-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||     

HOME   ଅପରାଧ

:ଫେସବୁକରୁ ଫେକ୍ ପ୍ରେମ ତା’ପରେ ଚିଟିଂ : ପଇସା ନଦେଲେ ଜେଲ୍ ପଠାଇ ଦେବାକୁ ଇଞ୍ଜିନିୟରଙ୍କୁ ଯୁବତୀଙ୍କ ଧମକ,

30-Oct-2020



ଭୁବନେଶ୍ବର (ପ୍ରେରଣା ଖବର) :ଫେସବୁକରୁ ଫେକ୍ ପ୍ରେମ ତା’ପରେ ଚିଟିଂ : ପଇସା ନଦେଲେ ଜେଲ୍ ପଠାଇ ଦେବାକୁ ଇଞ୍ଜିନିୟରଙ୍କୁ ଯୁବତୀଙ୍କ ଧମକ, ସେପଟେ ବିବାହିତା ମହିଳାଙ୍କୁ ବ୍ଲାକମେଲିଂ!!*ପ୍ରଥମେ ଫେସବୁକ୍‌ରେ ଚାଟିଂ, ପୁଣି ଫେସ୍‌ ଟୁ ଫେସ୍‌ ମଜାମସ୍ତି । ତା’ପରେ ଆରମ୍ଭ ହୋଇଯାଉଛି ବ୍ଲାକ୍‌ମେଲ୍‌ର ଖେଳ । ପ୍ରେମ ଜାଲରେ ଲୋକଙ୍କୁ ଫସାଇ ଶାରୀରିକ ସମ୍ପର୍କ ରଖିବା ପରେ ବ୍ଲାକମେଲ୍‌ କରୁଛନ୍ତି ଯୁବତୀ । ୫୦ଲକ୍ଷ ଟଙ୍କା ନଦେଲେ ଥାନାରେ ଅଭିଯୋଗ କରିବା ସହ ଜେଲ୍‌ ପଠାଇବାକୁ ଦେଉଛନ୍ତି ଧମକ । କରୋନା  ଲକ୍‌ଡାଉନ୍‌ ବେଳେ ରାଜଧାନୀରେ ଘଟିଥିବା ଏଭଳି ଏକ ଘଟଣା ଏବେ ସାମ୍ନାକୁ ଆସିଛି!!* ବନ୍ଧୁତା ପୁଣି ୩ମାସର ସମ୍ପର୍କ ପରେ ଜଣେ ଯୁବତୀଙ୍କ ବ୍ଲାକମେଲ୍‌ର ଶିକାର ହୋଇଛନ୍ତି ଜଣେ ଯୁବ ଇଂଜିନିୟର । ଅବସ୍ଥା ଅସମ୍ଭାଳ ଦେଖି ଥାନାକୁ ଯାଇଥିଲେ ମଧ୍ୟ ପୋଲିସ ମାମଲା ରୁଜୁ ନକରିବାକୁ ଶେଷରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଇଂଜିନିୟର ଜଣକ  । ଆଉ ଏହି ଘଟଣାରେ ଚନ୍ଦ୍ରଶେଖରପୁର ଥାନାରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିବାକୁ ନିର୍ଦେଶ ଦେଇଛନ୍ତି ହାଇକୋର୍ଟ!!:ସେପଟେ ଭଦ୍ରକରେ ମଧ୍ୟ ପାଖାପାଖି ସମାନ ଘଟଣା ସାମ୍ନାକୁ ଆସିଛି । ଫେସବୁକ୍‌ରେ ଜଣେ ବିବାହିତାଙ୍କୁ ପ୍ରେମ ନିବେଦନ କରିବା ମହଙ୍ଗା ପଡ଼ିଛି । ଫେସବୁକ୍‌ରେ ଜଣେ ବିବାହିତ ମହିଳାଙ୍କୁ ପ୍ରେମ ନିବେଦନ କରିବା ସହ ବିଭିନ୍ନ ଆପତ୍ତିଜନକ ମନ୍ତବ୍ୟ ଦେଉଥିବା ବାଲେଶ୍ବର ଖଇରାର ଜଣେ ଯୁବକଙ୍କୁ କୌଶଳକ୍ରମେ ଭଦ୍ରକ ବନ୍ତଛକକୁ ଡକାଇ କେମିତି ଉତ୍ତମ ମଧ୍ୟମ ଦେଇଛନ୍ତି ସଂପୃକ୍ତ ମହିଳା ଓ ତାଙ୍କ ସମ୍ପର୍କୀୟ । ଭଦ୍ରକ ଟାଉନଥାନା ପୋଲିସ ମାଡ଼ ଖାଇଥିବା ଯୁବକଙ୍କ ସହ ମହିଳାଙ୍କ ଦୁଇ ସମ୍ପର୍କୀୟଙ୍କୁ ମଧ୍ୟ ଗିରଫ କରି କୋର୍ଟ ଚାଲାଣ କରିଛି!!କିଛି ଲୋକ ନିଜର କୁତ୍ସିତ ଭାବନାକୁ ଚରିତାର୍ଥ କରିବାକୁ ଯାଇ ସୋସିଆଲ୍‌ ମିଡିଆ ମାଧ୍ୟମରେ ଚଳାଇଥିବା କାରନାମା, ବେଳେ ବେଳେ ସେମାନଙ୍କ ପାଇଁ ବୁମେରାଂ ହେଉଛି । ଉଭୟ ଭୁବନେଶ୍ବର ଓ ଭଦ୍ରକର ଦୁଇଟି ଯାକ ଘଟଣା ଦେଖିଲେ ଏହ ହିଁ ସ୍ପଷ୍ଟ ହେଉଛି!:ପ୍ରଥମେ ଫେସବୁକ୍‌ରେ ଚାଟିଂ, ପୁଣି ଫେସ୍‌ ଟୁ ଫେସ୍‌ ମଜାମସ୍ତି । ତା’ପରେ ଆରମ୍ଭ ହୋଇଯାଉଛି ବ୍ଲାକ୍‌ମେଲ୍‌ର ଖେଳ । ପ୍ରେମ ଜାଲରେ ଲୋକଙ୍କୁ ଫସାଇ ଶାରୀରିକ ସମ୍ପର୍କ ରଖିବା ପରେ ବ୍ଲାକମେଲ୍‌ କରୁଛନ୍ତି ଯୁବତୀ । ୫୦ଲକ୍ଷ ଟଙ୍କା ନଦେଲେ ଥାନାରେ ଅଭିଯୋଗ କରିବା ସହ ଜେଲ୍‌ ପଠାଇବାକୁ ଦେଉଛନ୍ତି ଧମକ । କରୋନା  ଲକ୍‌ଡାଉନ୍‌ ବେଳେ ରାଜଧାନୀରେ ଘଟିଥିବା ଏଭଳି ଏକ ଘଟଣା ଏବେ ସାମ୍ନାକୁ ଆସିଛି!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026

You Might Also Like