-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

କୋଦଳାରେ ନିର୍ମିତ ହେବ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ୍, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

12-Aug-2021



ଗଞ୍ଜାମ (ଉମା ମହାରଣା) କୋଦଳା ସହରବାସୀ ତଥା କ୍ରୀଡ଼ାବିତଙ୍କ ଲାଗି ଖୁସି ଓ ଆନନ୍ଦର ସମୟ । ମୁଖ୍ୟମନ୍ତ୍ରୀ କୋଦଳା ସହରବାସୀଙ୍କୁ ଏକ  ଇନଡୋର ଷ୍ଟାଡିୟମ ନିର୍ମାଣ ଲାଗି ୬ କୋଟି  ଟଙ୍କା ମଞ୍ଜୁର କରିଛନ୍ତି ।ରାଜ୍ୟ ସରକାର ଓଡିଶାରେ କ୍ରୀଡା ଭିତ୍ତିଭୂମିର ବିକାଶ ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟର ସହରାଞ୍ଚଳରେ ୮୯ ଟି ଇନଡୋର ଷ୍ଟାଡିୟମ ପାଇଁ ଅନୁମତି ମିଳିଛି। ଏହା ମଧ୍ୟରେ କୋଦଳା ଏନଏସିରେ ମଧ୍ୟ କ୍ରୀଡା କ୍ଷେତ୍ରରେ ଭିତ୍ତିଭୂମିର ବିକାଶ ପାଇଁ ଇନଡୋର ଷ୍ଟାଡିୟମ ନିର୍ମାଣ ହେବ। 
କୋଦଳା କ୍ରୀଡ଼ାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଏହି ପ୍ୟାକେଜ ଘୋଷଣା ପରେ କୋଦଳା ଏନଏସି ଅନ୍ତର୍ଗତ କଲ୍ଯାଣ ମଣ୍ଡପ ଠାରେ  ଅନୁଷ୍ଠିତ ହୋଇଯାଇଛି ଏକ କୃତଜ୍ଞତା ଓ ଶୁଭେଚ୍ଛା ଉତ୍ସବ । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ କୋଦଳା ସହରବାସୀଙ୍କ ଲାଗି ଇନଡୋର ଷ୍ଟାଡିୟମ ଘୋଷଣା କରିଥିବାରୁ ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ କବିସୂର୍ଯ୍ୟନଗର

ବିଧାୟିକା ଲତିକା ପ୍ରଧାନ ।ଏହି ଅବସରରେ 
କୋଦଳା ବାର୍ ଆସୋସିଏସନ ସଭାପତି ବାଳକୃଷ୍ଣ ପଣ୍ଡା, ସରକାରୀ ଓକିଲ ତାରିଣୀ ପଟ୍ଟନାୟକ, ନଗର ମହିଳା ସଭାନେତ୍ରୀ ସୁଜାତା ରାଣୀ ପ୍ରଧାନ, ନଗର ସଭାପତି ସଞ୍ଜୀବ କୁମାର ସାହୁଙ୍କ ସମେତ ଅଞ୍ଚଳର କ୍ରୀଡ଼ାବିତ୍, କ୍ରୀଡାପ୍ରେମୀ, ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଉପସ୍ଥିତ ରହି ଇନଡୋର ଷ୍ଟାଡିୟମ ପାଇଁ ବହୁ ଦିନ ଧରି ଦାବି ଉଠି ଆସୁଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ କ୍ରୀଡ଼ାବିତଙ୍କ ମନରେ ଖୁସି ଦେଖାଦେଇଛି।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like