-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ମହାନଗର

ଆଗକୁ ପଂଚାୟତ ଓ ପୌର ନିର୍ବାଚନ: ବିଭିନ୍ନ ଜିଲ୍ଲାରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ ସମେତ ମୋଟ ୧୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ର ଅନୁମୋଦନ

09-Aug-2021



ଭୁବନେଶ୍ବର (ଶୁଭାଶିଷ ନାୟକ) : ପଂଚାୟତ ଓ ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ ସମେତ ମୋଟ ୧୬ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଥିବା ଜଣାପଡ଼ିଛି।ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୮୯ଟି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ଇନଡୋର ଷ୍ଟାଡ଼ିୟମକୁ କ୍ରୀଡ଼ା, ବିପର୍ଯ୍ୟୟ ଆଶ୍ରୟସ୍ଥଳ ଓ ଚିକିତ୍ସାଳୟ ଉପଯୋଗୀ କରାଯିବ। ଏଥିପାଇଁ ୬୯୩.୩୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ଓ ୧୮ମାସ ମଧ୍ୟରେ ଏହା ସମ୍ପୂର୍ଣ୍ଣ କରାଯିବ। ରାଜ୍ୟରେ କ୍ରୀଡ଼ା ବିକାଶ କ୍ଷେତ୍ରରେ ଏହା ଏକ ବଳିଷ୍ଟ ପଦଷକ୍ଷପ ହେବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି*‘ରାଜ୍ୟ କ୍ରୀଡ଼ା ଭିତ୍ତିଭୂମି ବିକାଶ ପ୍ରକଳ୍ପ’ ଅଧୀନରେ ଏହି ୮୯ଟି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ କରାଯିବା ପାଇଁ ଯୋଜନା ରହିଛି। ଯେଉଁ ଜିଲ୍ଲାରେ ଏଭଳି ଇନଡୋର ଷ୍ଟାଡ଼ିୟମ ନାହିଁ ସେଠାରେ ଏହା ନିର୍ମାଣ କରାଯିବ। ଏହି ଷ୍ଟାଡ଼ିୟମଗୁଡ଼ିକର କୋଠା ନିର୍ମାଣ ଏଭଳି ହେବ , ଯାହାକି ଘଣ୍ଟାପ୍ରତି ୨୦୦କିମି ବେଗରେ ପବନକୁ ସହ୍ୟ କରିପାରୁଥିବ। ଏହାକୁ ମହାବାତ୍ୟା ଓ ବନ୍ୟା ଆଦି ସମୟରେ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବ। ମହାମାରୀ ସମୟରେ ଏନଏସି ଅଂଚଳରେ ଥିବା ଷ୍ଟାଡ଼ିୟମଗୁଡ଼ିକରେ ୫୦ ବେଡ୍ ବିଶିଷ୍ଟ ମେଡିକାଲ ଓ ପୌରାଂଚଳରେ ୧୦୦ଗୋଟି ବେଡ୍ ବିଶିଷ୍ଟ ମେଡିକାଲ ଭାବେ ବିକଶିତ କରିବାର ଭିତ୍ତିଭୂମି ମଧ୍ୟ ରହିବ। ଏସବୁ ବ୍ୟତୀତ ତାଲିମ କାର୍ଯ୍ୟକ୍ରମ, ସଭା, ପରୀକ୍ଷା କେନ୍ଦ୍ର ଆଦି କାର୍ଯ୍ୟ ପାଇଁ ମଧ୍ୟ ଏହି ଷ୍ଟାଡ଼ିୟମ ନିର୍ମାଣ ଅତ୍ୟନ୍ତ ଉପଯୋଗୀ ହୋଇପାରିବ ତଥା ଏହା ଦ୍ୱାରା ଓଡ଼ିଶାରେ କ୍ରୀଡ଼ା ବିକାଶର ଧାରା ଅଧିକ ସୁଦୃଢ଼ ହେବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।ଉଲ୍ଲେଖଯୋଗ୍ୟ, ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ ଗତ କିଛି ସପ୍ତାହ ଧରି ବିଭିନ୍ନ ଜିଲ୍ଲାର ଜନପ୍ରତିନିଧିମାନଙ୍କ ସହ ଆଲୋଚନାବେଳେ ଏହି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ ପାଇଁ ପ୍ରସ୍ତାବକୁ ସବୁଜ ସଙ୍କେତ ଦେଇଥିଲ ।ଉଃ


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like