-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (08-Nov-2026)       ||      ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   (08-Nov-2026)       ||      ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   (08-Nov-2026)       ||      ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (08-Nov-2026)       ||      ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ    (08-Nov-2026)       ||      ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ ବିଶ୍ଵ ସ୍ତନ୍ୟପାନ ଦିବସ ପାଳନ ଓ କୃମି ନାଶକ ଔଷଧ ସେବନ ନେଇ ସଚେତନତା ଶୋଭାଯାତ୍ରା

08-Aug-2021



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ଅନ୍ତର୍ଗତ ମହାଦେବ ପାଲି  ପଞ୍ଚାୟତର ମହାଦେବ ପାଲି ଓ ପ ଧାନ ପାଲି ଗ୍ରାମରେ ପଞ୍ଚାୟତ ସ୍ତରୀୟ ବିଶ୍ଵ ସ୍ତନ୍ୟପାନ ଦିବସ ସପ୍ତାହ ଓ କୃମି ନାଶକ ଔଷଧ ସେବନ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଟିତ ହୋଇଯାଇଛି l ଅଙ୍ଗନୱାଡ଼ି କର୍ମୀ ଗାୟତ୍ରୀ ପୂଜାହାରୀଙ୍କ ପ୍ରତେକ୍ଷ୍ୟ ତତ୍ତ୍ଵାବଧାନରେ ଅନୁଷ୍ଟିତ ଏହି ଶୋଭାଯାତ୍ରାରେ ଗ୍ରାମର ମହିଳାଙ୍କ ସମେତଆଶା କର୍ମୀ ଭୂମିଶୁତା ନାଗ,କୁନ୍ତୀ ମଲ୍ଲିକ, ଵୈ ଦେହି ପାଣ୍ଡେ,ଜୟା ଖୁରା,ଅରୁନ୍ଧତୀ ବାଘ,ସବିତା ନା ଏକ,ଅଙ୍ଗନୱାଡ଼ି କର୍ମୀ ଜାନକୀ ନାୟକ,କୁନ୍ତୀ ସାହୁ,ଶାନ୍ତିଲତା ନା ଏକ,ଉର୍ମିଳା କଠlର, ଚନ୍ଦ୍ରଭାନ ସିକା,ସତ୍ୟବତୀ ମୁଦୁଲି,ସରପଞ୍ଚ ଦଶମୁ ମାଝୀ ପ୍ରମୁଖ ସାମିଲ ହୋଇ ଥିଲେ l ଶୋଭାଯାତ୍ରା ଗ୍ରାମ ପରିକ୍ରମା କରି ଗ୍ରାମବାସୀଙ୍କୁ ୦ରୁ୬ମାସ ପର୍ଯ୍ୟନ୍ତ ଶିଶୁର ରୋଗ ପ୍ରତିଷେଧକ ବୃଦ୍ଧି ପାଇଁ ମା କ୍ଷୀର ଖାଇବାକୁ ମାଇକ ଯୋଗେ ସଚେତନ କରିବା ସହ ୧ବର୍ଷରୁ ୧୯ବର୍ଷ ପର୍ଯ୍ୟନ୍ତ ସମସ୍ତ ଶିଶୁ ଓ କିଶୋର କିଶୋରୀ ବାଳକ ବାଳିକା ମାନଙ୍କୁ କୃମି ନାଶକ ଔଷଧ ସେବନ  କରିବା ନେଇ ମାଇକ ଯୋଗେ ଗ୍ରାମବାସୀଙ୍କୁ ସଚେତନ କରାଯାଇଥିଲା l ପରେ ମହାଦେବପାଲି ପିଏସସିରେ ଅନୁଷ୍ଟିତ ଵୈଠକରେ ମେଡିକାଲ ଅଫିସର ସୁଶ୍ରୀ ମିଶ୍ର ଅଧ୍ୟକ୍ଷତା କରିଥିବା ବେଳେ ସ୍ବାସ୍ଥ୍ୟ ଉପ ଅଧିକାରୀ ଇନ୍ଦୁଲତା ସେଠୀ ଉପସ୍ଥିତ ମହିଳା ମାନଙ୍କୁ ମା କ୍ଷୀରର ଉପକାରିତା ଏବଂ କୃମିନାଶକ ଔଷଧ ସେବନ ର ମହତ୍ତ୍ୱ ଉପରେ ପ୍ରାଞ୍ଜଳ ଭାବେ ଅବଗତ କରିଥିଲେ l ଅନୁଷ୍ଟିତ ଏହି ସଚେତନତା କାର୍ଯ୍ୟକ୍ରମରେ ଅଙ୍ଗନୱାଡ଼ି,ଆଶାକର୍ମୀ, ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ଏବଂ ଗ୍ରାମର କେତେକ ମହିଲା ସହଯୋଗ କରିଥିବାରୁ ଶେଷରେ ଅଙ୍ଗନୱାଡ଼ି କର୍ମୀ ଗାୟତ୍ରୀ ପୂଜାହାରୀ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   08-Nov-2026
  ଜିଲ୍ଲା  
ପ୍ରଗତିବାଦୀ ପ୍ରତିଷ୍ଠାତା ପ୍ରଦ୍ୟୁମ୍ନ ବଳଙ୍କ ୯୪ ତମ ଜନ୍ମ ଜୟନ୍ତୀ ସମାରୋହ   08-Nov-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ଶିଶୁ ମେଳା-୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପିପଳକାନୀରେ ନବନିର୍ମିତ ଆଦିବାସୀ ଭବନ ଉଦ୍‌ଘାଟିତ ରାଜ୍ୟସଭା ସାଂସଦ ପାଣ୍ଠିରେ ନିର୍ମିତ ଆଦିବାସୀ ଭବନକୁ ଉଦ୍‌ଘାଟନ କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   08-Nov-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍ ପ୍ରତିଯୋଗିତା–୨୦୨୬ ଅନୁଷ୍ଠିତ   08-Nov-2026
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026

You Might Also Like