-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ର ବରିଷ୍ଠ ସାମ୍ବାଦିକ ତଥା ପ୍ରେରଣାର ଜିଲ୍ଲା ପ୍ରତିନିଧି ମନୋରଞ୍ଜନ ମିଶ୍ର ଚାଲିଗଲେ

09-Aug-2021



ବୌଦ୍ଧ (ପ୍ରେରଣା ଖବର) : ବୌଦ୍ଧ ଜିଲ୍ଲା ସାମ୍ବାଦିକ ସଂଘର ପୂର୍ବତନ ସଦସ୍ୟ ବରିଷ୍ଠ ସାମ୍ବାଦିକ ତଥା ସାପ୍ତାହିକ ପ୍ରେରଣା ର ବୌଦ୍ଧ ଜିଲ୍ଲା ପ୍ରତିନିଧି ମନୋରଞ୍ଜନ ମିଶ୍ର ଆଉ ନାହାନ୍ତି । ଆଜି ସନ୍ଧ୍ୟାରେ ହୋଟେଲ ଭବାନୀ ପ୍ଲାଜା ସମ୍ମୁଖରେ ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ  ତାଙ୍କୁ ତୁରନ୍ତ ବୌଦ୍ଧ ମେଡ଼ିକାଲ କୁ ନିଆଯାଇଥିଲା । ହୃଦଘାତ ରେ ତାଙ୍କର ମୃତ୍ୟୁ ହୋଇସାରିଥିବା ଡାକ୍ତର ସ୍ପଷ୍ଟ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ 74 ବର୍ଷ ହେଉଥିଲା lଶ୍ରୀ ମିଶ୍ର ଜଣେ ମିଷ୍ଟଭାଷୀ, ନିଷ୍ଠାବାନ ଓ ମେଳାପୀ ମଣିଷ ଭାବେ ସମଗ୍ର ବୌଦ୍ଧ ଜିଲ୍ଲା ରେ ଏକ ପରିଚିତ ନାମ ଥିଲେ l ଦୀର୍ଘ 30 ବର୍ଷ ଧରି ନିର୍ଭୀକତାର ସହିତ ଦୈନିକ ପ୍ରଜାତନ୍ତ୍ର  ପାଇଁ ସେ କାମ କରି ଆସିଥିଲେ ପ୍ରଜାତନ୍ତ୍ର ଖବରକାଗଜରୁ ନିଜର ସାମ୍ବାଦିକତା ବୃତ୍ତି ଆରମ୍ଭ କରି ମୃତ୍ୟୁ ପର୍ଯ୍ୟନ୍ତ ସେ  ସାପ୍ତାହିକ ପ୍ରେରଣା ପାଇଁ କାମ କରିଥିଲେ l ବୌଦ୍ଧ ଜିଲ୍ଲାରେ ପ୍ରେରଣାର ପ୍ରଚାର ପ୍ରସାର ଦିଗରେ ସ୍ୱର୍ଗତ ମିଶ୍ରଙ୍କ ଏକ ବଡ ଅବଦାନ ଥିଲା l ପ୍ରେରଣାର ସେ ଏକ ଶୁଭ ଚିନ୍ତକ ଥିଲେ  l ଶ୍ରୀ ମିଶ୍ରଙ୍କ ବିୟୋଗରେ ବୌଦ୍ଧ ସହରରେ ଶୋକର ଛାୟା ଖେଳିଯାଇଛି l ବୌଦ୍ଧ ଜିଲ୍ଲା ସାମ୍ବାଦିକ ସଂଘ ପକ୍ଷରୁ ଶ୍ରୀ ମିଶ୍ର ଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରାଯାଇଛି l

ଏହି ମହାନ ଆତ୍ମାଙ୍କ ସତଗତି ପାଇଁ ଭଗବାନଙ୍କ ଠାରେ ପ୍ରାର୍ଥନା କରାଯିବା ସହ ପ୍ରେରଣା ପରିବାର ତରଫରୁ ସ୍ଵର୍ଗତ ମନୋରଞ୍ଜନ ମିଶ୍ର ଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like