-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   (06-Nov-2026)       ||      ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    (06-Nov-2026)       ||      ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   (06-Nov-2026)       ||      *ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   (06-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   (06-Nov-2026)       ||      ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   (06-Nov-2026)       ||      ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||     

HOME   ରାଜ୍ୟ

ଛଟେଇ ପ୍ରତିବାଦରେ କମ୍ପ୍ୟୁଟର୍ ଶିକ୍ଷକଙ୍କ ଓସେପା ଅଫିସ ଆଗରେ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ

10-Aug-2021



ଭୁବନେଶ୍ବର(ଶୁଭାଶିଷ ନାୟକ) : ଛଟେଇ ପ୍ରତିବାଦ ରେ ଗତକାଲି ଭୁବନେଶ୍ୱର ଓସେପା କାର୍ଯ୍ୟାଳୟ ସମ୍ମୁଖରେ ଆମରଣ ଅନଶନରେ ବସିଛନ୍ତି କମ୍ପ୍ୟୁଟର ଶିକ୍ଷକ। ରାଜ୍ୟରେ ବିଭିନ୍ନ ସ୍କୁଲରେ ସରକାର ନିଯୁକ୍ତି କରିଥିବା ୪୦୦୦ କମ୍ପ୍ୟୁଟର ଶିକ୍ଷକମାନେ ପୁନଃ ନିଯୁକ୍ତି ଦାବିରେ ଆଜି ଆନ୍ଦୋଳନକୁ ଓହ୍ଲାଇଛନ୍ତି । ଏପରିକି ସେମାନଙ୍କର ଦାବି ପୁରଣ ନହେବା ପର୍ଯ୍ୟନ୍ତ କଳାବ୍ୟାଚ୍ ପରିଧାନ କରିବାକୁ ନିଷ୍ପତି ନେଇଛନ୍ତି ।

ସେମାନଙ୍କ ଅଭିଯୋଗ ହେଉଛି ଗତ ଦୁଇ ବର୍ଷ ହେବ ଅକାରଣରେ ସରକାର ଛଟେଇ କରିଛନ୍ତି। ପୂର୍ବରୁ ଶିକ୍ଷାମନ୍ତ୍ରୀ ଏବଂ ବିଭାଗୀୟ ସଚିବ ଏ ବିଷୟରେ ଆଲୋଚନା କରିବାକୁ ପ୍ରତିଶୃତି ଦେଇଥିଲେ ମଧ୍ୟ କୌଣସି ସମାଧାନ ନହେବାରୁ ଏବେ ଶିକ୍ଷକ ଓ ଶିକ୍ଷୟିତ୍ରୀ ପୁନଃ ଆନ୍ଦୋଳନକୁ ଓହ୍ଲାଇଛନ୍ତି । କେତେକ ଶିକ୍ଷକ ଓ ଶିକ୍ଷୟିତ୍ରୀ ଫିନାଇଲ ଓ କିରୋସିନ ପିଇ ଆତ୍ମାହୁତି ଉଦ୍ୟମ କରିଛନ୍ତି।
ଆନ୍ଦୋଳନକାରୀ ଶିକ୍ଷକ ଶିକ୍ଷୟତ୍ରୀ ଆତ୍ମାହୁତି ଉଦ୍ୟମ ସମୟରେ ପୁଲିସ ସହ ଧସ୍ତାଧସ୍ତି କରିବା ସହ ଓସେପା କାର୍ଯ୍ୟାଳୟ ସମ୍ମୁଖରେ ରାସ୍ତା ଅବରୋଧ କରିଥିଲେ । ତେବେ ପୁଲିସ ଓ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ମଧ୍ୟରେ ଧସ୍ତାଧସ୍ତି ସମୟରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଥିଲା। ତେବେ ଏ ସବୁ ମଧ୍ୟରେ ଆନ୍ଦୋଳନରତ କମ୍ପ୍ୟୁଟର ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ପୁଲିସ ଗିରଫ କରିଛି।
    ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସଙ୍କ ସୂଚନା ମୁତାବକ ପୁଲିସ ସହ ଧସ୍ତାଧସ୍ତି ବେଳେ କ୍ୟାପିଟାଲ ଥାନା ଅଧିକାରୀ ଆହତ ହୋଇଛନ୍ତି। ଡିସିପି କହିଛନ୍ତି ଯେ   , କୋଭିଡ ଗାଇଡଲାଇନ ଭାଙ୍ଗି ଏକାଠି ହୋଇଥିବାରୁ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କୁ ଗିରଫ କରାଯାଇଛି ।

  ସେମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଡିସିପି ଉମାଶଙ୍କର ଦାସ କହିଛନ୍ତି । ଅନ୍ୟ ପକ୍ଷରେ ସେମାନଙ୍କୁ ଗିରଫ ବେଳେ ଶିକ୍ଷୟତ୍ରୀଙ୍କୁ ପୁଲିସ ଅଧିକାରୀ ଠେଲାପେଲା କରିଥିବା ନେଇ ଆନ୍ଦୋଳନରତ ଶିକ୍ଷକ ଶିକ୍ଷୟିତ୍ରୀ ମିନେ ଅଭିଯୋଗ କରିଛନ୍ତି।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳ କାର୍ଯ୍ୟକଳାପ ମାଧ୍ୟମରେ ପିଲାମାନଙ୍କ ବ୍ୟକ୍ତିତ୍ୱର ସର୍ବାଙ୍ଗୀଣ ବିକାଶ ହୋଇଥାଏ"   06-Nov-2026
  ଜିଲ୍ଲା  
ବଲିଟିକିରା ରେ ୧୪ ତମ ରନିଂ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଯାପିତ,ଖରମୁଣ୍ଡା ଚାମ୍ପିଅନ    06-Nov-2026
  ଜିଲ୍ଲା  
ବରପାଲି ଯାଦବ ସମାଜ ପକ୍ଷରୁ ମୃତ ଅସହାୟ ମହିଳାଙ୍କ ଶବ ସତ୍କାର   06-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକର 3ଟି ପଂଚାୟତ ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ*   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ’ ଉଦ୍‌ଘାଟିତ   06-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତମାଖୁ ମୁକ୍ତ ଯୁବ ଅଭିଯାନ ୪.୦ ର ଶୁଭାରମ୍ଭ   06-Nov-2026
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026

You Might Also Like