-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଯୁବ ଯାଦବ ମହାସଭା ପକ୍ଷରୁ ମଣ୍ଡଳ ଦିବସ ପାଳିତ।

07-Aug-2021



କଳାହାଣ୍ଡି,(ତ୍ରିନାଥ ବେଶ୍ରା ସହ ସଞ୍ଜୀବ କୁମାର ଦାସ)
କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଅନ୍ତର୍ଗତ କୁଟ୍ରୁଖମାର ଠାରେ କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ମହାସଭା ତରଫରୁ ୩୧ତମ ମଣ୍ଡଳ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ଯୁବ ଯାଦବ ମହାସଭା ସଭାପତି ଗୋବିନ୍ଦ ବନଛୋରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ସମାରୋହରେ ଅତିଥି ଭାବେ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା ରାଜ୍ୟ ସଭାପତି ତଥା ଜିଲ୍ଲା ଯୁବ ଯାଦବ ମହାସଭାର ଉପଦେଷ୍ଟା ଜଗଦୀଶ ଯାଦବ ଓ ରାଷ୍ଟ୍ରୀୟ ପଛୁଆବର୍ଗ ମୋର୍ଚ୍ଚା କଳାହାଣ୍ଡି ଜିଲ୍ଲା ସମ୍ପାଦକ ତଥା କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ମହାସଭା ଉପଦେଷ୍ଟା ଆଦିତ୍ୟ ହଂସ ଯାଦବ ଯୋଗଦେଇ ମଣ୍ଡଳ ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ।

ସାମାଜିକ ନ୍ୟାୟ ଏବଂ ସାମାଜିକ ପରିବର୍ତ୍ତନର ମହାନାୟକ ବିନ୍ଦେଶ୍ୱରୀ ପ୍ରସାଦ ମଣ୍ଡଳଙ୍କ କାର୍ଯ୍ୟଧାରା ସହ ଓବିସି ସଂରକ୍ଷଣ ଓ ଜାତି ଆଧାରିତ ଜନଗଣନା, ପଛୁଆ ବର୍ଗକୁ ଅବହେଳା, ମଣ୍ଡଳ କମିଶନକୁ ପୂର୍ଣ୍ଣ ଭାବେ ଲାଗୁ କରିବା ଆଦି ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ଅଗଷ୍ଟ - ୭- ୧୯୯୦ ମସିହାରେ ବି.ପି.ସିଂ ପ୍ରଧାନ ମନ୍ତ୍ରୀ ତାଙ୍କ ମନ୍ତ୍ରୀମଣ୍ଡଳ ରେ ମଣ୍ଡଳ କମିଶନ ଲାଗୁ କରିବା ପାଇଁ ନିଷ୍ପତି ନେଇଥିଲେ।
ମଣ୍ଡଳ କମିଶନ କୁ ୩୧ ବର୍ଷ ବିତିଯାଥିଲେ ମଧ୍ୟ ପୂର୍ଣ୍ଣ ମାତ୍ରାରେ ମଣ୍ଡଳ କମିଶନ ଲାଗୁ ହୋଇ ନ ଥିବା ଆଲୋକପାତ କରିଥିଲେ।

କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ମହାସଭା ଉପସଭାପତି ସୁନୀଲ କୁମାର ଧଙ୍ଗଡାମାଝୀ, ଡାକେଶ୍ବର ଲହଜଲ, ଜିଲ୍ଲା ଯୁବ ଯାଦବ ମହାସଭା କୋଷାଧ୍ୟକ୍ଷ ସନ୍ତୋଷ ବାଗ, ଜିଲ୍ଲା ଯୁବ ଯାଦବ ଗଣମାଧ୍ୟମ ସଂଯୋଜକ ସୁରଥ ହେର୍ଣ୍ଣା, ଲାଞ୍ଜିଗଡ଼ ବ୍ଲକ ଯୁବ ଯାଦବ ସଭାପତି ଡିଲେଶ କୁମାର ନାଗ, କେସିଙ୍ଗା ବ୍ଲକ ଯୁବ ଯାଦବ ମହାସଭା ସଭାପତି ଅଶୋକ ପୋଢ, ଧର୍ମଗଡ଼ ବ୍ଲକ ଯୁବ ଯାଦବ ସଭାପତି ଲବଣୀ ରାଉତ, ଜୁନାଗଡ ଏନ୍ଏସି ସଭାପତି କାଶିନାଥ ଘି, କୁଟ୍ରୁଖମାର ଆଞ୍ଚଳିକ ଯାଦବ ସଭାପତି କରୁଣା ଚଣ୍ଡିଙ୍କ ସମେତ ଯୁବ ଯାଦବ ଉତ୍ସବ ଚଲାନ ପ୍ରକାଶ ବନଛୋର ପ୍ରମୁଖ ଉପସ୍ଥିତ ଥିଲେ। ପଶ୍ଚିମ ଓଡ଼ିଶା ଯାଦବ ବିକାଶ ପରିଷଦ କଳାହାଣ୍ଡି ଜିଲ୍ଲା ସଭାପତି ତୁଳମଣି ନାଗ କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ମହାସଭା ସାଧାରଣ ସମ୍ପାଦକ ଲିଙ୍ଗରାଜ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like