-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବିଜୁ ଜନତା ଦଳ ଟିଟିଲାଗଡ଼ ବ୍ଲକ ଏବଂ ମୁନିସିପାଲିଟିର ସଂକଳ୍ପ ସଭା ଅନୁଷ୍ଠିତ

09-Aug-2021



ବଲାଙ୍ଗୀର/ଟିଟିଲାଗଡ଼,(ପ୍ରେରଣା ଖବର) : ରବିବାର ଦିନ ସ୍ଥାନୀୟ ଗୋବିନ୍ଦ ବାଟିକା ଠାରେ ଟିଟିଲାଗଡ଼ ବିଜୁ ଜନତା ଦଳର ବ୍ଲକ ଏବଂ
ମୁନିସିପାଲିଟିର ସଂକଳ୍ପ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୂଖ୍ୟ ଅତିଥି ଭାବେ ଓଡ଼ିଶା ସରକାରଙ୍କ ଶ୍ରମ ବିକାଶ ମନ୍ତ୍ରୀ ତଥା ବଲାଙ୍ଗିର ଜିଲ୍ଲାର ବିଜେଡି ଦଳର ପର୍ଯ୍ୟବେକ୍ଷକ ଶ୍ରୀ ସୁଶାନ୍ତ କୁମାର ସିଂ, ଟିଟିଲାଗଡ଼ର ବିଧାୟିକା ତଥା ମହିଳା ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁ, ପାଟଣାଗଡ଼ର ବିଧାୟକ ସରୋଜ ମେହେର, ବଲାଙ୍ଗିର ଜିଲ୍ଲା ବିଜେଡ଼ି ୟୁଥ୍ ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା, ମହିଳା ଦଳୀୟ ଜିଲ୍ଲା ସଭାପତି ଦମୟନ୍ତୀ ବାଗ, ଛାତ୍ର ନେତା ଗୁଞ୍ଜ ଖାଁ, ଏବଂ ଅନ୍ୟ ମାନଙ୍କ ମଧ୍ୟରେ ସରପଞ୍ଚ ସଙ୍ଘ ସଭାପତି ବୀରବର ସାହୁ, ବ୍ଲକ ଅଧ୍ୟକ୍ଷା ରମାକାନ୍ତୀ ପୁଟେଲ, ପୂର୍ବତନ ଅଧ୍ୟକ୍ଷା ଗୀତା ବିଶି, ଟିଟିଲାଗଡ଼ର ବିଜୁ ଜନତା ଦଳର ଛାତ୍ର ନେତା ଆଶୁତୋଷ ମିଶ୍ର ପ୍ରମୁଖ ମଞ୍ଚାସିନ ଥିଲେ। ସଭା ପରିଚାଳନା କରିଥିଲେ ପ୍ରମୋଦ କୁମାର ପ୍ରଧାନ । ମନ୍ତ୍ରୀ ଶୁଶାନ୍ତ ସିଂ କେନ୍ଦ୍ର ସରକାରଙ୍କ ଯୋଜନା କାହା ପାଇଁ ବୋଲି ପ୍ରଶ୍ନ କରିବା ସହ ଧାନର ଏମ ଏସ ପି ମୂଲ୍ୟ ବଢାଇଲେ ନାହିଁ, ରେଳ ବିଭାଗକୁ ବିକି ଦେଇଛନ୍ତି, ବଡୋଦରା ଷ୍ଟେସନକୁ ବିକ୍ରି କରିଥିବା କିଛି ଦିନ ତଳେ ମୁ ଖବରରେ ଦେଖିଥିଲି, ବେରୋଜଗାରି ହଟାଇବା ନ।ରା ଦେଇ ପ୍ରଧାନମନ୍ତ୍ରୀ ୨୦୧୪ ବୈତରଣୀ ପାର୍ କରି କଣ କଲେ ବୋଲି ପ୍ରଶ୍ନ କରିଥିଲେ । ଆଗକୁ ପଞ୍ଚାୟତି ନିର୍ବାଚନ ଆସୁଛି ସେଥିପାଇଁ ପ୍ରତି ବ୍ଲକକୁ ମଜବୁତ୍ କରିବା ସହ ସମସ୍ତ ଜିଲା ପରିଷଦ ଆସନ ହାତକୁ ନିଆଯିବ ବୋଲି ସମସ୍ତଙ୍କୁ ସଂକଳ୍ପ କରାଇବା ସହ ବିଜୟୀ ସୁନିଶ୍ଚିତ ବୋଲି କହିଥିଲେ ।

ସେହିପରି ଟିଟଲାଗଡର ବିଧାୟିକା ତଥା ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ସଦାବେଳେ ଟିଟିଲାଗଡ଼ ପାଇଁ ବିଭିନ୍ନ ପ୍ରକଳ୍ପ ଦେଇଛନ୍ତି । ବିଗତ ୪୦ ବର୍ଷରେ ଟିଟିଲାଗଡ଼ରେ ଯାହା ହୋଇନଥିଲା ଆପଣଙ୍କ ସହଯୋଗରେ ଆଜି ଟିଟିଲାଗଡ଼ର ବିକାଶ ହୋଇଛି ବୋଲି କହିଥିଲେ । ଆଗାମୀ ଦିନରେ ବଲାଙ୍ଗିର ଜିଲ୍ଲା କିପରି ରାଜ୍ୟର ଏକ ନମ୍ୱର୍ ଜିଲ୍ଲା ହେବ ସେ ଦିଗରେ ଏକ ହୋଇ ସମସ୍ତେ କାମ କରିବା ବୋଲି ଆହ୍ଵାନ ଦେଇଥିଲେ । ସେହିପରି ପାଟଣାଗଡ ବିଧାୟକ ସରୋଜ ମେହେର ଆଗକୁ କିପରି ପଞ୍ଚାୟତ ନିର୍ବାଚନରେ ସମସ୍ତ ସିଟ ନିଜ ଅକ୍ତିଆରକୁ ଆଣିବା ସେ ଦିଗରେ କାମ କରିବା ବୋଲି ସମସ୍ତଙ୍କୁ କହିବା ସହ ମତେ ଯେତେବେଳେ ଡ଼ାକିବେ ସେତେବେଳେ ନବୀନ ବାବୁଙ୍କ ଦୂତ ହୋଇ ପହଞ୍ଚିବି ବୋଲି ନିଜ ବକ୍ତବ୍ୟରେ କହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like