-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ

13-Aug-2021



ଭୁବନେଶ୍ୱର(ଶୁଭାଶିଷ ନାୟକ) : ଆସନ୍ତାକାଲି ପ୍ରକାଶ ପାଇବ +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ  । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଦିଆଯାଇଛି ସୂଚନା । କ୍ଟକ୍ସସଗ୍ଦଗ୍ଦବକ୍ସରଗ୍ଦଙ୍କକ୍ଷଗ୍ଧଗ୍ଦ.ଦ୍ଭସମ.ସଦ୍ଭରେ ରେଜଲ୍ଟ ପାଇପାରିବେ ଛାତ୍ରଛାତ୍ରୀ । ତେବେ କେତେବେଳେ ପରୀକ୍ଷା ଫଳ ବାହାରିବ ସେେଇ କିଛି ସୂଚନା ମିଳିନଥିବା ବେଳେ ଆଜି ସୁଦ୍ଧା ସ୍ପଷ୍ଟ ସୂଚନା ମିଳିବ ।

ଗତ ଜୁଲାଇ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରିକ୍ଷା ଫଳ ବାହାରିଥିଲା । ସେହି ସମୟରେ ଆଉ ୧୫ ଦିନ ମଧ୍ୟରେ କଳା ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଥିଲା । ଚଳିତ ବର୍ଷ କଳାରେ ପାସ୍ ହାର ୯୦% ଉପରେ ରହିବ ବୋଲି ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।
ଯେଉଁମାନେ ଫଳାଫଳକୁ ନେଇ ଅସନ୍ତୋଷ ପ୍ରକାଶ କରିବେ ସେମାନଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି ସୂଚନା ମିଳିଛି ।  ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନାହିଁ । ଅଫ୍ଲାଇନ୍ରେ ପରୀକ୍ଷା କରାଯିବ କି ନାହିଁ ସେ ସମ୍ପର୍କରେ ଆଗାମୀ ଦିନରେ ଜଣାପଡ଼ିବ । 

ସୂଚନାଯୋଗ୍ୟ, ଯୁକ୍ତ ୨ ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟରେ ୯୪.୯୬% ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ବିଜ୍ଞାନରେ ରେଗୁଲାର ପାସ୍ ହାର ୯୯.୮୮% ରହିଛି । ଏଥିରୁ ପ୍ରଥମ ଶ୍ରେଣୀରେ ୫୫ ହଜାର ୪୬୮ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୬ ହଜାର ୯୪୩ ଓ ତୃତୀୟ ଶ୍ରେଣୀରେ ୧୪ ହଜାର ୬୩୧ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ବାଣିଜ୍ୟରେ ରେଗୁଲାର ପାସ୍ ହାର ୯୯.୯୫% ରହିଛି । ଏଥିରେ ପ୍ରଥମ ଶ୍ରେଣୀରେ ୮,୩୫୫ ଜଣ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୫,୬୯୨ ଓ ତୃତୀୟ ଶ୍ରେଣୀରେ ୯,୦୬୬ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ