-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ    (05-Nov-2026)       ||      କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   (05-Nov-2026)       ||      *ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   (05-Nov-2026)       ||      ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||     

HOME   ଜିଲ୍ଲା

ଆଡିବନ୍ଧ ମରାମତି ଦାବିକଲେ ଯୁବ ସାମ୍ବାଦିକ ରାଧେଶ୍ୟାମ ହାତୀ

12-Aug-2021



ପୁଇଁତଳା, (ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ପୁଇଁନ୍ତଳା ବ୍ଲକ ଅନ୍ତର୍ଗତ ଠେଲକୋମୁଣ୍ଡା ଉପରକଣ୍ଟା ଆଡିବନ୍ଧ ମରାମତି ଦାବି କଲେ ଯୁବ ସାମ୍ବାଦିକ ରାଧେଶ୍ୟାମ ହାତୀ । ସୂଚନା ଅନୁସାରେ ଠେଲକୋମୁଣ୍ଡା ଉପରକଣ୍ଟାକୁ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନିଜ ହାତକୁ ନେଇ କୋଟି କୋଟି ଟଙ୍କାର ମାଟି କାମ କରିଥିଲା । କିନ୍ତୁ ଏହି ମାଟିକାମ ଅତି ନିମ୍ନମାନର ହୋଇଥିବା ଯୋଗୁଁ ଆଡିବନ୍ଧ ର ମୁଖ୍ୟ ଅଂଶ ଭୁକ୍ଷଲନ ହୋଇଛି । ଏହାକୁ ନେଇ ଚିନ୍ତାରେ ଗ୍ରାମବାସୀ । ବର୍ତ୍ତମାନ ପୋଖରୀରେ ପାଣି ବଢିବାକୁ ଲାଗୁଥିଲା ବେଳେ ଯଦି ଏହି ଆଡି ବନ୍ଧକୁ ମରାମତି ନ କଲେ ତାହା ଗାଁ ପ୍ରତି ବିପଦ ଆଶଙ୍କା ରହିଛି । ତେଣୁ ଠେଲକୋମୁଣ୍ଡା ଉପରକଣ୍ଟା କୁ ଖୁବ ଶୀଘ୍ର ମରାମତି କରିବା ପାଇଁ ଯୁବ ସାମ୍ବାଦିକ ରାଧେଶ୍ୟାମ ହାତୀ ଦାବି କରିଛନ୍ତି । ଯଦି ଆଦିବନ୍ଧ ମରାମତି କରାନଗଲେ ଖୁଦ୍ର ଜଳସେଚେନ ପ୍ରକଳ୍ପ ର ବଲାଙ୍ଗୀର କାର୍ଯ୍ୟାଳୟ ସମ୍ବୁଖରେ ଧାରଣା ରେ ବସିବେ ବୋଲି ଯୁବ ସାମ୍ବାଦିକ ରାଧେଶ୍ୟାମ ହାତୀ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜର୍ନାଲିଷ୍ଟ ଏସୋସିଏସନ୍ ଅଫ୍ ବରଗଡ (ଜାବ)ର ବାର୍ଷିକ ସାଧାରଣ ପରିଷଦ ବୈଠକ ଓ ଦ୍ଵିବାର୍ଷିକ ନିର୍ବାଚନ   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ଅଘଟଣ : ନିର୍ମାଣାଧୀନ ମ୍ୟାରେଜ ପ୍ୟାଲେସରେ ଶ୍ରମିକଙ୍କ ମୃତ୍ୟୁ   05-Nov-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସାଂସଦ ପ୍ରତିନିଧି ରାଜେନ୍ଦ୍ର ବିଷୋୟୀଙ୍କୁ ଭବ୍ୟ ସ୍ୱାଗତ*   05-Nov-2026
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026

You Might Also Like