-+91-9937148622 |
prerana_bgr@rediffmail.com |
Sunday 5th July 2026 |
R.N.I. Regd No. ODIODI/2010/46693
Breaking News
09-Aug-2021
ପାଟଣାଗଡ(ପ୍ରେରଣା ଖବର): ପାଟଣାଗଡ ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କୁ ନେଇ ପାଟଣାଗଡ ବିଧାୟକ ସରୋଜ ମେହେରଙ୍କ ନେତୃତ୍ୱରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ଏହି ବୈଠକରେ ମାନ୍ୟବର ମନ୍ତ୍ରୀ ତଥା ଜିଲ୍ଲା ପର୍ଯ୍ୟବେକ୍ଷକ ସୁଶାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ ବିଜେଡି କର୍ମୀ ମାନଙ୍କୁ ଉତ୍ସାହିତ କରିଥିଲେ l ଏଥିରେ ସମ୍ମାନୀତ ଅତିଥି ଭାବେ ଯୁବ ଜିଲ୍ଲା ସଭାପତି ରାଜେନ୍ଦ୍ର ପ୍ରସାଦ ହୋତା, ଛାତ୍ର ଜିଲ୍ଲା ସଭାପତି ଗୁଞ୍ଜ ଖାନ ଓ ବିଜୁ ଜନତା ଦଳର କର୍ମକର୍ତ୍ତା ଯୋଗ ଦେଇ ବିଜେଡ଼ି ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇଥିଲେ l