-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

10-Aug-2021



ପୁର-(ସମୀର ରଞ୍ଜନ ନାୟକ ) ଜିଲ୍ଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଛି । ଚଳିତବର୍ଷ ଜିଲ୍ଲସ୍ତରୀୟ ସ୍ବାଧୀନତା ଦିବସ ଆଡମ୍ବରଭାବେ କୋଭିଡ ନିର୍ଦ୍ଦେଶାବଳୀ ଅନୁପାଳନ ପୂର୍ବକ ତାଳବଣିଆସ୍ଥିତ ଜିଲ୍ଲା ସ୍ପୋର୍ଟ୍ସ କମ୍ପ୍ଲେକ୍ସ ପଡିଆରେ ଆୟୋଜନ ହେବା ନେଇ ନିଷ୍ପତ୍ତି ନିଆଯାଇଛି । ସକାଳ ୯ଘଟିକା ୧୫ ମିନିଟ ସମୟରେ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ ପୂର୍ବକ ପ୍ୟାରେଡ ଅଭିବାଦନ ଗ୍ରହଣ କରିବେ । କେବଳ ପୁଲିସ ବାହିନୀ ପକ୍ଷରୁ ଉତ୍ସବ ପାଳନୀୟ ପ୍ୟାରେଡ ହେବ ଓ ଅନ୍ୟ କୌଣସି ଦଳକୁ ଏଥିପାଇଁ ଅନୁମତି ଦିଆଯିବ ନାହିଁ । ସୀମିତ ବ୍ୟକ୍ତି ବିଶେଷଙ୍କୁ ଉତ୍ସବକୁ ଆମନ୍ତ୍ରିତ କରାଯିବ । ବାହାର ବ୍ୟକ୍ତିଙ୍କୁ ପ୍ରବେଶ ଅନୁମତି ଦିଆଯିବ ନାହିଁ । ସ୍ବାଧୀନତା ଦିବସ ପ୍ରାତଃ ସମୟରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସହରରେ ରାମଧୁନ ପରିବେଷଣ କରାଯିବ । ପୌରସଂସ୍ଥା ପକ୍ଷରୁ ସହରରେ ଥିବା ସମସ୍ତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପ୍ୟଣ କରାଯିବ । ଉକ୍ତ ଦିନ ମୁଖ୍ୟ ଅତିଥି ଉତ୍କଳ ବାଳାଶ୍ରମରେ ମିଷ୍ଟାନ୍ନ ବଣ୍ଟନ, ମୁଖ୍ୟ ଡାକ୍ତରଖାନରେ ରୋଗୀ ମାନଙ୍କୁ ଫଳ ବଣ୍ଟନ କରିବା ସହ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟରେ ରକ୍ତଦାନ ଶିବିରର ଉଦଘାଟନ କରିବେ ।   ଉକ୍ତ ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଶ୍ରୀ ସୁଭାଷ ଚନ୍ଦ୍ର ନାଥଶର୍ମା,  ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର, ପୌରସଂସ୍ଥା ନିର୍ବାହୀ ଅଧିକାରୀ ଶ୍ରୀ ସରୋଜ କୁମାର ସ୍ବାଇଁ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଶ୍ରୀ ଗିରିଶ ଚନ୍ଦ୍ର ରାୟ, ରିଜର୍ଭ ଇନିସପେକ୍ଟର ଶ୍ରୀ ଟୁନୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026

You Might Also Like