-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ନୂତନ ଜ଼ିଲ୍ଲାପାଳ ଙ୍କୁ ସ୍ୱଚ୍ଛ ଭାରତ ସଂଗଠନ ର ସୌଜନ୍ୟ ମୂଳକ ସାକ୍ଷାତ*-- *କିଛି ଗଠନ ମୂଳକ ପ୍ରସ୍ତାବ ଉପରେ ଆଲୋଚନା ଓ ଉପସ୍ଥାପନା

07-Aug-2021



ସୋନପୁର (ମନୋରଞ୍ଜନ ତ୍ରିପାଠୀ) : ଗତ କାଲି ସନ୍ଧ୍ୟା ରେ  ସୁବର୍ଣ୍ଣପୁର ନୂତନ ଜ଼ିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ଙ୍କୁ ସ୍ୱଚ୍ଛ ଭାରତ ସଂଗଠନ ସୋନପୁର-ମନମୁଣ୍ଡା ର ଏକ ଉଚ୍ଚ ସ୍ତରୀୟ ପ୍ରତିନିଧି ଦଳ ସୌଜନ୍ୟ ମୂଳକ ସାକ୍ଷାତ କରିଥିଲେ l ଗତ ମାସ ରେ  ଖବର ମାଧ୍ୟମରେ ସଂଗଠନ ପକ୍ଷରୁ ପ୍ରଶାସନ ର  ସ୍ୱତନ୍ତ୍ର ଦୃଷ୍ଟି  ଆକର୍ଷଣ ଓ ଉପସ୍ଥାପନା କରାଯାଇଥିବା ବହୁ ପୁରୁଣା  ତେଲ ନଦୀ ବ୍ରିଜ ର  ମରାମତି ଓ ରକ୍ଷଣା ବେକ୍ଷଣ ଏବଂ ଗାଈ ଗୋରୁ ସମସ୍ୟା ନେଇ  ଲୋକଙ୍କ ଦୀର୍ଘ ବର୍ଷ ର ଦାବି ଥିବା ସହର ରେ ଏକ କାଞ୍ଜି ହାଉସ ନିର୍ମାଣ ଭଳି  ଉଭୟ  ଖବର ଓ  ପ୍ରସ୍ତାବ ପ୍ରତି ଜ଼ିଲ୍ଲାପାଳ ଖୁବ ଗୁରୁତ୍ୱ  ଓ  ତୁରନ୍ତ ପଦକ୍ଷେପ ସହିତ  ଏ  କାର୍ଯ୍ୟ କୁ  ତ୍ୱରାନ୍ୱିତ କରି ଥିବାରୁ  ନୂତନ  ଜ଼ିଲ୍ଲାପାଳ ଙ୍କୁ   ସ୍ୱଚ୍ଛ ଭାରତ ସଂଗଠନ  ପକ୍ଷରୁ ପ୍ରଥମେ  ଧନ୍ୟବାଦ ଓ  ଗଭୀର କୃତଜ୍ଞତା ଜ୍ଞାପନ  କରାଯାଇଥିଲା l ଏବଂ ସୁବର୍ଣ୍ଣପୁର ଐତିହ୍ୟ ର ମୁକ ସାକ୍ଷୀ ଭାବେ ପରିଚିତ  ଶ୍ରୀ ସୁବର୍ଣ୍ଣମେରୁ ଶୈବ ପୀଠ ର  ନବୀକରଣ,  ଯାତ୍ରୀ ଓ ପର୍ଯ୍ୟଟକ ଙ୍କ  ସୁରକ୍ଷା ଓ ଇଜ୍ଜତ ରକ୍ଷା ପାଇଁ   ସହର ରେ ସମସ୍ତ ଅଞ୍ଚଳ ରେ  ପବ୍ଲିକ/ଷ୍ଟ୍ରିଟ ଟୋଲେଟ ର ତୁରନ୍ତ ନିର୍ମାଣ,  ଶିକ୍ଷା ସ୍ୱାସ୍ଥ୍ୟ,  ଗମନା ଗମନ ସମସ୍ୟା ରେ ସୁଧାର ଆଣି ସମସ୍ତ କାର୍ଯ୍ୟ କୁ ସକାରାତ୍ମକ ଢଙ୍ଗ ରେ କ୍ରିୟାନ୍ଵୟନ କରିବାକୁ ଏବଂ  ବହୁ ପ୍ରତିକ୍ଷୀତ ଖୋର୍ଦ୍ଧା ବଲାଙ୍ଗୀର ରେଲୱେ କାର୍ଯ୍ୟ କୁ ତ୍ୱରାନ୍ୱିତ କରଣ କରିବାକୁ ସଂଗଠନ  ପକ୍ଷରୁ ଲିଖିତ ଆକାର ରେ ପ୍ରସ୍ତାବ ଦିଆ ଯାଇଛି  l ଏହି ପ୍ରତିନିଧି ଦଳ ରେ ସ୍ୱଚ୍ଛ ଭାରତ  ର ଉପଦେଷ୍ଟା ଗରିବ ଲୋଈ, ବିନୋଦ ମେହେର, ପ୍ରଦୀପ ପୁରୋହିତ, ଅଭିମନ୍ୟୁ କୁଶଳ, ଶ୍ରୀ ବତ୍ସ ମଲିକ, ସୟଦ ଅଲିମୁଲ ଇସଲାମ, ଉପସଭାପତି ଇନ୍ଦୁ ମତୀ ପୁରୋହିତ, ଲଡ଼ୁ କିଶୋର ମଲିକ, ପ୍ରଫୁଲ୍ଲ ନାଏକ, ମନୋଜ ପଣ୍ଡା, ସମ୍ପାଦକ ମନୋରଞ୍ଜନ ତ୍ରିପାଠୀ, କାର୍ଯ୍ୟକାରୀ  ସଦସ୍ୟ ପ୍ରମୋଦ କୁମାର ସାହୁ, ସଂଗୀତା ନାଏକ, ପ୍ରତାପ ଦାଶ ପ୍ରମୁଖ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like