-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

କନ୍ଧମାଳ ଏସପିଙ୍କ ନିକଟରେ ମହିଳା କ୍ୟାଡର ମାଓବାଦୀ ଙ୍କ ଆତ୍ମ ସମର୍ପଣ : ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବେ

08-Aug-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲାର ଜଣେ ମହିଳା କ୍ୟାଡର ମାଓବାଦୀ କନ୍ଧମାଳ ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି l ମହିଳା ମାଓବାଦୀ ଜଣକ ହେଲେ କାନ୍ତି ମଲିକ। ଅନେକ ମାଓ କାର୍ଯ୍ୟକଳାପରେ ସେ ଦୀର୍ଘ ଦିନ ଧରି ସଂପୃକ୍ତ ଥିଲେ।ସୂଚନାନୁଯାୟୀ, ବାଲିଗୁଡ଼ା ଥାନା ଅନ୍ତର୍ଗତ କୁଟିକିଆ ପଞ୍ଚାୟତର ଗାଙ୍ଗରଙ୍ଗା ଗ୍ରାମରେ କାନ୍ତିଙ୍କ ଘର । ରାଜ୍ୟ ସରକାରଙ୍କର ଉନ୍ନୟନ୍ନ ମୂଳକ କାର୍ଯ୍ୟରେ ପ୍ରଭାବିତ ହୋଇ କାନ୍ତି ମାଓ ସଂଗଠନ ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇଥିବା କହିଛନ୍ତି । ଏହାସହ ଜଙ୍ଗଲରେ ସିନିୟର ମାଓନେତାଙ୍କ ବ୍ୟବହାରକୁ ନାପସନ୍ଦ କରିବା ସହ ଅତିଷ୍ଟ ହୋଇପଡିଥିଲେ କାନ୍ତି । ସେହିପରି ନିୟମିତ ଭାବେ ପୋଲିସର ଆଣ୍ଟି ନକ୍ସଲ ଅପରେସନ ଜୋରଦାର ହେଉଥିବା କାରଣରୁ କେତେକାଂଶରେ ତାଙ୍କୁ ଆତ୍ମସମର୍ପଣ କରିବାକୁ ବାଧ୍ୟ କରିଥିବା ବିଷୟ କନ୍ଧମାଳ ପୋଲିସ ଏସ.ପି ଭିନିତ ଅଗ୍ରୱାଲ କହିଛନ୍ତି ।ଏଥିସହ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷିତ ପ୍ୟାକେଜର ସୁଯୋଗ ନେବା ପାଇଁ ମଧ୍ୟ ଏସ.ପି ପରାମର୍ଶ ଦେଇଛନ୍ତି । ଆତ୍ମସମର୍ପଣ ପରେ କାନ୍ତି ନିଜ ମନ୍ତବ୍ୟରେ କହିଛନ୍ତି ଯେ,ସେ ସ୍କୁଲରେ ପଢ଼ୁଥିବା ସମୟରେ ମାଓବାଦୀମାନେ ତାଙ୍କୁ କ୍ରାନ୍ତି ଓ ଦେଶସେବା ନାଁରେ ଡାକିନେଇ ନକ୍ସଲ ସଂଗଠନରେ ସାମିଲ କରାଇଥିଲେ । କିନ୍ତୁ ପ୍ରକୃତ ପକ୍ଷେ ନକ୍ସଲମାନେ ଆନ୍ଦୋଳନ ନାମରେ ବିକାଶକୁ ବିରୋଧ କରୁଥିବା ଓ ଅଯଥାରେ ନୀରିହ ମାନଙ୍କୁ ହତ୍ୟା କରୁଥିବା ସେ ତାଙ୍କ ଅଭିଜ୍ଞତାରୁ ଅନୁଭବ କରିଥିବା ବିଷୟ ପ୍ରକାଶ କରିଛନ୍ତି । ଫଳରେ ନକ୍ସଲ ଆନ୍ଦୋଳନ ପ୍ରତି ବୀତସ୍ପୃହ ହୋଇ ସେ ଆତ୍ମସମର୍ପଣ କରିଥିବା କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like