-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ମହାନତା ଦେଖାଇଲେ ଯୁବ ସାମ୍ବାଦିକ, ଅଚେତ ରୋଗୀଙ୍କୁ ଉଦ୍ଧାର କରି ଷ୍ଟ୍ରେଚରରେ ବୋହି ନେଇ ଜୀବନ ବଞ୍ଚାଇଲେ , ସାଧାରଣରେ ଶୁଭେଛା

07-Aug-2021



ରେଢ଼ାଖୋଲ(ଅନିଲ କୁମାର ପୃଷ୍ଟି) ସମ୍ବଲପୁର ଜିଲ୍ଲା ରେଢାଖୋଲ  ସହର ଠାରେ ଶନିବାର ଅପରାହ୍ନ ୧ ଟାରେ ସମ୍ବଲପୁର କଟକ ୫୫ ନଂ ଜାତୀୟ ରାଜପଥର ରେଢ଼ାଖୋଲ ଡାକ୍ତରଖାନା ଛକର ଅମୃତ ଗଙ୍ଗା ନିକଟ ରାସ୍ତା କଡ଼ରେ ଜଣେ ବ୍ୟକ୍ତି ଅଚେତ ଅବସ୍ଥାରେ ପଡ଼ିଥିବା ଦେଖି ରେଢ଼ାଖୋଲର ଯୁବ ସାମ୍ବାଦିକ ଅନିଲ ପୃଷ୍ଟିଙ୍କ ହସ୍ତକ୍ଷେପରେ ଉଦ୍ଧାର କରି ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରି ଚିକିତ୍ସା କରେଇଛନ୍ତି । ସୂଚନାଯୋଗ୍ୟ ଯେ ରେଢ଼ାଖୋଲ ଡାକ୍ତରଖାନା ଛକ ନିକଟ ରାଜପଥ କଡ଼ରେ ଅଚେତ ଅବସ୍ଥାରେ ଜଣେ ଯୁବକ ବହୁ ସମୟ ଧରି ପଡିରହିଥିଲେ ଆଜି ଶନିବାର ବଜାର ଥିବାରୁ ରାସ୍ତାରେ ଯାତାୟାତ କରୁଥିବା ଲୋକମାନେ ମଧ୍ୟ ଅଚେତ ଯୁବକଙ୍କୁ ଦେଖି ନ ଦେଖିଲା ପରି ଏଡେଇ ଯାଉଥିଲେ। ଏ ବିଷୟରେ ସୂଚନା ପାଇ ରେଢ଼ାଖୋଲ ଅଞ୍ଚଳର ଯୁବ ସାମ୍ବାଦିକ ଅନିଲ କୁମାର ପୃଷ୍ଟି ଘଟଣା ସ୍ଥଳରେ ପହଞ୍ଚି ଦେଖିଲେ ଯେ ଅଚେତ ଅବସ୍ଥାରେ ପଡ଼ିଥିବା ବ୍ୟକ୍ତିଙ୍କ ମୁହଁରୁ ଫେଣ ବାହରୁଛି ।ଏହା ଦେଖି ସହି ନପାରି ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ ହେଲେ ଯୋଗାଯୋଗ ହୋଇ ପାରିନଥିଲା ।ସେତେବେଳକୁ ରୋଗାକ୍ରାନ୍ତ ଅଚେତ ବ୍ୟକ୍ତି ଅତ୍ୟଧିକ ଗୁରୁତର ହେବାରୁ ଯୁବ ସାମ୍ବାଦିକ ଜଣକ ନିଜେ ଧାଇଁ ଧାଇଁ ଉପଖଣ୍ଡ ଚିକିତ୍ସାଳୟକୁ ଯାଇ ଏକ ଷ୍ଟ୍ରେଚରକୁ ଟାଣି ଆଣିଥିଲେ ।  ଏପରିକି କିଛି ପୋଲିସ କର୍ମଚାରୀଙ୍କ ସହାୟତାରେ ଅଚେତ ହୋଇ ପଡ଼ିଥିବା ବ୍ୟକ୍ତିଙ୍କୁ ଷ୍ଟ୍ରେଚର ଉପରେ ଶୁଆଇ ବୋହି ନେଇ ଚିକିତ୍ସା କରାଇଥିଲେ । ଚିକିତ୍ସା କରିବା ପରେ ରୋଗୀଙ୍କ ଚେତା ଫେରିପାଇଥିଲା।  ଏବେ ଅଚେତ ରୋଗୀ ସେ ସୁସ୍ଥ ଅଛନ୍ତି । ହେଲେ ରୋଗୀ ଜଣଙ୍କ ରେଢାଖୋଲ ବ୍ଲକ ବଂଶାଜାଲ ପଞ୍ଚାୟତ ଅନ୍ତର୍ଗତ   ବାରବାଙ୍କ ଗ୍ରାମର ବଂଶୀଧର ସାମଲ ବୋଲି ଜଣା ପଡ଼ିଛି।ଏହି ଖବର ରେଢ଼ାଖୋଲ ଅଞ୍ଚଳରେ ଜାଣିବା ପରେ ସାଧାରଣ ଲୋକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିବା ସହ ତାଙ୍କୁ ଭୃୟଂସୁ ପ୍ରଶଂସା କରିବା ସହିତ ଶୁଭେଚ୍ଛାର ବାର୍ତ୍ତା ଛୁଟୁଛି । ଏପରିକି ଯୁବ ସାମ୍ବାଦିକ ଅନିଲ ପୃଷ୍ଟି ମହାମାରୀ କରୋନାର ଲକ ଡାଉନ୍ ବେଲେ କରୋନା ଆକ୍ରାନ୍ତ ରୋଗୀଙ୍କ ପାଇଁ ଅକ୍ସିଜେନ ଯୋଗାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଆସୁଛନ୍ତି , ସେପରିକି ଅନେକ ବ୍ୟକ୍ତିଙ୍କୁ ମୃତ୍ୟୁ ମୁଖରୁ ବଞ୍ଚାଇଛନ୍ତି । ଏପରିକି  ଅନେକ ରୋଗୀଙ୍କୁ ରକ୍ତଦାନ  କରିବା ଓ ରକ୍ତ ଦାନ କରାଇ ଦେବାରେ ପ୍ରମୁଖ ଭୂମିକା ଗ୍ରହଣ କରି ଆସୁଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like