-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାରେ କ୍ରମାଗତ ଭିଜିଲାନ୍ସ ବିଭାଗ ପକ୍ଷରୁ ଚାଲିଛି ଚଢ଼ାଉ

07-Aug-2021



ବଲାଙ୍ଗୀର,(ପ୍ରେରଣା ଖବର ବ୍ୟୁରୋ) : ଇତି ମଧ୍ୟରେ ବଲାଙ୍ଗୀର ଜିଲ୍ଲାରେ କ୍ରମାଗତ ଭାବେ ଭିଜିଲାନ୍ସ ର ଗୋଟିଏ ପରେ ଗୋଟିଏ ଚଢ଼ାଉ ନେଇ ସାଧାରଣ ରେ ବେଶ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପଲଟିଥିବା ବେଳେ ଅନ୍ୟ ଅଧିକାରୀ ଙ୍କ ମନରେ ଛନକା ସୃଷ୍ଟି ହୋଇଛି । ସେହିପରି ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବଲାଙ୍ଗୀର ଜିଲାର ପୁଇଁତଲା ବ୍ଳକର ବରିଷ୍ଠ କିରାଣିଙ୍କ ୩ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି। ଶନିବାର ସକାଳେ ବରିଷ୍ଠ କିରାଣି ରବୀନ୍ଦ୍ର କୁମାର ମହାନ୍ତିଙ୍କ ବଲାଙ୍ଗୀର ସହର ସାଗରପଡା ବାସଭବନ, ଗୁଡଭେଲା ବ୍ଳକର ଡାହିମାଳ ଗ୍ରାମ ସ୍ଥିତ ବାସଭବନ ଓ ପୁଇଁତଲା ବ୍ଳକ ଅଫିସରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଛି। ବଲାଙ୍ଗୀର ଓ ସମ୍ବଲପୁର ଭିଜିଲାନ୍ସ ଟିମ ମିଳିତ ଭାବେ ଏହି ଚଢ଼ାଉ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like