-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ଜାଲ, କାଗଜପତ୍ର କରେଇ ପ୍ରକୃତ ହିତାଧିକାରୀଙ୍କୁ ବଂଚିତ କରିବା ନେଇ ଗୁରୁତର ଅଭିଯୋଗ

12-Aug-2021



ଟିଟିଲାଗଡ଼ (ପ୍ରେରଣା ଖବର) : ବଲାଙ୍ଗୀର ଜିଲ୍ଲାରେ ଇତି ମଧ୍ୟରେ ଗାଇଗୁହାଳ ଦର୍ଶାଇ ଖୋଲମଖୁଲା  ଲକ୍ଷଲକ୍ଷ ଟଙ୍କାର ହଡପ କରିଥିବା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିଲା ।   ସରକାରୀ ଭାବେ ତଦନ୍ତ  ପରିସରଭୁକ୍ତ ଥିବା ବେଳେ ଓ ତଦନ୍ତ ଚାଲିଥିବା ସରକାରୀ ଭାବେ ଦର୍ଶାଯାଇଛି । ଏବେ ଜିଲ୍ଲାର ଟିଟିଲାଗଡ଼ ସବଡିଭିଜନ  ଅଞ୍ଚଳରେ କେବଳ ଗାଈଗୁହାଳ ପାଇଁ ସରକାରୀ ପ୍ରମାଣପତ୍ର ସହ ଉକ୍ତ ଜାଗାରେ ଜାଲିଆଇତି ଅଭିଯୋଗ ହୋଇଛି । ସରକାରୀ ନିୟମକୁ ଉଲଂଘନ କରି ତଥା ଜାତି ଅନୁଯାୟୀ ଜମି କିଣାବିକା ନ କରି ଟିଟିଲାଗଡ଼ ଥାନା ଅନ୍ତର୍ଗତ ଘଂଟବା ହାଲି ଗ୍ରାମର ଆଦିବାସୀ ତଥା ଜାତିରେ କନ୍ଧ  ହୋଇଥିବା  ହାତୀରମ ମାଝୀ ଓ ତାଙ୍କ ପରିବାର ଲୋକ ଙ୍କ ଜମି ଖାତା ନମ୍ବର-୬୪ ର ସମସ୍ତ ପ୍ଲଟ ଗୁଡିକୁ ନୀଳ ସିକା ଓ ଅନ୍ୟ ପରିବାର ବର୍ଗ ଜାତିରେ ଏସସି,ଏସଟି ନ ହୋଇ ସରକରୀ ଭାବେ ଖତିଆନ ନମ୍ବର ୧୦୫/୧୬୦ କୁ ହାତେଇ ନେଇ ଛନ୍ତି । ଏପରି ଅନେକ ସଂଖ୍ୟାରେ  ଜାଲିଆତି ମାମଲା ଅଭିଯୋଗ ହୋଇଆସୁଛି । ଉକ୍ତ ଜାଲିଆତିରେ ବିଭାଗୀୟ ଅଧିକାରୀ ସମ୍ପୂର୍ଣ ରୂପେ ଜଡ଼ିତ ଥିବା ଓ ଗାଇଗୁହାଳ ପରି ବିଭିନ୍ନ ଯୋଜନାର ଲାଭ ଉଠେଇ ଚାଲୁଥିବା ବେଳେ ପ୍ରକୃତ ହିତାଧିକାରୀ ଏଥିରୁ ବାଦ ପଡୁଛନ୍ତି ।  ଏ ନେଇ ଜିଲ୍ଲାପାଳ ବଲାଙ୍ଗୀରଙ୍କ ନିକଟରେ ଅଭିଯୋଗ ହୋଇଥିବା ବେଳେ ଉକ୍ତ ପ୍ରକୃତ ହିତାଧିକାରୀଙ୍କୁ କିଭଳି ସୁଫଳ ମିଳିବ ସେ ନେଇ ଆଦିବାସୀ ସଂଘ ବରିଷ୍ଠ ସଦସ୍ୟ ବିସିକେସନ ଜାନୀ ଦାବି କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like