-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଅଭିଭାବକ ସଂଘର ବୈଠକ- ତୁଷୁରା ବିମାନ ବନ୍ଦର କାର୍ଯ୍ୟକ୍ଷମ ହେଉ

10-Aug-2021



ବଲାଙ୍ଗିର,(ପ୍ରେରଣା ଖବର)- ସ୍ଥାନୀୟ ପୂର୍ଣ୍ଣଚନ୍ଦ୍ର ପାଠାଗାର ସମ୍ମିଳନୀ କକ୍ଷରେ ଅଭିଭାବକ ମଂଚର କାର୍ଯ୍ୟକାରୀ କମିଟି ବୈଠକ ସଭାପତି ଧର୍ମବ୍ରତ ରଥଙ୍କ ସଭାପତିିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ପାଇଁ ଗମନାଗମନର ସୁଯୋଗ ଓ ସାମର୍ଥ୍ୟ ଉପରେ ଆଲୋଚନା ଅବସରରେ କେନ୍ଦ୍ର ସରକାରଙ୍କ ଉଡାନ ଯୋଜନାରେ ତୁଷୁରା ବିମାନ ବନ୍ଦର ଯୋଗଦାନ ଉପରେ ଆଲୋଚନା ହୋଇଥିଲା । ପ୍ରାରମ୍ଭରେ ଉପ-ସଭାପତି  ପ୍ରଶନ୍ନ ମିଶ୍ର ସୁଚନା ପ୍ରଦାନ କରିଥିଲେ ଯେ ବିଜୁ କେବିକେ ଯୋଜନାରେ କଳାହାଣ୍ଡି ତଥା କୋରାପୁଟ ଜିଲ୍ଲା କ୍ରମଶଃ ବିକାଶ ଧାରାରେ ଆଗକୁ ଅଗ୍ରଗତି କରୁଥିବା ବେଳେ ଅଭିଭକ୍ତ ବଲାଙ୍ଗିର ଜିଲ୍ଲା ଅବହେଳାର ଶିକାର ହେବାରେ ଲାଗିଛି । ସୂଚନାଯୋଗ୍ୟ ଯେ ପ୍ରାୟ ୬ ବର୍ଷ ବଲାଙ୍ଗିରର ତୁଷୁରା ଓ କଳାହାଣ୍ଡିର ଉତକେଲା ଏୟାରଷ୍ଟ୍ରିଫ୍ ନିରୀକ୍ଷଣ କଲାପରେ ତଥା ବ୍ୟବସାୟିକ ଦିଗ ଏବଂ ଅନ୍ୟାନ୍ୟ ଆବଶ୍ୟକ ସ୍ଥିତି ସଂପର୍କରେ ବିସ୍ତୃତ ଅନୁଧ୍ୟାନ କଲାପରେ ବଲାଙ୍ଗିର ଓ କଳାହାଣ୍ଡିକୁ ବିମାନ ସେବା ଯୋଗାଇ ଦେବା ପାଇଁ ଏୟାର ଓଡିଶା ପକ୍ଷରୁ ରାଜ୍ୟସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିଲା । ଏହି ପ୍ରସ୍ତାବ ପ୍ରଦାନ କରିଥିଲେ । ଏହା ପ୍ରଣିଧାନଯୋଗ୍ୟ ଯେ ପାଟଣା ମହାରାଜ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂଦେଓ ୧୯୬୭ ମସିହାରେ ତୁଷୁରା ଏୟାରଷ୍ଟ୍ରିପକୁ ଉଦ୍‌ଘାଟନ କରିଥିଲେ ଏବଂ ଏହା ଏ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇ ଆସୁଛି । ଏଠାରେ ସୂଚନାଯୋଗ୍ୟ ଯେ ଗତ ଜୁଲାଇ ୩ରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଉଷା ପାଢୀ ଖାରବେଳ ଭବନରେ ରାଜ୍ୟର ୫ ବିମାନ ବନ୍ଦରରୁ ବିମାନ ଉଡାନ ନେଇ ରାଜ୍ୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ପୁନଶ୍ଚ ଜୁଲାଇ ୭ରେ ମୁଖ୍ୟ ଶାସନ ସଚିବ ୫ଟି ସଚିବଙ୍କ ତୋଫାନି କଳାହାଣ୍ଡି ଗସ୍ତ କାଳରେ ଉତକେଲା ଏୟାରଷ୍ଟ୍ରିପରେ ଅବତରଣ ସହ ଏହାର ସ୍ଥିତି, ଉନ୍ନତି ଉପରେ ସବିଶେଷ ସମୀକ୍ଷା କରିଥିଲେ । ଆରସିଏସ୍ ଉଡାଣ ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ଉତକେଲାରୁ ଭୁବନେଶ୍ୱର ଓ ରାୟପୁରକୁ ସାପ୍ତାହିକ ବିମାନସେବା ଖୁବ୍ ଶିଘ୍ର ଆରମ୍ଭ ହେବ ବୋଲି ସେ କହିଥିଲେ । ଏପରି ସ୍ଥିତିରେ ତୁଷୁରା ଏୟାରଷ୍ଟ୍ରପରୁ ବିମାନ ଚଳାଚଳ ସେବା ଅତ୍ୟନ୍ତ ଜରୁରୀ ହୋଇପଡିଲାଣି । ଏ ଦିଗରେ ରାଜ୍ୟ ସରକାର ଆଗ୍ରହ ପ୍ରକାଶ କରି ଶିଘ୍ର କୌଣସି ବ୍ୟବସ୍ଥା କରିବାକୁ ସଭାରେ ଦାବି ଉଠିଥିଲା । ସଂପାଦକ ଗୋବିନ୍ଦ ମିଶ୍ର ସଭା ପରିଚାଳନା କରିବା ସହ ସଭ୍ୟ ଦିବାକର ହୋତା, ହରେକୃଷ୍ଣ ପଟେଲ, ପୁରୁଷୋତ୍ତମ ଦାଶ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like