-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ରାଜ୍ୟ

ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ କରିବେ ୧୯ ମନ୍ତ୍ରୀ, କେଉଁଠି କିଏ କରିବେ ପତାକା ଉତ୍ତୋଳନ ଜାଣନ୍ତୁ

11-Aug-2021



ଭୁବନେଶ୍ୱର(ମହାମାୟା ମହାନ୍ତି):  କରୋନା କଟକଣା ମଧ୍ୟରେ ରାଜ୍ୟରେ ପାଳନ ହେବ ସ୍ୱାଧୀନତା ଦିବସ । ଏ ନେଇ ପୂର୍ବରୁ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ହୋଇଥିବା କେଉଁ ଜିଲ୍ଲାରେ କିଏ ପତାକା ଉତ୍ତୋଳନ କରିବେ ଏ ନେଇ ସୂଚନା ଜାରି କରାଯାଇଛି ।
ତାଲିକା ଅନୁଯାୟୀ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ- ବରଗଡ଼, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ-କନ୍ଧମାଳ, ଷ୍ଟିଲ୍ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ-ଗଞ୍ଜାମ, ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ-ପୁରୀ, ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା-କଟକ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନା, କୃଷି ମନ୍ତ୍ରୀ ଅରୁଣ ସାହୁ-ସୁନ୍ଦରଗଡ଼,  ଗ୍ରାମୀଣ ବିକାଶ ସୁଶାନ୍ତ ସିଂହ- ବଲାଙ୍ଗୀର, ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ-କଳାହାଣ୍ଡି, ଶିଶୁ ଓ ମହିଳା ବିକାଶ ମନ୍ତ୍ରୀ ଟୁକୁନି ସାହୁ-କୋରାପୁଟ,  ଏସ୍‌ଏସ୍‌ଟି  ମନ୍ତ୍ରୀ ଜଗନ୍ନାଥ ସାରକା- ଗଜପତି, ଶକ୍ତି ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର- ନୂଆପଡ଼ା, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା-ସମ୍ୱଲପୁର, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ-ବାଲେଶ୍ୱର, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ-ଅନୁଗୁଳ, ସ୍କିଲ୍ ଡେଫଲପମେଣ୍ଟ ମନ୍ତ୍ରୀ ପ୍ରେମାନନ୍ଦ ନାୟକ-ସୋନପୁର, ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ-କେନ୍ଦୁଝର, ହସ୍ତତନ୍ତ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ- ମାଲକାନଗିରି, କ୍ରୀଡ଼ା ମନ୍ତ୍ରୀ ତୁଷାରକାନ୍ତି ବେହେରା-ନବରଙ୍ଗପୁର ଜିଲ୍ଲାରେ ଅନୁଷ୍ଠିତ ହେବାକୁ ଥିବା ପତାକା ଉତ୍ତୋଳନ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରିବେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like