-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବିଦ୍ୟାଳୟ ପାଇଲା ସ୍ଥାୟୀ ପ୍ରଧାନଶିକ୍ଷକ

08-Aug-2021



ସଇଁତଳା(ପ୍ରେରଣା ଖବର)-ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସରକାର ନିର୍ଦ୍ଦେଶାନାମା ଅନୁସାରେ ୨୦୦୮ ମସିହାରୁ ଖୋଲାଯାଇ ଶିକ୍ଷାଦାନ କାର୍ଯ୍ୟକ୍ରମ ଚାଲୁଥିଲା । ଦୀର୍ଘ ୧୩ ବର୍ଷରୁ ଉର୍ଦ୍ଧ୍ୱ ବିତିଯାଇଥିଲେ ସୁଦ୍ଧା ବିଦ୍ୟାଳୟରେ ସ୍ଥାୟୀ ପ୍ରଧାନ ଶିକ୍ଷକ ନିଯୁକ୍ତି କରାଯାଇ ନଥିଲା । ବିଦ୍ୟାଳୟରେ ଆଜି ପ୍ରଥମ କରି ସ୍ଥାୟୀ ପ୍ରଧାନଶିକ୍ଷକ ଭାବରେ ଶିକ୍ଷକ ଚାଣ୍ଡାଳ ମିଶ୍ର ଯୋଗଦାନ ଦେଲେ । ସେ ପୂର୍ବରୁ ସଇଁନ୍ତଲା ନୋଡାଲ ହାଇସ୍କୁଲରେ ଜଣେ ଜନପ୍ରିୟ ଆଦର୍ଶ ଶିକ୍ଷକ ଭାବରେ କାର୍ଯ୍ୟରତ ଥିଲେ । ଏହି ଅବସରରେ କୋଭିଡ ଗାଇଡଲାଇନ୍ ପାଳନ କରି ଶିକ୍ଷକ ବିଶ୍ୱନାଥ ମେହେରଙ୍କର ତତ୍ତ୍ୱାବଧାନରେ ଏକ ନିରାଡମ୍ବର ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀଗଣ ଫୁଲତୋଡା ଓ ଉପଢୌକନ ଦେଇ ନବ ନିଯୁକ୍ତ ପ୍ରଧାନଶିକ୍ଷକଙ୍କୁ ସ୍ୱାଗତ ଜଣାଇଥିଲେ । ଶିକ୍ଷକ, ଶିକ୍ଷୟତ୍ରୀ, ଶିକ୍ଷାର୍ଥି, ଅଭିଭାବକ ତଥା ଅନ୍ୟମାନେ ଏକମନ ଏକ ପ୍ରାଣ ହେଲେ ଶିକ୍ଷାନୁଷ୍ଠାନ ଭଳି ପରିବାରଟିଏ ସାମଗ୍ରୀକ, ଶୈକ୍ଷିକ ଉନ୍ନତି ହୋଇପାରିବ ବୋଲି ନିଯୁକ୍ତି ପାଇଥିବା ପ୍ରଧାନଶିକ୍ଷକ ଶ୍ରୀ ମିଶ୍ର ଏହି ଅବସରରେ ମତବ୍ୟକ୍ତ କରିଥିଲେ । ବିଦ୍ୟାଳୟ ପରିସରରେ ସରକାର ଜାରି କରିଥିବା କୋଭିଡ-୧୯ ମାର୍ଗଦର୍ଶିିକା ଯଥା ସାମାଜିକ ଦୂରତା ବଜାୟ ରଖିବା, ସାବୁନରେ ବାରମ୍ବାର

ହାତକୁ ଧୋଇବା ଓ ସର୍ବୋପରି ମାସ୍କ ପରିଧାନ କରିବା ଆଦି ନିୟମକୁ  ସମସ୍ତେ ଠିକ ଭାବରେ ପାଳନ କରିବାର ନେତୃତ୍ୱ ଜୁନିୟର ରେଡକ୍ରସ କାଉନ୍ସେଲର ରାମ ନାରାୟଣ ଦାଶଙ୍କୁ ପ୍ରଦାନ କରାଗଲା । କାର୍ଯ୍ୟକ୍ରମରେ ଶିକ୍ଷକ ବ୍ରଜମୋହନ ମାଝି, ଲିଙ୍ଗରାଜ ନନ୍ଦ, ହିମାଂଶୁ ଶେଖର ବିଶ୍ୱାଳ, ଶିକ୍ଷୟତ୍ରୀ ରେଣୁକା ସାହୁ, ଗାୟତ୍ରୀ ବାରିକ, ଦ୍ରୋପଦୀ ଭୋଇ, ଭାରତୀ ପଧାନ, ଯଶୋବନ୍ତୀ ସୁନା ଉପସ୍ଥିତ ଥିଲେ । ଶିକ୍ଷକ ସୁଦର୍ଶନ ଦାଶ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଶିକ୍ଷକ ଆଦିତ୍ୟ ରଣା ଧନ୍ୟବାଦ ଅର୍ପଣ କରିଥିଲେ । ପ୍ରଧାନଶିକ୍ଷକ ନିଯୁକ୍ତି ହୋଇଥିବାରୁ ବିଦ୍ୟାଳୟ ପରିଚାଳନା କମିଟୀର ସଭାପତି ଓ ଗ୍ରାମବାସୀ ବୃନ୍ଦ ଜିଲ୍ଲା ଶିକ୍ଷା ଅଧିକାରୀ ଧ୍ରୁବଚରଣ ବେହେରା, ଅତିରକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ କେଶବ ମେହେର ଓ ସଇଁନ୍ତଲା ବ୍ଲକ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ଭୋଇଙ୍କୁ କୃତଜ୍ଞତା ଜ୍ଞାପନ ଜଣାଇଛନ୍ତି ।  
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like