-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଦେଶ ବିଦେଶ

ଆରମ୍ଭ ହେବ ବୁଲେଟ୍ ଟ୍ରେନ ସେବା : ଦିଲ୍ଲୀରୁ ବାରାଣସୀ ଭାୟା ଅଯୋଧ୍ୟା, ସେପ୍ଟେମ୍ବର ସୁଦ୍ଧା ସରିବ କାମ

10-Aug-2021



ନୂଆଦିଲ୍ଲୀ : ଦେଶରେ ଖୁବଶୀଘ୍ର ଆରମ୍ଭ ହେବ ବୁଲେଟ୍‌ ଟ୍ରେନ ସେବା । ଏ ନେଇ ଜୋରଦାର ପ୍ରସ୍ତୁତି ଜାରି ରହିଛି । ଦିଲ୍ଲୀ ରୁ ବାରଣାସୀ ପର୍ଯ୍ୟନ୍ତ ଆରମ୍ଭ ହେବ ଏହି ସେବା । ଦେଶରେ ବୁଲେଟ୍ ଟ୍ରେନ୍‌ ଚଳାଇବାକୁ କାମ ଜାରି ରଖିଥିବା ସଂସ୍ଥା ନେସନାଲ ହାଇ ସ୍ପିଡ୍‌ ରେଲ୍‌ କର୍ପୋରେସେନ୍ ଲିମିଟେଡ୍‌ (NHSRCL) କହିବା ମୁତାବକ ସେପ୍ଟେମ୍ବର ମାସ ସୁଦ୍ଧା ଦିଲ୍ଲୀ-ବାରଣାସୀ କରିଡର କାମ ଶେଷ ହୋଇଯିବ । ଦିଲ୍ଲୀର ଖାନ ମାର୍କେଟରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରଣାସୀ ପର୍ଯ୍ୟନ୍ତ ପ୍ରାୟ ୮୬୫ କି.ମି ରୁଟ୍‌ରେ ବୁଲେଟ ଟ୍ରେନ୍‌ ଚଳାଚଳ ହେବ ।

  ଏହା ସହିତ ଯମୁନା ଏକ୍ସପ୍ରେସ୍‌ଓ୍ବେରେ ହେବାକୁ ଥିବା ଏୟରପୋର୍ଟକୁ ମଧ୍ୟ ବୁଲେଟ୍‌ ଟ୍ରେନର ରାସ୍ତା ମଧ୍ୟ ସଂଯୋଗ କରାଯିବ । ନୋଏଡାର ସେକ୍ଟର ୧୪୪ରେ ପ୍ରଥମ ଷ୍ଟେସନ୍‌ ନିର୍ମାଣ ହେବ । ସେହିଭଳି ବୁଲେଟ୍‌ ଟ୍ରେନର ଦ୍ବିତୀୟ ଷ୍ଟେସନ ଜେଓ୍ବର ଆନ୍ତର୍ଜାତୀୟ ବିମାନବନ୍ଦରରେ ହେବ ।*

ଦିଲ୍ଲୀ ରୁ ବାରଣାସୀ ମଧ୍ୟରେ ମୋଟ ୧୨ଟି ଷ୍ଟେସନ ହୋଇପାରେ । ୮୬୫ କିଲୋମିଟରର ଏହି ଦୀର୍ଘପଥ ଯାତ୍ରା ଯୋଗୁଁ ଦିଲ୍ଲୀ ଆରମ୍ଭ ହୋଇ ନୋଏଡା, ମଥୁରା, ଆଗ୍ରା, କନ୍ନୋଜ୍, ଲକ୍ଷ୍ନୌ, ଅଯୋଧ୍ୟା, ରାୟବରେଲୀ, ପ୍ରୟାଗରାଜ, ଭଦୋହୀ ହୋଇ ବାରଣାସୀରେ ପହଞ୍ଚିବ ବୁଲେଟ୍ ଟ୍ରେନ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like