-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର : ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳନ ପ୍ରସ୍ତୁତି ବୈଠକ,

07-Aug-2021



ବୀରମହାରାଜପୁର (ବିନୋଦ ପାଣ୍ଡେ ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର  ଉପଖଣ୍ଡ ପ୍ରଶାସନ ତରଫରୁ ଉପଖଣ୍ଡ ସଦର ମହକୁମା ଠାରେ ସ୍ୱାଧୀନତା ଦିବସ-୨୦୨୧ପାଳନ ନିମନ୍ତେ  ଉପ ଜିଲ୍ଲାପାଳ ଶ୍ରୀ ଅଶୋକ କୁମାର  ଭୋଇ  ଙ୍କ ଅଧ୍ୟକ୍ଷତାରେ  ପ୍ରସ୍ତୁତି ବୈଠକ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇ ଯାଇଛି।  ପ୍ରାରମ୍ଭରେ ଉପ ଜିଲ୍ଲାପାଳ  ଶ୍ରୀ ଭୋଇ  ସମସ୍ତଙ୍କୁ ସ୍ବାଗତ କରି ପ୍ରାରମ୍ଭିକ ସୂଚନା ଦେଇଥିଲେ | ଭାରପ୍ରାପ୍ତ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ବିଦ୍ୟାପତି ପଣ୍ଡା ବିବରଣୀ ପାଠ କରିଥିଲେl ସ୍ବାଧୀନତା ଦିବସ ପାଳନ ଅବସରରେ ଭୋର ୦୪-୦୩ମି ରେ ବିଡିଓ ବୀରମହାରାଜପୁର ଙ୍କ ତତ୍ତ୍ଵାବଧାନରେ  ସହରରେ  ରାମଧୂନ ପରିବେଷଣ କରାଯିବ । ସକାଳ ଘଂ ୦୭-୩୦ରେ କୋଭିଡ ନିୟମ ମାନି ସମସ୍ତ ସରକାରୀ ଓ ଘରୋଇ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ ହେବ। ସକାଳ ଘ. ୯ .୧୫ମି ରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ଆନୁଷ୍ଠାନିକ ଭାବରେ ଉପଜିଲ୍ଲାପାଳ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ଉପସ୍ଥିତି ରେ ଜାତୀୟ ପତାକା ଉତ୍ତୋଳନ କରିବେ । ବୀରମହାରାଜପୁର ଉପଖଣ୍ଡର ର ବଛା ବଛା କୋଭିଡ୍  ଯୋଦ୍ଧା ମାନଙ୍କୁ ମଞ୍ଚରେ ସମ୍ମାନିତ କରାଯିବା କାର୍ଯ୍ୟକ୍ରମ ରହିଛି l କୋଭିଡ୍ କଟକଣା ଯୋଗୁଁ ଛାତ୍ରଛାତ୍ରୀ ପରେଡ୍‌ରେ ଅଂଶଗ୍ରହଣ କରିପାରିବେ ନାହିଁ କିମ୍ବା ସାଧାରଣ ଜନତାଙ୍କୁ ଉତ୍ସବସ୍ଥଳ କୁ ଯିବା ଉପରେ କଟକଣା ରହିଛି । କେବଳ ଆରକ୍ଷୀ ବାହିନୀ ଜାତୀୟ ପତାକା ତଥା ମୁଖ୍ୟ ଅତିଥିଙ୍କୁ ସମ୍ମାନ ପ୍ରଦର୍ଶନ କରିବେ । ।ଉକ୍ତ ଦିନ ମୁଖ୍ୟ ଅତିଥି ଙ୍କ ଦ୍ୱାରା ସ୍ଥାନୀୟ ଡାକ୍ତରଖାନା ପରିସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ  କରାଯିବ l   କୋଭିଡ୍ କଟକଣା ଯୋଗୁଁ ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ଉତ୍ସବକୁ  ସୀମିତ ସଂଖ୍ୟକ ବ୍ୟକ୍ତି, ଅନୁଷ୍ଠାନଙ୍କୁ ନିମନ୍ତ୍ରଣ କରାଯିବ l ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକ , ତହସିଲଦାର ଉଲୁଣ୍ଡା, ଥାନା ଅଧିକାରୀ, ବୀରମହାରାଜପୁର, NCC ଅଧିକାରୀ ଏବଂ ଖେଳ ଶିକ୍ଷକ, ବୀରମହାରାଜପୁର ମହାବିଦ୍ୟାଳୟ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ, ଏହି ପ୍ରସ୍ତୁତି ବୈଠକରେ ଉପସ୍ଥିତ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like