-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||     

HOME   ଜିଲ୍ଲା

ପ୍ରେମରେ ଧୋକା ଖାଇ ପ୍ରେମିକା ଥାନାର ଦ୍ୱାରସ୍ତ ହେଲାପରେ ମଧ୍ୟ ମିଳିଲାନି ନ୍ୟାୟ l ପ୍ରେମିକର ଘର ଆଗରେ ଧାରଣା ଦେଲା ପ୍ରେମିକା

10-Aug-2021



ବ୍ରହ୍ମପୁର (ଉମା ମହାରଣା) :ଲୋକଙ୍କ ସମସ୍ୟା ସମାଧାନ କରିବା ବଦଳରେ ଲୋକଙ୍କ ସମସ୍ୟା ପାଲଟିଛି ପୋଲିସ ପ୍ରଶାସନ l ସାଧାରଣ ଜନତା ନ୍ୟାୟ ପାଇବା ଆଶାରେ ପୋଲିସ ଆଶ୍ରୟ ନେଇଥାନ୍ତି l କିନ୍ତୁ ନ୍ୟାୟମିଳିବା ବଦଳରେ ପୋଲିସ ପ୍ରଶାସନ ର ଶୋଷଣ ର ଶିକାର ହୋଇ ନିରାଶରେ ଫେରୁଛନ୍ତି ସାଧାରଣ ଜନତା l ଶେଷରେ ଆଇନକୁ ଆହତକୁ

ନେଉଛନ୍ତି ଲୋକେ l ଏହି ଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ l ବଡଆଗୁଳ ଗ୍ରାମର ଅରେନ୍ଦ୍ର କରଣ ଗୁଜୁରାଟ ସୁରତ ର ଜଣେ ଯୁବତୀ ଙ୍କ ସହିତ ସେଠାରେ ଦୀର୍ଘ 5 ବର୍ଷ ଧରି ବିବାହ ପ୍ରତିଶୃତି ଦେଇ ସମ୍ପର୍କ ବାନ୍ଧି ଶାରୀରିକ ସମ୍ପର୍କ ରଖି ଶେଷରେ ତାଙ୍କୁ ଛାଡି ଲୁଚି ପଳାଇ ଆସି ନିଜ ଗ୍ରାମରେ ଅନ୍ୟତ୍ର ବିବାହ ପାଇଁ ଯୋଜନା ଚାଲିଥିବା ବେଳେ ପ୍ରେମିକା ଗୁଜୁରାଟ ରୁ ଆସି କବିସୂର୍ଯ୍ୟନଗର ଥାନା ରେ ଗତ 17 ତାରିଖ ଦିନ ଦ୍ୱାରସ୍ଥ ହୋଇଥିଲେ l ଗୁଜୁରାଟ ପ୍ରେମିକା ଜଣକ ଥାନାରେ ଅଭିଯୋଗ କରିବାର ଆଜକୁ କୋଡିଏ ଦିନରୁ ଉର୍ଦ୍ଧସମୟ ବିତି ଯାଇଥିଲେ ମଧ୍ୟ ପୋଲିସ କୌଣସି 

ପଦକ୍ଷେପ ନେଉ ନଥିବା କାରଣରୁ ଆଜି ଛତ୍ରପୁର ଅଞ୍ଚଳର ସ୍ୱୟଂ ସହାୟକ ଗୋଷ୍ଠୀ ର ସଦସ୍ୟ ଓ ଗୁଜୁରାଟି ପ୍ରେମିକା ମିଶି ବଡାଆଗୁଳ ବଡ଼ସାହି ସ୍ଥିତ ପ୍ରେମିକ ର ଘର ସାମ୍ନାରେ ଧାରଣାରେ ବସିଥିବା ବେଳେ ଯଦି ପୀଡ଼ିତାଙ୍କୁ ନ୍ୟାୟ ନମିଲୀଳା ଯାଏ ଆନ୍ଦୋଳନ ଜାରିରହିବା ନେଇ କହିଛନ୍ତି ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026

You Might Also Like