-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   (05-Nov-2026)       ||      ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   (05-Nov-2026)       ||      ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   (05-Nov-2026)       ||      କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ    (05-Nov-2026)       ||      କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   (05-Nov-2026)       ||      ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   (05-Nov-2026)       ||      କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||     

HOME   ଜିଲ୍ଲା

ତୁରେକେଲାଠାରେ ବାରାହ ଆକ୍ରମଣରେ ଜଣେ ଆହତ

12-Aug-2021



କଣ୍ଟାବାଞ୍ଜି;ଆନନ୍ଦ କୁମାର ମୋଟେ) : ବଲାଙ୍ଗୀର ଜିଲ୍ଲାର ତୁରେକେଲା ବ୍ଳକରେ ଘଞ୍ଚ ଜଙ୍ଗଲରେ ପରିପୂର୍ଣ୍ଣ ଅଛି।ଏଣୁ ଜଙ୍ଗଲରେ ଜଙ୍ଗଲି ଜୀବଜନ୍ତୁ ଯଥା,ଭାଲୁ,ହାତୀ, ବିଲୁଆ,ଚିତାବାଘ,ବାରାହ ଆଦି ଦେଖିବାକୁ ମିଳନ୍ତି।ଆଜି ସକାଳେ ଲାଠୋର ନିବାସୀ ନେତ୍ରାନନ୍ଦ ଦାସ ନିଜ ମଟରସାଇକଲ ଯୋଗେ କଣ୍ଟାବାଞ୍ଜିକୁ ଅଫିସ କାର୍ଯ୍ୟ ପାଇଁ ଯାଉଥିବା ସମୟରେ ଏକ ଅଘଟଣ ଘଟିଥିଲା।ତୁରେକେଲା

ପେଟ୍ରୋଲ ପମ୍ପ ପାଖାପାଖି ହଠାତ ବାରାହପଲ ରାସ୍ତା ପାର ହେବାବେଳେ  ମଟରସାଇକେଲରେ ପିଟିହେବା ଫଳରେ ବ୍ୟକ୍ତି ଜଣକ ତଳେ ପଡି ଯାଇଥିଲେ।ତାଙ୍କ ଶରୀରର ବିଭିନ୍ନ ଯାଗା କ୍ଷତାକ୍ତ ହେବା ସହିତ ରକ୍ତଝରୁଥିଲା।ସେହି ସମୟରେ କଣ୍ଟାବାଞ୍ଜିରୁ ତୁରେକେଲା କୁ ଜୁନିୟର ରେଡକ୍ରସ ପରାମର୍ଶ ଦାତା ବିରଞ୍ଚି ନାରାୟଣ ଦାଶ ପହଞ୍ଚି ଆହତ ବ୍ୟକ୍ତିଜଣକୁ କାରଯୋଗେ ତୁରେକେଲା ଡାକ୍ତରଖାନାକୁ ନେଇ 

ଚିକିତ୍ସା କରେଇଥିଲେ।ପରେ ଶ୍ରୀ ଦାଶ କଣ୍ଟାବାଞ୍ଜି ବନାଞ୍ଚଳ ଅଧିକାରୀ ଶ୍ରଦ୍ଧାଦେବ ବଡମାଳିଙ୍କୁ ଫୋନଯୋଗେ ଯୋଗାଯୋଗ କରିଥିଲେ।ଏଥିରେ ମେଡିକାଲ ଅଫିସର ସ୍ୱ।ଗତ ଖମାରୀ,ଡାକ୍ତର ମେହେର, ସମାଜସେବୀ ଆଶିଷ ଜୈନ ଆଦି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଣ୍ଣବ ଓ ପରବର୍ତ୍ତୀ ବନ୍ୟା କ୍ଷୟକ୍ଷତି ଆକଳନ♦️ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍, ବ୍ୟାପକ କ୍ଷୟକ୍ଷତି ହୋଇଛି, ସମ୍ପୂର୍ଣ୍ଣ ଆକଳନ କରିବାକୁ ଆହୁରି ୭/୮ ଦିନ ଲାଗିବ   05-Nov-2026
  ଜିଲ୍ଲା  
ଥାନାରେ ସର୍ଦ୍ଦାରଙ୍କର ରାତ୍ରୀକାଳୀନ ସାକ୍ଷାତକାର ♦️ କାରଣ କଣ ?   05-Nov-2026
  ରାଜ୍ୟ  
ରାଜନୀତିର ପଶାପାଲେିର ବନ୍ଧା ପଡିଛି ବଲାଙ୍ଗୀରର ସ୍ୱାଭିମାନ ଲକ୍ଷ୍ମେୀଜାର୍ ପ୍ରକଳ୍ପ   05-Nov-2026
  ଜିଲ୍ଲା  
କଣ୍ଟାମାଳ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଉଦଯାପିତ   05-Nov-2026
  ଜିଲ୍ଲା  
କୁଟାସିଂହା ଅଙ୍ଗ ନଦୀ ଉପରେ ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକଚର(ବ୍ୟାରେଜ) ନିର୍ମାଣ ପ୍ରକଳ୍ପ ଅନୁମୋଦିତ   05-Nov-2026
  ଜିଲ୍ଲା  
ବିଦ୍ୟାଧରପୁର କାଳୀପୂଜା ପ୍ରସ୍ତୁତି ୩୧ ମଣ୍ଡପରେ ପୂଜା ; ୧୮ରେ ଭସାଣି   05-Nov-2026
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026

You Might Also Like