-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

୬କୋଟି୪୦ଲକ୍ଷ ଟଙ୍କା ବ୍ୟୟରେ ହେବ ବିନିକାରେ ଇଣ୍ଡୋର ଷ୍ଟାଡିୟମ,ମନ୍ତ୍ରୀ ପଦ୍ମନାଭ ବେହେରା

13-Aug-2021



ବିନିକା(ହିମାଂଶୁ ଶେଖର ପୁଟେଲ) ମାନ୍ୟବର ବାଣିଜ୍ୟ ପରିବହନ ଓ ଯୋଜନା ସମନ୍ମୟ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ ପ୍ରଚେଷ୍ଟା କ୍ରମେ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟାଳୟରୁ ବିନିକା ସ୍ପୋର୍ଟସ କ୍ଲବକୁ ଆସିଥିବା ଖେଳ ଉପକରଣ ସାମଗ୍ରୀ ବଣ୍ଟନ କରିବା ଅବସରରେ ଗତକାଲି ସନ୍ଧ୍ୟାରେ ବିନିକା ସ୍ପୋର୍ଟସ କ୍ଲବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ପଦ୍ମନାଭ ବେହେରା ସ୍ପୋର୍ଟସ କିଟସକୁ ଉନ୍ମୋଚିତ କରିବା ସହ ଖେଳାଳୀ ମାନଙ୍କୁ ବଣ୍ଟନ କରିଥିଲେ l ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅଞ୍ଚଳରେ କ୍ରୀଡା ଭିତ୍ତିଭୂମିର ବିକାଶ ଓ କ୍ରୀଡାର ଉନ୍ନତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିନିକାରେ ଏକ ବହୁମୁଖି ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ପାଇଁ ୬କୋଟି୪୦ଲକ୍ଷ ଟଙ୍କା ମଞ୍ଜୁର କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଥିଲେ l ସେହିପରି ଖେଳାଳି ରଶ୍ମିତା ମେହେର ଓ ଯୁବ ଖେଳାଳୀ ପ୍ରକାଶ ଚନ୍ଦ୍ର ମୁଦୁଲି ବିନିକା ଅଞ୍ଚଳର ଖେଳାଳୀ ମାନଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ସ୍ପୋର୍ଟସ ସାମଗ୍ରୀ ଦେଇଥିବାରୁ ଧନ୍ୟବାଦ ଜଣାଇଥିଲେ l  କାର୍ଯ୍ୟକ୍ରମରେ ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ର ସଭାପତିତ୍ବ କରିଥିବା ବେଳେ ହିମାଂଶୁ ଭୂଷଣ ପଣ୍ଡା ସଭାକୁ ସଂଯୋଜନା କରିଥିଲେ l ପ୍ରାରମ୍ଭରେ ବିନିକା ବିଜ୍ଞାପିତ ପରିଷଦର ପୂର୍ବତନ ନଗରପାଳ ମମତା ମିଶ୍ର,ଉପ ନଗରପାଳ ତପସ୍ଵିନୀ ମେହେର,କଳ୍ପନା ଭୋଇ,ଆଳିସା ମେହେର,ଅଲିଭା ମେହେର,ସ୍ମିତା ପ୍ରିୟଦର୍ଶିନୀ,ମାଳତୀ ଭେଶରା,ତନିଷ୍କା ସାଣ୍ଡ,ଦୀପିକା ମେହେର,ବିନିକା ଓକିଲ ସଂଘର ସଭାପତି ସୁଧାଂଶୁ ଶେଖର ଦାଶ,ଯୁବନେତା ପୀତବାସ, ହାଡୁ ମେହେର, ମେହେର,ସୁନୀଲ ମେହେର,ଶିବାନନ୍ଦ ପାଣିଗ୍ରାହୀ, ହଲାୟୁଦ୍ ମିଶ୍ର ପ୍ରମୁଖ ମନ୍ତ୍ରୀଙ୍କୁ ଫୁଲତୋଡ଼ା ଦେଇ ସ୍ବାଗତ କରିବା ସହ ସ୍ପୋର୍ଟସ କ୍ଲବ ଭିତରକୁ ପାଛୋଟି ଆଣିଥିଲେ l ଏହି କାର୍ଯ୍ୟକ୍ରମରେ ସ୍ପୋର୍ଟସ କ୍ଲବର ସମସ୍ତ ସଦସ୍ୟଙ୍କ ସମେତ ଅଞ୍ଚଳର ବହୁ କ୍ରୀଡାବିତ ଯୋଗଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like