-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ନୟାଗଡ ଜିଲ୍ଲାରେ ପାଞ୍ଚୋଟି ଇଣ୍ଡୋର ଷ୍ଟାଡିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ସ୍ୱୀକୃତି

10-Aug-2021



ନୟାଗଡ଼,(ପ୍ରଦୀପ କୁମାର ପଣ୍ଡା) ରାଜ୍ୟ ସରକାର ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମୀ ବିକାଶ ପାଇଁ ଏକ ନୁଆ ପଦକ୍ଷେପ ଗ୍ରହଣ କରିଛନ୍ତି । ଯାହାକୁ ନେଇ ସାରା ରାଜ୍ୟରେ ୮୯ଟି ଇନଡୋର ଷ୍ଟାଡିୟମ ନିର୍ମାଣ ପାଇଁ କ୍ୟାବିନେଟ ଅନୁମୋଦନ ମିଳିଛି । ଏହାରି ମଧ୍ୟରେ ନୟାଗଡ଼ ଜିଲ୍ଲାରେ ୫ଟି ଇନଡୋର ଷ୍ଟାଡିୟମ ପାଇଁ ଅନୁମତି ପ୍ରଦାନ କରିଥିବା ସୂଚନା ମିଳିଛି । ଏହା ମଧ୍ୟରେ ନୟାଗଡ଼ ପୈାରାଞ୍ଚଳ ସହିତ ଓଡ଼ଗାଁ, ଖଣ୍ଡପଡ଼ା, ଦଶପଲ୍ଲା, ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦରେ ୪ ଟି ଇନ୍ଡୋର ଷ୍ଟାଡିୟମ ନିର୍ମାଣ ଅନୁମୋଦନ ମିଳିଛି । ଏହି ବହୁମୂଖୀ ଇନ୍ଡୋର ଷ୍ଟାଡିୟମ ନିର୍ମାଣ କରାଯିବା ନେଇ ଘୋଷଣା କରିବା ଯିବା ପରେ ନୟାଗଡ଼ ଜିଲ୍ଲାରେ ଖୁସୀର ଲହରୀ ଖେଳି ଯାଇଛି ।
ନୟାଗଡ଼ ବିଧାୟକ ତଥା କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ନେତୃତ୍ୱରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରୁ ଏକ ଶୋଭାଯାତ୍ରା ବାହାରି ଟ୍ରାଫିକ ଛକଠାରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ଉଦ୍ଦେଶ୍ୟରେ ଏହି ଶୋଭାଯାତ୍ରାରେ କ୍ରୀଡ଼ାପ୍ରେମୀ ଏବଂ କ୍ରୀଡ଼ାବିତଙ୍କ ସମେତ ସହରର ବୁଦ୍ଧିଜୀବୀମାନେ ଯୋଗ ଦେଇଛନ୍ତି । ଏଥିସହିତ ଯୁବ ବିଜେଡି ଜିଲ୍ଲା ସଭାପତି ରମେଶ ଚନ୍ଦ୍ର ସାହୁ, ବ୍ଲକ ଯୁବ ବିଜେଡି ସଭାପତି ଦୁର୍ଯ୍ୟୋଧନ ବେହେରା, ବିଜେଡି ନେତା ପୂର୍ଣ୍ଣଚନ୍ଦ୍ର ନାୟକ, ବ୍ଲକ ଉପାଧ୍ୟକ୍ଷ ସୁବାସ କହଁର, ପୂର୍ବତନ ନଗରପାଳ ଗୁରୁପ୍ରସାଦ ଜେନା ପ୍ରମୂଖ ଉପସ୍ଥିତ ରହିଥିଲେ । ଏ ଅବସରରେ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କି, କ୍ରୀଡ଼ା ଭିତ୍ତିଭୂମୀ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରିକଳ୍ପନା ଅତୁଳନୀୟ । ନୟାଗଡ଼ ଜିଲ୍ଲାକୁ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ ଇନଡୋର ଷ୍ଟାଡିୟମ ନିର୍ମାଣ କରାଯିବା ମଞ୍ଜୁର ପ୍ରଦାନ କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like