-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଗୋ ଶ୍ରଦ୍ଧା ବୈଠକ - ସମସ୍ତଙ୍କ ମିଳିତ ସହଯୋଗ ଉପରେ ଗୁରୁତ୍ୱାରୋପ - ଆସନ୍ତା ଅଗଷ୍ଟ ୧୬ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ

11-Aug-2021



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ) : ସୋନପୁର ପୌରପରିଷଦ ଅଞ୍ଚଳରେ ରାସ୍ତା, ଛକ, ବଜାର ଇତ୍ୟାଦି ସ୍ଥାନରେ ବୁଲା ଗାଈଗୋରୁଙ୍କ ଅବାଧ ଯାତାୟାତ ଯୋଗୁଁ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି । ଏହା ଦ୍ଵାରା ଦୁର୍ଘଟଣା ଘଟିବାର ଆଶଙ୍କା ରହୁଛି ଏବଂ ମଣିଷ ଓ ଗାଈଗୋରୁ ଉଭୟଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ସୁବର୍ଣ୍ଣପୁର ଓ ପୌର ପ୍ରଶାସନ ର ମିଳିତ ଉଦ୍ୟମରେ ଗାଈ ଗୋରୁ ଯେପରି ରାସ୍ତା ଘାଟ ବଜ଼ାର ଛକ ପ୍ରଭୁତି ସ୍ଥାନରେ ଅଯଥାରେ ରୁଣ୍ଡ ନ ହେବେ, ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯିବା ଉପରେ ଜିଲ୍ଲlପାଳ ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେଙ୍କ ଅଧ୍ୟକ୍ଷତାରେ ଗୋଶ୍ରଦ୍ଧା  ବୈଠକ ଆଜି ଜିଲ୍ଲପାଳଙ୍କ ନିବାସ କାର୍ଯ୍ୟାଳୟ ଠାରେ  ଅନୁଷ୍ଠିତ ହୋଇଥିଲା l ବୈଠକରେ ଜିଲ୍ଲାପାଳ ଶ୍ରୀମତୀ ନରୱଣେ, ସହରରେ ଗାଈ ଗୋରୁ ପାଳନ କରିଥିବା ସମସ୍ତଙ୍କୁ ପାଳିତ ଗାଈ ଗୋରୁଙ୍କୁ କୌଣସି ପରିସ୍ଥିତିରେ  ମଧ୍ୟ ରାସ୍ତା ଉପରକୁ ନ ଛାଡି ସେମାନଙ୍କ ପ୍ରତି  ଆବଶ୍ୟକ ଯତ୍ନବାନ ହେବାକୁ ପରାମର୍ଶ ଦେଇଛନ୍ତି l ସହରରେ ଏହି ସମସ୍ୟାରେ  ସୁଧାର ଆଣିବା ପାଇଁ ଜନସହଭାଗୀତା ରେ  ଏକ ମିଳିତ ଉଦ୍ୟମ ର ଆବଶ୍ୟକତା ରହିଥିବା  ବୈଠକରେ ଗୁରୁତ୍ୱାରୋପ କରିଥିଲେ  l ଏଥି ନିମନ୍ତେ  ସହରରେ ଥିବା ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ  ମାନଙ୍କୁ  ଏହି କାର୍ଯ୍ୟକ୍ରମ କୁ ସଫଳ ଏବଂ ବ୍ୟବସ୍ଥିତ  କରିବା ନିମନ୍ତେ ସ୍ବେଛାକୃତ ଭାବେ ସହଯୋଗ କରିବାକୁ ଅନୁରୋଧ କରିଛନ୍ତି l ଏହି ପରିପ୍ରେକ୍ଷୀରେ ସୋନପୁର ପୌରପାଳିକା  ତରଫରୁ ଆସନ୍ତା ୧୬.୦୮.୨୦୨୧ ଠାରୁ ସହରର ବିଭିନ୍ନ ରାସ୍ତା, ଛକ, ବଜାର ଇତ୍ୟାଦି ସ୍ଥାନରେ ବୁଲୁଥିବା ଗାଈଗୋରୁଙ୍କୁ  ଧରାଯାଇ କୋଲ୍ହପଡା ଠାରେ ଥିବା କାଞ୍ଜିଆ ହୁଦାରେ ସର୍ବାଧିକ ୦୭ ଦିନ ପର୍ଯ୍ୟନ୍ତ ରଖାଯିବ । ଏହି ୦୭ ଦିନ ମଧ୍ୟରେ ଯଦି ଗୋରୁ ମାଲିକ ନିଜର ମାଲିକାନା ଦାବି କରନ୍ତି, ତେବେ ଦୈନିକ ୫୦୦/- ଟଙ୍କା ପ୍ରତି ଗୋରୁ ହିସାବରେ ସମ୍ପୃକ୍ତ ମାଲିକଙ୍କଠାରୁ ଜୋରିମାନା ଆଦାୟ କରାଯିବ । ପୁନଶ୍ଚ, ଦାବିହୀନ ଗାଈଗୋରୁଙ୍କୁ ୦୭ ଦିନ ସମୟ ସୀମା ପରେ କିମ୍ବା tagging ବା ଚିହ୍ନଟ ହୋଇ ନଥିବା ଗାଈ ଗୋରୁଙ୍କୁ ଯେକୌଣସି ସମୟରେ କୌଣସି ଚାଷୀ ପରିବାର ଅଥବା ଆଗ୍ରହୀ ବ୍ୟକ୍ତିଙ୍କୁ ବିକ୍ରି ବା ବଣ୍ଟନ ସୂତ୍ରରେ ପ୍ରଦାନ କରାଯିବ । ଏଥିପାଇଁ ପରେ କୌଣସି ଆପତ୍ତି ଅଭିଯୋଗକୁ ଗ୍ରହଣ କରାଯିବ ନାହିଁ । ଗାଈଗୋରୁ ରଖିଥିବା ବ୍ୟକ୍ତିବିଶେଷ ଜିଲ୍ଲା ମୁଖ୍ୟ ପ୍ରାଣୀଧନ ଅଧିକାରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗ କରି ଆସନ୍ତା ୧୫.୦୮.୨୦୨୧ ମଧ୍ୟରେ ନିଶ୍ଚିତଭାବେ ନିଜନିଜର ପାଳିତ ଗାଈଗୋରୁଙ୍କ ଆବଶ୍ୟକ tagging ବା ଚିହ୍ନଟ କରାଇ ନେବାକୁ ଅନୁରୋଧ କରାଯିବା ସହ ନିଜ ନିଜର ଗାଈଗୋରୁଙ୍କୁ ନିଜ ଆୟତ୍ତରେ ରଖିବାକୁ ବିଶେଷ ଅନୁରୋଧ କରାଯାଉଛି । ଏହି ମର୍ମରେ ଜିଲ୍ଲା ପ୍ରଶାସନ ତରଫରୁ ଜନସାଧାରଣଙ୍କୁ ସଚେତନ ଓ କାର୍ଯ୍ୟକ୍ରମର ଗୁରୁତ୍ୱକୁ ଉପଲବ୍ଧ କରାଯାଇ  ଡ଼ାକବାଜି ମାଧ୍ୟମରେ ସହରରେ ଆବଶ୍ୟକ  ପ୍ରଚାର ପ୍ରସାର କରାଯାଉଛି l ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସୂର୍ଯ୍ୟ ନାରାୟଣ ଦାସ, ପିଡ଼ି ଡ଼ି ଆର ଡ଼ି ଏ ଡୋଳାମଣି ପଟେଲ, କାର୍ଯ୍ୟନିର୍ବାହୀ ଅଧିକାରୀ ସୁରୟାଂଶୁ ରୁଟ, ଡ଼ିଏସପି,ସହକାରୀ ଅଗ୍ନିଶମ ଅଧିକାରୀ,ଙ୍କ ସମେତ ସଭାପତି ଓ ସମ୍ପାଦକ, ବଣିକ ସଂଘ ସୁବର୍ଣ୍ଣପୁର, ସହରସ୍ଥିତ ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ, ବୁଢାରଜା ୟୁଥ କ୍ଲବ, ମାରୱାଡି ୟୁଵା ମଞ୍ଚ, ଗ୍ରାମୋତ୍ଥାନ, ଚନ୍ଦ୍ରଶେଖର ପାଠାଗାର, ରାମଧୁନ କ୍ଲବ ପ୍ରଭୁତିର କର୍ମକର୍ତ୍ତା ପ୍ରମୁଖ ବୈଠକରେ ଯୋଗଦାନ କରି ନିଜ ନିଜର ମତାମତ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like