-+91-9937148622 |

prerana_bgr@rediffmail.com |

  Thursday 2nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||      ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   (01-Jul-2026)       ||      ଆଇନ ସଚେତନତା ଶିବିର    (01-Jul-2026)       ||      ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   (01-Jul-2026)       ||      କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   (01-Jul-2026)       ||      ୧୧୯ କଲୋନୀର ନର୍ଦ୍ଦମା ଅବରୋଧ,ଜଳ ନିଷ୍କାସନ ବାଧାପ୍ରାପ୍ତ    (01-Jul-2026)       ||      ବିନିକା ଅଞ୍ଚଳରେ ମଧ୍ୟରାତ୍ରରୁ ମୂଷଳଧାରାରେ ଲାଗି ରହିଛି ବର୍ଷା।   (01-Jul-2026)       ||      *ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର* *ପାରମ୍ପରିକ ଲୋକକଳା: ସରମଙ୍ଗଲା*   (01-Jul-2026)       ||      ପରିବେଶ ଅନୁକୂଳ ଜୀବନ ପାଇଁ ସାମୂହିକ ପ୍ରୟାସ ଅପରିହାର୍ଯ୍ୟ   (01-Jul-2026)       ||      *ଓଡିଶା ଆଦିତ୍ୟ ବାହିନୀ ନୂତନ ଶାଖା ଗଠନ   (01-Jul-2026)       ||      ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (01-Jul-2026)       ||      କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ    (30-Jun-2026)       ||      ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   (30-Jun-2026)       ||     

HOME   ଜିଲ୍ଲା

ପୁରୀରେ ଅବକରି ଚଢ଼ାଉ, ୧୨ଶହ ଦେଶୀ ରନ୍ଧା ମଦ ଜବତ, ମାଷ୍ଟର୍ ମାଇଣ୍ଡ ଫେରାର୍

10-Aug-2021



ପୁରୀ (ସମୀର ରଞ୍ଜନ ନାୟକ ): ପୁରୀ ଜିଲାପାଳଙ୍କ ନିଁର୍ଧେଶ କ୍ରମେ ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେନ୍ଦ୍ର ଜେନାଙ୍କ ତତ୍ୱାବଧାନରେ ଜିଲ୍ଲା ଅବକାରୀ ମୋବାଇଲ ସ୍କ୍ୱାଡ଼ର ନୀରିକ୍ଷକ ଶ୍ରୀ ସଂଜୟ କୁମାର ପଣ୍ଡା ଙ୍କ ନେତୃତ୍ୱରେ ଗଞ୍ଜାମ ଜିଲ୍ଲାର ଖଲିକୋଟ ସ୍ଥିତ ସାକିରିରୁ ବିଷାକ୍ତ ଦେଶୀ ରନ୍ଧା ମଦ ଆଣି ମାଲୁଦ, ରାମଲେଁକା, କ୍ଷୀରିସାହି, ଉଠାନିକୁଦା,କୃଷ୍ଣପ୍ରସାଦ ଗଡ଼ ଆଦି ଅଂଚଳରେ ଖୁଚୁରା ବ୍ୟବସାୟଙ୍କୁ ବିକ୍ରି କରୁଥିବା ଅଭିଯୋଗରେ ବିପିନ ବିଶ୍ଵାଳ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି l  ବିଷାକ୍ତ ମଦ ପାରିକୁଦ ଅଞ୍ଚଳକୁ ଆଣିବାର ମାଷ୍ଟର ମାଇଣ୍ଡ ନରେନ୍ଦ୍ର ପ୍ରଧାନଙ୍କ ଭିଣେଇ ଜଗବନ୍ଧୁ ବିଶ୍ୱାଳ ଉକ୍ତ କେସର ମୁଖ୍ୟ ଅଭିଯୁକ୍ତ ଭାବେ ଫେରାର ଅଛି. ଏମାନଙ୍କୁ ଚଢ଼ଉ କରି ତାଙ୍କ ଠାରୁ ୧୨୦୦ ଲିଟର ଦେଶୀ ରନ୍ଧା ମଦ, ଦୁଇଗୋଟି ମଦ ପାଉଚ ତିଆରି କରିବା ମେସିନ ଓ ଗୋଟିଏ ହୋଣ୍ଡା ସାଇନ୍ ବାଇକ ଜବତ କରିଛନ୍ତି ଏବଂ ଏ ଏସ୍ ଆଇ ତାଙ୍କୁ ଗିରଫ କରି ଜିଲ୍ଲା ମୋବାଇଲ ସ୍କ୍ୱାଡ଼ ନିରୀକ୍ଷଙ୍କ କେସ ନଂ ୨୬/୨୧-୨୨ରେ କୋର୍ଟ ଚାଲାଣ କରି ଜାମିନ ନାମଞ୍ଜୁର ହେବାରୁ ଜିଲ୍ଲା ମୁଖ୍ୟ କାରାଗାରକୁ ପଠାଯାଇଛି. ଏହି ଚଢ଼ାଉରେ ଅବକାରୀ  ଏନ. ଜାଗିନି ରାଓ, ସୁବାଷ ଚନ୍ଦ୍ର ମହାପାତ୍ର, ଷ୍ଟାଫ୍  ପୂର୍ଣଚନ୍ଦ୍ର ନାୟକ, ପ୍ରଦୀପ୍ତ କୁମାର ପଣ୍ଡା ଓ ପ୍ରବୀଣ ବିରାଜ କିରୋ ପ୍ରମୁଖ  ସାମିଲ ଥିଲେ  ପ୍ରକାଶ ଥାଉ କି, ଗଲା ମାର୍ଚ୍ଚ ମାସରେ ମଧ୍ୟ ମୋବାଇଲ ସ୍କ୍ୱାଡ଼ ଏହି କୃଷ୍ଣପ୍ରସାଦ ଅଂଚଳରେ ଚଢ଼ାଉ କରି ପ୍ରାୟ  ୧୮୫୦ ଲିଟର ବିଷାକ୍ତ ଦେଶୀ ରନ୍ଧା ମଦ ଜବତ କରିଥିଲେ ଏବଂ ଏହି କେସରେ  ମାଷ୍ଟର ମାଇଣ୍ଡ ନରେନ୍ଦ୍ର ପ୍ରଧାନ ଫେରାର ଅଛି.


News Comment




Photo in News

Advertisment
Lastest News
  ଜିଲ୍ଲା  
ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ   01-Jul-2026
  ଜିଲ୍ଲା  
୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   01-Jul-2026
  ଜିଲ୍ଲା  
*ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   01-Jul-2026
  ଜିଲ୍ଲା  
ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   01-Jul-2026
  ଜିଲ୍ଲା  
ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା   01-Jul-2026
  ଜିଲ୍ଲା  
ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   01-Jul-2026
  ଜିଲ୍ଲା  
ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା   01-Jul-2026
  ରାଜ୍ୟ  
ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ   01-Jul-2026
  ଜିଲ୍ଲା  
ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   01-Jul-2026
  ଜିଲ୍ଲା  
ଆଇନ ସଚେତନତା ଶିବିର   01-Jul-2026
  ଜିଲ୍ଲା  
ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   01-Jul-2026
  ଜିଲ୍ଲା  
କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   01-Jul-2026

You Might Also Like