-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||     

HOME   ଜିଲ୍ଲା

ବିନିକା ଆଦିବାସୀ କଲ୍ୟାଣ ସଂଘର ଵୈଠକ ଅନୁଷ୍ଟିତ

09-Aug-2021



ବିନିକା (ହିମାଂଶୁ ଶେଖର ପୁଟେଲ) :ଆଜି ବିଶ୍ୱ ଆଦିବାସୀ ଦିବସ ଅବସରରେ ବିନିକା ଆଦିବାସୀ କଲ୍ୟାଣ ସଂଘ ତରଫରୁ ଚରଦା ପଞ୍ଚାୟତ ଅଧିନସ୍ଥ କୋଳପଡା ଠାରେ ବ୍ଲକ ସଭାପତି ବିରଞ୍ଚି ନାରାୟଣ କୁଁଅରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ସୁବାସ ଭୋଇ,ସମ୍ମାନିତ ଅତିଥି ଭାବେ ବୈଦ୍ୟନାଥ ଭୁଏ, ସୋମନାଥ ଭୁଏ,ଦୈତାରି ଭୁଏ,ପାଣ୍ଡବ ଭୁଏ,ଯଜ୍ଞେଶ୍ଵର ନlଏକ,ବୁଧୁ ଧାରୁଆ ପ୍ରମୁଖ ଯୋଗଦେଇ ବିଶ୍ଵ ଆଦିବାସୀ ଦିବସର ମହତ୍ତ୍ୱ ଉପରେ ଆଲୋକପାତ କରିଥିଲେ l ଵୈଠକରେ ଆଦିବାସୀ ମାନଙ୍କ ସମସ୍ୟା ଯଥା-ବିନିକା ଅଞ୍ଚଳରେ ଜଙ୍ଗଲ ଜମିରେ ବସବାସ କରୁଥିବା ଆଦିବାସୀ ମାନଙ୍କୁ ସ୍ଥାୟୀ ପଟ୍ଟା,ଆଦିବାସୀ ପୁଅ,ଝିଅଙ୍କ ଖେଳକୁଦ ପାଇଁ ଖେଳପଡିଆ ନିର୍ମାଣ,ନକଲି ଆଦିବାସୀଙ୍କୁ ବହିସ୍କାର କରି ପ୍ରକୃତ ଅଧିବାସୀଙ୍କୁ ଚିହ୍ନଟ ପାଇଁ ସରକାରୀ ସୁବିଧା ଯୋଗାଇଦେବା,ରାଜ୍ୟରେ ଅତିଶିଘ୍ର ଜନଜାତି କମିଶନ ଗଠନ ଆଦି ଦାବି ଉପରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ନିଷ୍ପତି ନିଆଯାଇଥିଲା l ଅନୁଷ୍ଟିତ ଏହି ସଭାରେ ଆଖପାଖ ଗ୍ରାମର ବହୁ ଆଦିବାସୀ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026
  ଜିଲ୍ଲା  
ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ   04-Jul-2026
  ଜିଲ୍ଲା  
ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   04-Jul-2026
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026

You Might Also Like