ ଖେଳକୁଦ ଓ ଅନ୍ୟାନ୍ୟ କାର୍ଯ୍ୟରେ ସେମାନଙ୍କର ମନ ମଗ୍ନ ହେବା  ସତ୍ତ୍ୱେ ସେମାନେ ସମ୍ପୂର୍ଣ୍ଣ ଭାବେ ପାଠକୁ ଭୁଲିଯାଇଥିଲେ।ଏବଂ ଖେଳ କୁଦ ହିଁ ଜୀବନର ଲକ୍ଷ୍ୟ ପାଲଟି ଯାଇଥିଲା। ଠିକ ସେହି ସମୟରେ ମହିଳାଶ୍ରମ ଜୀବୀ ମଞ୍ଚ ଓଡ଼ିଶା ଓ ଓଡିଶା ଶ୍ରମ ଜୀବୀ ମଞ୍ଚ ଆନୁକୂଲ୍ୟରେ ନାଗରିକ ବିକାଶ ସଂଗଠନ କଳାହାଣ୍ଡି  ତରଫରୁ ଏକ ପଦକ୍ଷେପ ନିଆଯାଇଥିଲା।ଏଥିରେ ନାଗରିକ ବିକାଶ ସଂଗଠନ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ସଂଯୋଜକ ଶ୍ରୀଯୁକ୍ତ ଉପେନ୍ଦ୍ର ସୁନା ନି ଓ କର୍ମକର୍ତ୍ତା ତ୍ରିନାଥ ବେଶ୍ରାଙ୍କ ମାଧ୍ୟମ ରେ କୁସୁମ ଖୁଣ୍ଟି ଗ୍ରାମରେ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ସେଥିରେ ଗ୍ରାମର ପିଲାମାନଙ୍କ ର ପିତାମାତା ଓ ଅନ୍ୟାନ୍ୟ ଭଦ୍ର ବ୍ୟକ୍ତି ଲୋକ ମାନେ ମଧ୍ୟ ଉପସ୍ଥିତ ରହିଥିଲେ। ସେହି ବୈଠକରେ ପ୍ରାଥମିକ ଶିକ୍ଷା ଉପରେ ଆଲୋଚନା କରାଯାଇଥିଲା।ଯଥା-ସ୍ବେଚ୍ଛାସେବୀ ଚୟନ କରିବା,ପାଠ ପଢ଼େଇବା ପାଇଁ ସ୍ଥାନ ଚୟନ କରିବା, ତାପରେ ମୋ ଚାଟଶାଳୀ ଶିକ୍ଷା କେନ୍ଦ୍ର ନାମରେ ନାମିତ କରାଗଲା ଏବଂ କୋଭିଡ-19 ନିୟମ କୁ ମାନି ପିଲାମାନଙ୍କୁ ଶିକ୍ଷା ଦାନ କରାଯାଉ ଅଛି  l ମୋ ଚାଟଶାଳୀ କେନ୍ଦ୍ରରେ ରଞ୍ଜିତ ଧଙ୍ଗଡା ମାଝୀଙ୍କୁ ସ୍ବେଚ୍ଛାସେବୀ ଶିକ୍ଷକ ଭାବରେ ଚୟନ କରାଯାଇଥିଲା  l

ଏହି ଶିକ୍ଷା କ୍ଷେତ୍ର ରେ ପିଲା ମାନଙ୍କ ଉନ୍ନତି ପାଇଁ ନାଗରିକ ବିକାସ ସଙ୍ଗଠନ କୁ ଗ୍ରାମର ଲୋକ ମାନେ ବହୁ ପ୍ରଶଂସା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026

You Might Also Like