-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ମନରେଗା କାମରେ ଦୁର୍ନୀତିର ଗନ୍ଧ : ଖେଳ ପଡିଆ ଉନ୍ନତିକରଣ କାମରେ ବ୍ୟାପକ ଅର୍ଥ ହରିଲୁଟ୍

12-Aug-2021



ଲୋଇସିଂହା/ଆଗଲପୁର, (ବିନୋଦ କୁମାର ଦୀପ): ରାଜ୍ୟ ତଥା କେନ୍ଦ୍ର ସରକାର ଗ୍ରାମାଞ୍ଚଳରେ କ୍ରୀଡ଼ାର ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ ବରାଦ କରୁଥିବା ବେଳେ ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକରେ ଏହା ପ୍ରହସନ ପାଲଟିଥିବା ଦେଖିବାକୁ ମିଳିଛି । ପୁଣି ଏକ ମନରେଗା ଦୁର୍ନୀତି ଦେଖିବାକୁ ମିଳିଛି ଆଗଲପୁର ବ୍ଲକ ନଅଗାଁ(ଖ) ପଂଚାୟତ ସାନଟିକା ଗ୍ରାମରେ ନିମ୍ନମାନର ଖେଳ ପଡିଆ ନିର୍ମାଣ କରି ଠିକାଦାରଠୁ ଆରମ୍ଭକରି ସରକାରୀ ଅଧିକାରୀ ମାଲେମାଲ ହୋଇଥିବା ବେଳେ ଖେଳପଡ଼ିଆ ଉନ୍ନତିକରଣର ବର୍ଷେ ନପୁରୁଣୁ ତାହା ଖେଳିବା ଅନୁପଯୋଗୀ ହୋଇ ପଡ଼ିରହିଛି l ପଡ଼ିଆ ଚାରିଆଡେ ବସିବା ପାଇଁ ସିମେଣ୍ଟ ବେଞ୍ଚ ହେବା ବଦଳରେ ସେ ଅର୍ଥକୁ ଆତ୍ମସାତ କରି ଦୁରୁପଯୋଗ ହୋଇଥିବା ସ୍ପଷ୍ଟ ଦିଶୁଛି l ଏପରିକି ଶ୍ରମିକକୁ କାମ ଦେବା ବଦଳରେ ମେସିନ ସାହାଯ୍ୟରେ କାମ କରାଯିବା ସହ କିଛି ଶ୍ରମିକଙ୍କ ବ୍ୟାଙ୍କଖାତାରେ ଟଙ୍କା ପଡିବା ମନରେଗାରେ ଅର୍ଥ ହଡ଼ପ କରି ହରିଲୁଟ ହୋଇଥିବା ଅଭିଯୋଗ ହୋଇଛି l ସାନଟିକା ଗାଁରେ ୨୦୨୦-୨୧ ରେ ମନରେଗା ଯୋଜନାରେ ଫାଇଲ ଖୋଲାଯାଇ ୫ ଲକ୍ଷ ଟଙ୍କା ବ୍ୟୟରେ ଖେଳପଡିଆ ନିର୍ମାଣ ହୋଇଥିବା ସୂଚନା ଫଳକରେ ଉଲ୍ଲେଖ ରହିଛି l ତେବେ ୨୦୨୧-୨୨ ବର୍ଷରେ ପୁଣି ଏହି ଖେଳପଡିଆ ନିର୍ମାଣ ପାଇଁ ଆଉ ୫ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଥିବା ଜଣାଯାଇଛି l ଖେଳପଡ଼ିଆ ଉନ୍ନତିକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ନ ହୋଇ  ୨୦୨୦-୨୧ ବର୍ଷର ଅନୁଦାନ ଅର୍ଥ ଉଠି ସାରିଥିବା ଅଭିଯୋଗ ହୋଇଛି l ଦାୟିତ୍ୱରେ ଥିବା ପଂଚାୟତ ନିର୍ବାହୀ ଅଧିକାରୀ ତଥା କନିଷ୍ଠ ଯନ୍ତ୍ରୀଙ୍କୁ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା ତାଙ୍କ ପ୍ରତିକ୍ରିୟା ଏ ପର୍ଯ୍ୟନ୍ତ ମିଳିପାରି ନାହିଁ l ଆଗଲପୁର ବିଡ଼ିଓ ଭୁବନ ଶତପଥୀଙ୍କୁ ପଚାରି ବୁଝିବାରୁ କଣ କାମ ହୋଇଛି ସେ ବୁଝି ପରଖିଵା ପରେ କହିବି ବୋଲି ପ୍ରକାଶ କଲେ l ଏଥିରୁ ସ୍ପଷ୍ଟ ଜଣା ପଡୁଛି ଯେ ମନରେଗାର ଦୁର୍ନୀତି ବାଟ ତଳୁ ଉପର ଯାଏ ଲମ୍ବିଛି l ପଡିଆ ନିର୍ମାଣରେ ପ୍ରଶାସନିକ ଅଧିକାରୀ ଏବଂ ଠିକାଦାର ମଧ୍ୟରେ  ମଧୁଚନ୍ଦ୍ରିକା ଯୋଗୁଁ ଏଭଳି ଅବସ୍ଥା ହୋଇଛି ବୋଲି ସାଧାରଣରେ ଚର୍ଚ୍ଚା ଜୋର ଧରିଛି l ତେବେ ସବୁଠାରୁ ବଡ ପ୍ରଶ୍ନ ସାନଟୀକା

ଖେଳପଡିଆ ନିର୍ମାଣରେ ହୋଇଥିବା ଅନିୟମିତତାର  ତଦନ୍ତ କରିବେ କି ସରକାରୀ ଅଧିକାରୀ ?  ଏଣୁ ବଲାଙ୍ଗୀର  ଜିଲ୍ଲାପାଳ ତଥା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଏଥିପ୍ରତି ସ୍ୱତନ୍ତ୍ର ଭାବେ ଦୃଷ୍ଟିଦେବା ସହ କ୍ରୀଡ଼ାର ବିକାଶ ଚିନ୍ତା କରୁଥିବା ମନ୍ତ୍ରୀ ତୁଷାରକାନ୍ତ ବେହେରା ଏଦିଗରେ ଧ୍ୟାନ ଦେଇ ଦୁର୍ନୀତି ଗ୍ରସ୍ଥ ସରକାରୀ ଅଧିକାରୀ  ଏବଂ ଠିକାଦାରଙ୍କ ବିରୁଦ୍ଧରେ ଉଚିତ କାର୍ଯ୍ୟାନୁଷ୍ଠାନ କେବେ ନେଉଛନ୍ତି ଦେଖିବାକୁ ବାକି ରହିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like