-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଅପରାଧ

କାଜୁ ମିଲ୍ ମାଲିକଙ୍କ ଠାରୁ ଲୁଟି ନେଇଥିବା ଦୁଇ ଲକ୍ଷ 50 ହଜାର ଟଙ୍କା ଘଟଣାର 3 ଅଭିଯୁକ୍ତକୁ ଗିରଫ କଲା ବୋରିଗୁମ୍ମା ପୁଲିସ

30-Oct-2020



କୋରାପୁଟ,(ପ୍ରେରଣା ଖବର) କୋରାପୁଟ ଜିଲ୍ଲା କାଜୁ ମିଲ ମାଲିକଙ୍କ ଠାରୁ ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ଲୁଟି ନେଇଥିବା ତିନି ଅଭିଯୁକ୍ତକୁ ଗିରଫ କରିଛି ବୋରିଗୁମ୍ମା ପୋଲିସ।20/10/20ତାରିଖ ଦିନ କାଜୁ ମିଲ ମାଲିକ ଭେଙ୍କେଟ ରାଓ ଦିନ 10 ଘଣ୍ଟା ସମୟରେ ନିଜ କାଜୁ ମିଲରେ ଲେବର ପେଇମେଣ୍ଟ କରିବା ପାଇଁ 2 ଲକ୍ଷ 50 ହଜାର ଟଙ୍କା ଧରି ଏକ ସ୍କୁଟି ଯୋଗେ ଗୁଜୁନିଗୁଡା ଅଭିମୁଖେ ବାହାରି ଥିଲେ।ଦୋରାଗୁଡା ଏବଂ ଢଂଗରା ମଝି ବାଟରେ ହଠାତ ତିନି ଦୁର୍ବୁତ୍ତ ଏକ ପୋଲସର ବାଇକ ଯୋଗେ ଆସି ମାଲିକଙ୍କୁ ଅଟକାଇ ଖଣ୍ଡା ଦେଖାଇ 2 ଲକ୍ଷ 50 ହଜାର ଟଙ୍କା ଏବଂ ସୁନା ଚେଇନ ଲୁଟି ନେଇଥିଲେ।ଏ ସମ୍ପର୍କରେ ମିଲ ମାଲିକ ବୋରିଗୁମ୍ମା ଥାନାରେ ଲିଖିତ ଅଭିଯୋଗ କରିଥିଲେ।କୋରାପୁଟ SP ଙ୍କ ନିର୍ଦ୍ଦେଶ କ୍ରମେ ବୋରିଗୁମ୍ମା ପୋଲିସ ତଦନ୍ତ ଆରମ୍ଭ କରିଥିଲେ ଏବଂ ତିନି ଜଣ ଦୁର୍ବୁତ୍ତ ଙ୍କୁ ଗିରଫ କରିଥିଲେ।ସୂଚନା ଅନୁଯାୟୀ ସେହି କାଜୁ ମିଲର ରାତ୍ରି ଜଗୁଆଳି ଜଗବନ୍ଧୁ ହରିଜନ, ମିଲ ଗାଡି ଡ୍ରାଇଭୋର କୁମ ମୁଦୁଲି ଏବଂ ସନ୍ତୋଷପୁର ଗ୍ରାମର ସାଜନ ଗଣ୍ଡା ଅନ୍ୟ ଲୁଟେରା ଗ୍ୟାଙ୍ଗ ଙ୍କୁ ମାଲିକ ଟଙ୍କା ଧରି ଆସିବ ଖବର ଦେଇଥିଲେ।ଯୋଜନା ମୁତାବକ ଲୁଟେରା ମାନେ ଲୁଟ କରିଥିଲେ।ଏହି ତିନି ଜଣଙ୍କ ଠାରୁ ପୋଲିସ 30 ହଜାର ଟଙ୍କା ତିନୋଟି ମୋବାଇଲ ଏବଂ ଗୋଟିଏ ବାଇକ ଜବତ କରିଛି।ଏହି ସଂକ୍ରାନ୍ତରେ 144/2020,394 ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛି।ଏହି ଲୁଟ ଘଟଣାରେ ସଂପୃକ୍ତ ଥିବା ଅନ୍ୟ ଲୁଟେରାଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ବୋରିଗୁମ୍ମା SDPO ହରେକୃଷ୍ଣ ମାଝୀ ଏକ ପ୍ରେସ ମିଟ ଯୋଗେ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like