-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ରାଜନୀତି

ଅନୁସୂଚିତ ଜାତିର ଲୋକ ମାନଙ୍କ ଉପରେ ବିଜେଡିର ଆକ୍ରମଣ ଘଟଣାକୁ ଦୃଢ଼ ନିନ୍ଦା କଲା ବିଜେପି, ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ବଲାଙ୍ଗୀର ଜିଲ୍ଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ 

11-Aug-2021



ବଲାଙ୍ଗୀର,(ପ୍ରେରଣା ଖବର)- ବିଜୁ ଜନତା ଦଳର କର୍ମୀ ଓ ନେତା ମାନଙ୍କ ଦ୍ୱାରା ଦଳିତ ମାନଙ୍କ ଉପରେ ବାରମ୍ବାର ଆକ୍ରମଣ ତଥା ଭାରରତ ରତ୍ନ ବାବା ସାହେବ ଆମ୍ବେଦକରଙ୍କୁ ଅସମ୍ମାନ ପ୍ରତିବାଦରେ ଅନୁସୂଚିତ ଜାତି ମୋର୍ଚ୍ଚା, ବଲାଙ୍ଗୀର ଶାଖା ଓ ଭାରତୀୟ ଜନତା ପାର୍ଟି ତରଫରୁ ଜିଲ୍ଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହି ଘଟଣାରେ ସଂପୃକ୍ତ ଲୋକ ମାନଙ୍କୁ ଗିରଫ କରିବାରେ ପୋଲିସର ନିସ୍କ୍ରିୟତା ବିରୁଦ୍ଧରେ ବିଜେପି ସ୍ୱର ଉତ୍ତୋଳନ କରିଛି । ଏଥିସହ ମନେରଗା କାମରେ ବ୍ୟାପକ ଦୁର୍ନୀତି ବିରୁଦ୍ଧରେ ଅନୁସୂଚିତ ଜାତିର ମହିଳା ମାନେ ପ୍ରତିବାଦ କରିବାରୁ ସେମାନଙ୍କ ଉପରେ ଆକ୍ରମଣ କରାଯାଇଥିବା ବିଜେପି ଅଭିଯୋଗ କରିଛି । ବାବା ସାହେବ ଆମ୍ବେଦକରଙ୍କ ପରିମୂର୍ତ୍ତୀକୁ ପଦାଘାତ କରି ଓଲଟା ଅଭିଯୋଗକାରୀ ମାନଙ୍କ ଉପରେ ମିଥ୍ୟା କେସ କରାଯାଇଥିବା ବିଜେପି ଅଭିଯୋଗ କରିଛି । ଆଜି ପର୍ଯ୍ୟନ୍ତ ଆକ୍ରମଣକାରୀଙ୍କୁ ଗିରଫ କରିବା ଦିଗରେ ପୋଲିସ ଟାଳଟୁଳ ନୀତି ଅବଲମ୍ବନ କରୁଥିବା ଘଟଣକୁ ବିଜେପି ଦୃଢ଼ ନିନ୍ଦା କରିଛି । ଗତ ଜୁଲାଇ ୧ ତାରିଖ ଦିନ କେନ୍ଦ୍ରାପଡା ଜିଲ୍ଲା ଆଳି ନିର୍ବାଚନ ମଣ୍ଡଳୀର ହରିଶ ମଲ୍ଲିକ ତାଙ୍କ ପଂଚାୟତରେ ମନରେଗା ଓ ଆବାସ ଯୋଜନାରେ ହୋଇଥିବା ଦୁର୍ନୀତି ସଂପର୍କରେ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ । ଏଥିରେ ଉତ୍‌କ୍ଷିପ୍ତ ହୋଇ ଶାସକ ବିଡେଡିର କିଛି ନେତା ହରିଶଙ୍କ ଉପରେ ଅମାନୂଷିକ ଭାବରେ ଆକ୍ରମଣ କରିଥିଲେ । ଘଟଣାର ଏତେ ଦିନ ବିତିଯାଇଥିଲେ ସୁଦ୍ଧା ଆକ୍ରମଣକାରୀ ମାନେ ପୋଲିସର ଛତ୍ରଛାୟା ତଳେ ରହିଛନ୍ତି । ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରିବା,

ଆଳି ଥାନା ଅଧିକାରୀଙ୍କ ବଦଳି ତଥା ହରିଶଙ୍କ ପରିବାରର ସୁରକ୍ଷା ପାଇଁ ବିଜେପି ପକ୍ଷରୁ ଦାବିପତ୍ରରେ ଉଲ୍ଲେଖ କରାଯାଇଛି । ଆଜି ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶରେ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ବିପେି ପକ୍ଷରୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ବିଜେପି ଜିଲ୍ଲା ସଭାପତି ସୁନୀଲ କୁମାର ସେଠଙ୍କ ନେତୃତ୍ୱରେ ଆଜିର ଏହି ବିକ୍ଷୋଭ ସମାବେଶରେ ଅନ୍ୟ ମାନଙ୍କ ମଧ୍ୟରେ ବିଜେପି ନେତା ଅନନ୍ତ ଦାସ, ରାଜ୍ୟ କୃଷକ ମୋର୍ଚ୍ଚା ସାଧାରଣ ସମ୍ପାଦକ ଲକ୍ଷ୍ମଣ ବାଗ, ଅନୁସୂଚିତ ଜାତି ମୋର୍ଚା ବଲାଙ୍ଗୀର ର ପ୍ରଭାରୀ ମୁରଲୀଧର ସୁନା, ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ସୁଶାନ୍ତ ଦାସ, ପିତାମ୍ବର ଖମାରୀ , ସନ୍ତୋଷ ସାହୁ, ସୁଦୀପ ସା , ସୁନୀଲ ମିଶ୍ର, ଅଭିଷେକ ସୋନି ,  ସୁବ୍ରତ କୁଅଁର, ଜିଲ୍ଲl  ଆଇ ଟି ସେଲ ସଂଯୋଜକ ରଶ୍ମିରେଖା ଦାନୀ , ରାଜ୍ୟ ମହିଳା ମୋର୍ଚା ସମ୍ପାଦକ ରଞ୍ଜିତା ପାଣିଗ୍ରାହୀ , ଫିରୋଜା ବିବି, କଲ୍ୟାଣୀ ଆଡବାଙ୍କ, ସୈାଦାମିନି ମିଶ୍ର, ଅନୂସୟା ବେଜ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like