-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ପାର୍ବଣ ଋତୁ ପାଇଁ ନୂଆ ଗାଇଡଲାଇନ; ସାଜସଜ୍ଜାକୁ ନାଁ, ପ୍ରତିମା ଉଚ୍ଚତା ୪ ଫୁଟରୁ କମ୍ ରହିବ

09-Aug-2021



ଭୁବନେଶ୍ୱର(ସୁଭାସିସ ନାୟକ): କରୋନା ସଂକ୍ରମଣ ସମୟରେ ପୂଜା ପର୍ବ ପାଳନ ପାଇଁ ରାଜ୍ୟ ସରକାର ଜାରି କରିଛନ୍ତି ଗାଇଡଲାଇନ । ଆଗକୁ ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା ଓ କାଳୀ ପୂଜା ଆଦି ପଡ଼ୁଥିବା ବେଳେ ସରକାର କଟକଣା ସହିତ ଗାଇଡଲାଇନ ଜାରି କରିଛନ୍ତି । ପୂଜା ଆୟୋଜନ ପାଇଁ ପୂଜା କମିଟି ଗୁଡ଼ିକୁ ଅନୁମତି ନେବାକୁ  କୁହାଯାଇଛି । ମଣ୍ଡପ, ପେଣ୍ଡାଲରେ ପୂଜା ପାଇଁ ଅନୁମତି ନେବା ଜରୁରୀ ବୋଲି ନିଦେ୍ର୍ଧଶ ରହିଛି ।
ପୂଜା ପାଇଁ ଜିଲ୍ଲାରେ ଜିଲ୍ଲାପାଳ ଓ ଟୁଇନ ସିଟିରେ ସିପିଙ୍କ ଅନୁମତି ନେବାକୁ କୁହାଯାଇଛି ।  କେବଳ ପରମ୍ପରା ରକ୍ଷା ପାଇଁ ନିରାଡ଼ମ୍ବର ଭାବେ ପୂଜା କରାଯିବ । କୌଣସି ସାଜସଜ୍ଜା ପାଇଁ ମନା କଯାଇଥିବା ବେଳେ ମଣ୍ଡପକୁ ଶ୍ରଦ୍ଧାଳୁ ଆସି ପାରିବେ ନାହିଁ ବୋଲି ନିଦେ୍ର୍ଧଶ ରହିଛି । ମଣ୍ଡପ ତିନି ପାର୍ଶ୍ୱରୁ ବନ୍ଦ ରହିବ । ଗୋଟିଏ ପାର୍ଶ୍ୱ ସାମାନ୍ୟ ଖୋଲା ରହିବ । ମଣ୍ଡପରେ ସାଧାରଣ ଦର୍ଶନାର୍ଥୀଙ୍କ ଦର୍ଶନ ପାଇଁ ବ୍ୟବସ୍ଥା ରହିବ ନାହିଁ ବୋଲି କୁହାଯାଇଛି । 

ସେହିପରି ମଣ୍ଡପରେ ପ୍ରତିମା ଉଚ୍ଚତା ୪ ଫୁଟରୁ କମ୍ ରଖିବାକୁ ନିଦେ୍ର୍ଧଶ ରହିଛି । ପୂଜା ମଣ୍ଡପରେ ଏକ ସମୟରେ ୭ ଜଣରୁ ଅଧିକ ଲୋକ ଏକାଠି ରହିପାରିବେ ନାହିଁ । ପୂଜକ, ଆୟୋଜକ ଓ କର୍ତ୍ତାଙ୍କୁ ମିଶାଇ ୭ ଜଣରୁ ଅଧିକ ରହି ପାରିବେନି ବୋଲି କୁହାଯାଇଛି ।  ବିସର୍ଜନରେ ଶୋଭାଯାତ୍ରା ବାରଣ କରାଯାଇଥିବା ବେଳେ ଅସ୍ଥାୟୀ ପୋଖରୀରେ ହେବ ବିସର୍ଜନ କରିବାକୁ କୁହାଯାଇଛି । 
ମେଲୋଡ଼ି, ଭଜନ ସଂଧ୍ୟା ଭଳି କୌଣସି ମନୋରଂଜନ କାର୍ଯ୍ୟ ଆୟୋଜନ କରାଯାଇ ପାରିବ ନାହିଁ । ପୂଜାରେ ଭୋଜିଭାତ କରିବାକୁ ଅନୁମତି ଦିଆଯାଇ ନାହିଁ ।  ଶିକ୍ଷାନୁଷ୍ଠାନରେ ଗଣେଶ ପୂଜାକୁ ଅନୁମତି ମିଳିଛି । ଅଳ୍ପ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ହୋଇପାରିବ ଗଣେଶ ପୂଜା । ସମସ୍ତ କୋଭିଡ ନିୟମ ମାନି ଗଣେଶ ପୂଜା କରିବାକୁ ଅନୁମତି ଦିଆଯାଇଛି । ଗାଇଡଲାଇନ ଉଲ୍ଲଂଘନ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like