-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

ଦାବିକଲା ବଲାଙ୍ଗୀର ସ୍ବେଚ୍ଛାସେବୀ ସଂଗଠନ ଟିଟିଲାଗଡ଼ ଡାକ୍ତରଙ୍କ ଲାଞ୍ଚ ନେଉଥିବା ଘଟଣା ନିରପେକ୍ଷ ତଦନ୍ତ ହେଉ

12-Aug-2021



ବଲାଙ୍ଗୀର,(ପ୍ରେରଣା ଖବର) : ବଲାଙ୍ଗୀର  ଜିଲ୍ଲା ଟିଟିଲାଗଡ଼ ସବ୍ ଡିଭିଜନରେ କାର୍ଯ୍ୟରତ ଜନୈକ ଡାକ୍ତର ଜଣଙ୍କ ଚରିତ୍ର ପ୍ରମାଣପତ୍ର ଦେବା ପାଇଁ ଦୁଇଜଣ ମେଧାବୀ ଛାତ୍ରଙ୍କ ଠାରୁ ଲାଞ୍ଚ ମାଗିବାକୁ ନେଇ ଅଭିଯୋଗ ହୋଇଛି । ଟଙ୍କା ନ ଦେଲେ ତୁମର କାଗଜ ପତ୍ର ନେଇଯାଅ ବୋଲି ଦୁର୍ବ୍ୟବହାର କରି କାଗଜ ମୁହଁକୁ ଫୋପାଡ଼ି ଦେଇଥିବା ଅଭିଯୋଗକାରୀ ଅଭିଯୋଗ ପତ୍ରରେ ଦର୍ଶାଇଛନ୍ତି । ଏ ନେଇ ଟିଟିଲାଗଡ଼ ସବ୍ ଡିଭିଜନରେ ସରକାରୀ ଡାକ୍ତରଖାନା କାର୍ଯ୍ୟରତ ଅଭିଯୋଗ ଆସିଥିବା ଡାକ୍ତର କହିଛନ୍ତି ଯେ, ସେ କାର୍ଯ୍ୟରତ ନ ଥିବା ଓ ଉକ୍ତ ଛାତ୍ରଙ୍କୁ ଡାକ୍ତରଖାନାର ଅଫିସରେ ଆବେଦନ କରିବାକୁ କହିଥିଲେ । କିନ୍ତୁ ସେମାନେ ନ ବୁଝି ତାଙ୍କୁ ତାଙ୍କ ବାସ ଭବନ ରେ ହିଁ ଓ ବର୍ତ୍ତମାନ ଏକ  ପ୍ରମାଣ ପତ୍ର ପ୍ରଦାନ କରା ଯାଉ ବୋଲି ଜିଦ ଧରିଥିଲେ । କୌଣସି ପ୍ରକାର ଟଙ୍କା ଦାବି କରି ନ ଥିବା ଓ  ତାଙ୍କୁ ବେଳେ ତାଙ୍କୁ ଏପରି ଭିଡିଓ ଭାଇରାଲ କରି ବଦନାମ କରାଯାଉଛି ବୋଲି ସେ ପଲଟ। ଅଭିଯୋଗ କରିଛନ୍ତି lଏଣୁ ଏହି ଡାକ୍ତରଖାନାରେ ଡାକ୍ତର ଅଭାଗ ଥିବା ସତ୍ୱେ ସେ ଅନ୍ୟତ୍ର ଚାଲିଯିବେ ବୋଲି କହିଛନ୍ତି ।

ଏ ନେଇ ଉକ୍ତ ପକ୍ଷ ଏହା ଏକ ଲଜ୍ୟା ଜନକ ବିଷୟ ଓ ଏଥିପାଇଁ ଅନେକ ମେଧାବୀ ଛାତ୍ର,ଛାତ୍ରୀଙ୍କ ମୌଳିକ ଅଧିକାର ରୁ ବଂଚିତ ହେଉଛନ୍ତି, ବୋଲି ବଲାଙ୍ଗୀର ସ୍ବେଛାସେବୀ ସଂଗଠନ ପକ୍ଷରୁ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କ ନିକଟରେ

ବୁଧବାର ଦାବି କରାଯାଇଛି।  ବଲାଂଗୀର ସ୍ବେଛାସେବୀ ସଂଗଠନର ସଦସ୍ୟ ସନ୍ତୋଷ ପଟ୍ଟନାୟକ, ଗୋବିନ୍ଦ ଶତପଥୀ, ପାର୍ଥ କର୍ଣ, ଅଜୟ ନାଗ, ଦେବରାଜ ନାଗ , ସନ୍ତୋଷ କର୍ମୀ, ପ୍ରଭାତ ମହାନନ୍ଦ, କୁବେର ବସ୍ତିଆ, ଲିକନ ସେଠ, ଶିବ ପ୍ରସାଦ ନାଗ ଏହାର ଉଚିତ ତଦନ୍ତ କରି ଉକ୍ତ ଡାକ୍ତର ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି ପତ୍ର ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like