-+91-9937148622 |

prerana_bgr@rediffmail.com |

  Friday 6th November 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   (05-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   (05-Nov-2026)       ||      ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ    (05-Nov-2026)       ||      ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   (05-Nov-2026)       ||      ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||     

HOME   ଜିଲ୍ଲା

ରାସନ କାର୍ଡ ରୁବଞ୍ଚିତ ବୈଷ୍ଣବ l

11-Aug-2021



କଳାହାଣ୍ଡି, ନର୍ଲା(ସଞ୍ଜୀବ  ଦାସ)
କଳାହାଣ୍ଡି ଜିଲ୍ଲା, ନର୍ଲ୍l ଅନ୍ତର୍ଗତ, ଗିଗିନା ଗ୍ରାମ ପଞ୍ଚାୟତ ଅଧୀନସ୍ଥ, ସିନାଙ୍ଗ ଗ୍ରାମର, ବୈଷ୍ଣବ ଚରଣ ମାଝୀ।ସେ ଦୀର୍ଘ ଦିନ ହେଲା, ସରକାର ଙ୍କ ଖାଦ୍ୟ ସୁରକ୍ଷା ଅଧିକାର ରୁ ବଞ୍ଚିତ ଅଛନ୍ତି। ତାଙ୍କ ପରିବାରରେ ତିନି ଜଣ ସଦସ୍ୟ ଅଛନ୍ତି। ଅନ୍ୟ ଦୁଇ ଜଣ ସଦସ୍ୟ ତାଙ୍କ ଉପରେ ନିର୍ଭର କରନ୍ତି। ସେ କୁଳି ମଜୁରୀ କରି ଜୀବିକା ନିର୍ବାହ କରନ୍ତି। ସେ ସିନାଙ୍ଗ ଗ୍ରାମର ଅଟନ୍ତି।ସିନାଙ୍ଗ ଗ୍ରାମ ଏକ ଆଦିବାସୀ ବହୁଳ ଗ୍ରାମ ଅଟେ। ଗ୍ରାମ ରେ ପ୍ରାୟ ୨୦୦ ଶହରୁ ଅଧିକ ପରିବାର ବାସ କରନ୍ତି। କେନ୍ଦ୍ର ସରକାର NFSA ବା ଜାତୀୟ ଖାଦ୍ୟ ସୁରକ୍ଷା ଆଇନ୍ ପ୍ରଣୟନ କରି ୯ ବର୍ଷରୁ ଉର୍ଦ୍ଧ୍ବ ହେଇସାରିଛି।ତଥା ରାଜ୍ୟ ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ପ୍ରଣୟନ କରି ୩ ବର୍ଷରୁ ଉର୍ଦ୍ଧ୍ବ  ହେଲାଣି। ତଥାପି ମଧ୍ୟ ବୈଷ୍ଣବ ଚରଣ ମାଝୀ ଓ ଅନେକ ଯୋଗ୍ୟ ହିତାଧିକାରୀ ଖାଦ୍ୟ ସୁରକ୍ଷା ଯୋଜନା ରୁ ବଞ୍ଚିତ ଅଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲାରୋଡ ସ୍ଥିତ ଅନିଲ କୁମାର ଜୈନ ଙ୍କ ଗୋଦାମ ଘରୁ ନର୍ଲା ପୋଲିସ ଦ୍ୱାରା ବାଣ ଜବତ ।   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଅଙ୍ଗନଦୀ ପୋଲ ନିକଟରୁ କଫ ସିରପ ଜବତ୍   05-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବ ପ୍ରଥମ ‘ହ୍ୟୁମାନ ସାଗର ସ୍ମୃତି ସମ୍ମାନ’- କଳାକାର ଏକତା ମଞ୍ଚ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ   05-Nov-2026
  ଜିଲ୍ଲା  
ଶାସକ ଦଳର ସାଂସଦ ଏବଂ ସର୍ବାଧିକ ସଂଖ୍ୟକ ବିଧାୟକ ତଥା ପ୍ରଭାବଶାଳୀ ମନ୍ତ୍ରୀ ଥିବା ସତ୍ତ୍ବେ ଲୋକଙ୍କ ପାଖରେ ସର୍ବନିମ୍ନ ମୌଳିକ ସୁବିଧା ନ ପହଞ୍ଚିବା ଦୁର୍ଭାଗ୍ୟଜନକ   05-Nov-2026
  ଜିଲ୍ଲା  
ଉଦ୍‌ଘାଟନ ହେଲା ୟନେକ୍ସ ସନ୍‌ରାଇଜ ଅଲ ଓଡିଶା ଓସ୍‌ବା ୩୮ତମ ସବ୍ ଜୁନିୟର ୧୫ ଓ ୧୭ ବର୍ଷରୁ କମ୍ ରାଜ୍ୟ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍‌   05-Nov-2026
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026

You Might Also Like