-+91-9937148622 |

prerana_bgr@rediffmail.com |

  Sunday 8th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    (08-Nov-2026)       ||      ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   (08-Nov-2026)       ||      ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   (08-Nov-2026)       ||      ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   (07-Nov-2026)       ||      ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   (07-Nov-2026)       ||      ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   (07-Nov-2026)       ||      ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   (07-Nov-2026)       ||      ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   (07-Nov-2026)       ||      ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   (07-Nov-2026)       ||      ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   (07-Nov-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   (07-Nov-2026)       ||      *ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   (07-Nov-2026)       ||      ମଣ୍ଡଳ ଗାଁ ରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଶୁଭାରମ୍ଭ    (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷ ସୁରେଶ କୁମାର ଦଳବେହେରାଙ୍କ ସମ୍ପତ୍ତି ଠାବ♦️ ୨ଟି କୋଠା, ୧୧ଟି ମୂଲ୍ୟବାନ ପ୍ଲଟ୍, ୨୬୩ ଗ୍ରାମ ସୁନା, ୨.୫ କେଜି ରୁପା ଓ ୫.୧୬ ଲକ୍ଷ ଟଙ୍କା ଜବତ   (07-Nov-2026)       ||      ଗୋଦାବରୀଶ ମିଶ୍ର  ଆଦର୍ଶ ପ୍ରାଥମିକ  ବିଦ୍ୟାଲୟ ର ଭିତ୍ତି ପ୍ରସ୍ତର ସ୍ଥାପନ                                                            (07-Nov-2026)       ||      ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ   (07-Nov-2026)       ||      ବଲାଙ୍ଗୀର ସରକାରୀ ଆଇଟିଆଇ ଅଧ୍ୟକ୍ଷଙ୍କୁ ଗିରଫ କଲା ଭିଜିଲାନ୍ସ ଅତିଥି ପ୍ରଶିକ୍ଷକଙ୍କ ଦରମା ନିୟମିତ କରିବାକୁ ନେଉଥିଲେ ୩୦ ହଜାର ଟଙ୍କା ଲାଞ୍ଚ, ଚଢ଼ାଉ ବେଳେ ୫.୧୬ ଲକ୍ଷ ଟଙ୍କା ଜବତ   (06-Nov-2026)       ||      ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନର ୫୦୦ ମିଟର ପରିଧିକୁ ‘ନିଶାମୁକ୍ତ ଅଞ୍ଚଳ’ ଘୋଷଣା ପାଇଁ ପଦକ୍ଷେପ, ନିଶା କବଳରୁ ଯୁବପିଢ଼ିଙ୍କୁ ସୁରକ୍ଷା ଓ ସୁସ୍ଥ ଶିକ୍ଷା ପରିବେଶ ସୃଷ୍ଟି ଉପରେ ଗୁରୁତ୍ୱ   (06-Nov-2026)       ||      ଓଡ଼ିଶାରେ ଆୟୋଜିତ ହେବ ଏସିଆ ରଗ୍‌ବୀ ଏମିରେଟ୍ସ ଅଣ୍ଡର-୨୦ ସେଭେନ୍ସ ଚାମ୍ପିୟନସିପ୍-୨୦୨୬   (06-Nov-2026)       ||      ବାବେବିର ସ୍କୁଲ ରେ ମାଧ୍ୟାନ୍ନ ଭୋଜନ ଥାଳି ଧରି ଗାଁ ବୁଲି ଛାତ୍ର ଛାତ୍ରୀ   (06-Nov-2026)       ||     

HOME   ଜିଲ୍ଲା

ବନ ବିଭାଗର ଅପାରଗତା: ଜଂଗଳକୁ କବ୍ଚା କରୁଛନ୍ତି ଜଙ୍ଗଳ ମାଫିଆ ସଂରକ୍ଷିତ ଜଙ୍ଗଳରେ ବୃକ୍ଷ ରୋପଣ ସହ ଜଙ୍ଗଳ ସୁରକ୍ଷା ଦାବିରେ ରେଞ୍ଜ ଅଫିସ ଘେରାଓ

09-Aug-2021



କଣ୍ଟାବାଞ୍ଜି  ( ଆନନ୍ଦ କୁମାର ମୋଟେ )  ଦିନକୁ ଦିନ ଜଙ୍ଗଳ ସବୁ ପଦା ହେଉଥିବା ଅଭିଯୋଗ ଆସୁଛି । ଜଙ୍ଗଳ ମାଫିଆ ମାନେ ଗଛ ସବୁ କାଟିବା ସହ ଜଙ୍ଗଳକୁ କବ୍ଚା କରୁଛନ୍ତି । ବେଆଇନ ଭାବେ ଜଙ୍ଗଳ କବ୍ଚା କରି ସେଠାରେ କପା ଚାଷ କରୁଥିବା ବେଳେ ବନ ବିଭାଗ ସବୁ ଜାଣି ଚୁପ ହୋଇ ବସିଛି । ଯାହା ଫଳରେ ଜଙ୍ଗଳ ମାଫିଆଙ୍କ  ସାହସ ବଢୁଥିବା ଦେଖାଯାଏ । ତୁରେକେଲା ବ୍ଲକର ତୁରେକେଲା , ବାଞ୍ଜିପାଳି, କୁଇବାହାଲ ଗାଁର ଲୋକ ଏଭଲି ଏକ ଅଭିଯୋଗ ନେଇ କଣ୍ଟାବାଞ୍ଜି ବନ ବିଭାଗ ରେଞ୍ଜ ଅଫିସ ଘେରାଓ କରିଥିଲେ । ୩ ଟି ଗାଁର ଲୋକ ଏକ ଶୋଭାଯାତ୍ରାରେ ରେଞ୍ଜ ଅଫିସ ପହଂଚିଥିଲେ । ଅଫିସର ମୁଖ୍ୟ ଫାଟକ ସମ୍ମୁଖରେ ଦିର୍ଘ ସମୟ ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଆନ୍ଦୋଳନକାରି ମାନେ ଅଭିଯୋଗ କରିଥିଲେ ଯେ ବର୍ତମାନ ସମୟରେ କିଛି ଲୋକ ଜଙ୍ଗଳରେ ଥିବା ଗଛ ସବୁ ନଷ୍ଟ କରି ଜଙ୍ଗଳ ସଫା କରୁଛନ୍ତି । ସେଠାରେ କପା ଚାଷ କରି ଅନ୍ୟ ଲୋକଙ୍କୁ ହଇରାଣ କରୁଛନ୍ତି । ଗାଁର ଲୋକ ଯଦି ନିଜର ଗାଇଁ ଗାରୁ ଚରାଇବାକୁ ଗଲେ କାହିକିଁ ଗାଇ ଗୋରୁଙ୍କୁ ଏଠାକୁ ଆଣୁଛ ବୋଲି କପା ଚାଷ କରୁଥିବା ଲୋକ ମାରଣାସ୍ତ୍ର ଦେଖାଇ ଭୟଭିତ କରୁଛନ୍ତି । ଜଙ୍ଗଳ ସଫା କରି ସେଠାରେ ଚାଷ କରିବାକୁ ନିୟମ ନାହିଁ । ତଥାପି ଜଙ୍ଗଳ ବିଭାଗର ଅଧିକାରି ଚୁପ କାହିକିଁ ରହୁଛନ୍ତି ତାହା ବର୍ତମାନ ସମୟରେ ପ୍ରଶ୍ନବାଚି ସୃଷ୍ଟି କରୁଛି । ତେବେ ଏ ଅଭିଯୋଗକୁ ନେଇ ଗଣମାଧ୍ୟମ ପ୍ରତିନିଧି କଣ୍ଟାବାଞ୍ଜି ରେଞ୍ଜର ଶ୍ରଦ୍ଧାଦେବ ବଡମାଳିଆଙ୍କୁ ପଚାରିବାରୁ ରେଞ୍ଜର ସନ୍ତୋଷ ଜନକ ଉତ୍ତର ଦେଇନଥିଲେ । କିଛି ଲୋକ ଜଙ୍ଗଳ ସଫା କରି ଚାଷ କରୁଥିବା କଥା ପଚାରିବାରୁ ଆମେ ଜବର ଦଖଲ ଉଚ୍ଛେଦ କାମ କରିଛି ବୋଲି କହିଥିଲେ । ୨୦୦୭ ମସିହାରୁ ଲୋକ ଜବର ଦଖଲ କରିଛନ୍ତି ମୋର ସମୟରେ ଏଭଲି ହୋଇନାହିଁ ବୋଲି କହିଥିଲେ । ଜଙ୍ଗଳ ଜବର ଦଖଲ କରି କପା ଚାଷ କରୁଥିବା କଥାକୁ ରେଞ୍ଜର ସ୍ୱୀକାର କରିଥିବା ବେଳେ ବଜରଦଖଲ କରିବାକୁ କାହିକିଁ ଚାହୁନାହାନ୍ତି ତାହା ରେଞ୍ଜରଙ୍କୁ ମଧ୍ୟ ସଂଦେହ ଘେରକୁ ଟାଣି ନେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରୀ ରୁ ନୂଆପଡା ଆସୁଥିବା ଜଗନ୍ନାଥ୍ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ, ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା, ଟ୍ରକ୍ ଉପରେ ଲଟକି ରହିଲେ ଡ୍ରାଇଭର    08-Nov-2026
  ଜିଲ୍ଲା  
ଆଦିବାସୀଙ୍କ ଉପରେ ତଥାକଥିତ ଗୋରକ୍ଷକଙ୍କ ମରଣାନ୍ତକ ଆକ୍ରମଣକୁ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ତୀବ୍ର ନିନ୍ଦା♦️ ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ, ପୀଡ଼ିତଙ୍କୁ ଉନ୍ନତ ଚିକିତ୍ସା, ସୁରକ୍ଷା ଓ ଉପଯୁକ୍ତ କ୍ଷତିପୂରଣ ପ୍ରଦାନ ପାଇଁ ଦାବି   08-Nov-2026
  ଜିଲ୍ଲା  
ମୁରିବାହାଲ ବ୍ଲକ ଦେଶିଲ ଖେଳ ପଡିଆରେ ମା ବସ୍ତ୍ରେନ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଜିତିଲା ମାଲିଝେର ଟିମ୍   08-Nov-2026
  ଜିଲ୍ଲା  
ସତଲମା ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖାଦ୍ୟ ମେଳା-୨୦୨୬ ଅନୁଷ୍ଠିତ   07-Nov-2026
  ଜିଲ୍ଲା  
ପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେପୋଖରୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ : ପାଣି ଭିତରେ ଥିବା ଦଳରେ ଛନ୍ଦି ହୋଇଥିବା ସନ୍ଦେହ   07-Nov-2026
  ଜିଲ୍ଲା  
ସରକାରୀ ଆବାସ ଗୃହ ନିର୍ମାଣ ସମୀକ୍ଷା ବେଳେ ଏଡିଓଙ୍କୁ ଆକ୍ରମଣ, ମେଟ୍ ଗିରଫ   07-Nov-2026
  ଜିଲ୍ଲା  
ବାଲିଗୁଡ଼ାରେ ‘ଥିଲେ ଦିଅ, ନଥିଲେ ନିଅ’ କାର୍ଯ୍ୟକ୍ରମ : ବସ୍ତ୍ରଦାନ ଓ ସହଯୋଗର ନିଆରା ପ୍ରୟାସ   07-Nov-2026
  ଜିଲ୍ଲା  
ଆଶ୍ରାର ଦିବ୍ୟାଙ୍ଗ ଭାଇଭଉଣୀଙ୍କ ସହ ଦୀପାବଳି ପାଳନ କଲା ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ   07-Nov-2026
  ଜିଲ୍ଲା  
ସରକାରୀ ପି ଏମ ଶ୍ରୀ ସ୍କୁଲ ସୋଲବନ୍ଧରେ ବିଜ୍ଞାନ ମେଳା   07-Nov-2026
  ଜିଲ୍ଲା  
ଆୟୁର୍ବେଦିକ କଲେଜରେ ହର୍ବାଲ ଗାର୍ଡେନ ଓ ଖେଳ ପଡିଆ ନିର୍ମାଣ ଉପରେ ଆଲୋଚନା♦️ ପ୍ରତିଷ୍ଠାତା ସଭ୍ୟମାନଙ୍କ ପ୍ରତିମୁର୍ତ୍ତି ସ୍ଥାପନକୁ ନେଇ ହେଲା ନିଷ୍ପତ୍ତି   07-Nov-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗରେ ସ୍ୱଚ୍ଛତା, ସାଧୁତା ଓ ଜନସେବାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ରାଜସ୍ୱ ସଚିବଙ୍କ ଆହ୍ୱାନ*   07-Nov-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଜୋର ଧରିଛି ମଦ ବିନ୍ଦ ଆନ୍ଦଳନ*   07-Nov-2026

You Might Also Like