-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର କୁଲୁତା ସମାଜର ବାର୍ଷିକ ସାଧାରଣ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ

09-Aug-2021



ବଲାଙ୍ଗିର,(ପ୍ରେରଣା ଖବର)- ସ୍ଥାନୀୟ ଯାଦବ ଭବନ ଠାରେ ବଲାଙ୍ଗିର କୁଲୁତା ସମାଜ ସଭାପତି ସୁରଥ ପଧାନଙ୍କ ସଭାପତିତ୍ୱରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା । ସର୍ବ ପ୍ରଥମେ ଇଷ୍ଟଦେବୀ ଶ୍ରୀ ଶ୍ରୀ ରଣେଶ୍ୱର ରାମଚଣ୍ଡିଙ୍କ ପୂଜାର୍ଚ୍ଚନା କରାଯାଇ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା । ସଭାପତିଙ୍କ ବାର୍ତ୍ତା ପରେ ସଂପାଦକ ସାନ୍ତନୁ କୁମାର ପାତ୍ରଙ୍କ ଦ୍ୱାରା ବାର୍ଷିକ ବିବରଣୀ ପଠନ କରାଗଲା । ଆୟବ୍ୟୟ ଅଟକଳ ପଠନ ସହିତ ସମାଜରେ ଅସାମାଜିକ କାର୍ଯ୍ୟ ତଥା ସଂଗଠନ ବିରୋଧି କାର୍ଯ୍ୟ କରୁଥିବା କର୍ମକର୍ତ୍ତାଙ୍କୁ ଭବିଷ୍ୟତରେ ସାମାଜିକ କାର୍ଯ୍ୟରେ ଅଂଶିଦାର ନ କରିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ଗ୍ରହଣ କରାଗଲା । ଉପଦେଷ୍ଟା ସଦସ୍ୟ ରାସବିହାରୀ ମାଝି, ତ୍ରିଲୋଚନ ସାହୁ, ମଧୁ ସାହୁ, ଶାନ୍ତନୁ କୁମାର ଭୋଇ, ଉମେଶ ପଧାନ ସମାଜର ସର୍ବାଙ୍ଗିନ ଉନ୍ନତି ପାଇଁ ତାଙ୍କର ଉପଯୁକ୍ତ ମତବ୍ୟକ୍ତ କରିଥିଲେ । ନିର୍ବାଚନ ଅଧିକାରୀ ଭାବରେ ପଦ୍ମନାଭ ଭୋଇଙ୍କୁ ଚୟନ କରାଯାଇଥିଲା । ତଦ୍‌ନୁସାରେ ନୁତନ କର୍ମକର୍ତ୍ତା ଭାବେ ସଭାପତି ସୁରଥ ପଧାନ, ସଂପାଦକ ସାନ୍ତନୁ କୁମାର ଭୋଇ, ସହ-ସଂପାଦକ ରାମଚନ୍ଦ୍ର ଭୋଇ, କୋଷାଧ୍ୟକ୍ଷ ଗୋବର୍ଦ୍ଧନ ପ୍ରଧାନ, କାର୍ଯ୍ୟକାରୀ ସଦସ୍ୟ କୂଳମଣି ବିଶ୍ୱାଲ, ପ୍ରହଲ୍ଲାଦ ଭୋଇ, ମଧୁ ସାହୁ, ବିକାଶ ରଂଜନ ବାରିକ, ସୁନିଲ କୁମାର ମାଝି ଓ ଉପଦେଷ୍ଟା ସଦସ୍ୟ ରାହସ ବିହାରୀ ମାଝି, ତ୍ରିଲୋଚନ ସାହୁ ଓ ଯାଦବ ଚନ୍ଦ୍ର ଭୋଇ । ଯୁବ ସଂଗଠନ ନିମନ୍ତେ ୟୁଥ୍ କୋଡିନେଟର ଭାବେ ସୁଦର୍ଶନ ସାହୁ, ସଭ୍ୟ ନେତ୍ରାନନ୍ଦ  ପଧାନ, ରୋହିନ ରଂଜନ ସାହୁ, ଲକ୍ଷ୍ମଣ ବିଶ୍ୱାଲ, ନିରଞ୍ଚନ ଗଡତ୍ୟା, ଲଲିତ ପଧାନ ଓ ଆକାଶ ପଧାନଙ୍କୁ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ସର୍ବସମ୍ମତିକ୍ରମେ ଚୟନ କରାଗଲା । ସେହିପରି ସମାଜ ମିଡିଆ ସେଲ ପରିଚାଳକ ଭାବେ ବିଭୁ କଲ୍ୟାଣ ଗଡତ୍ୟାଙ୍କୁ ଚୟନ କରାଗଲା । ନିର୍ବାଚିତ ପ୍ରତିନିଧିମାନଙ୍କୁ ରାହସ ବିହାରୀ ମାଝିଙ୍କ ଦ୍ୱାରା ଶପଥପାଠ କରାଯାଇଥିଲା 
 


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like