-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||      ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   (25-Jun-2026)       ||      ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||     

HOME   ଜିଲ୍ଲା

ଦାଉ ସାଜିଲା ବର୍ଷା,ଅଧାରେ ପଡିରହିଛି ଚାଷ,ଚାଷୀ ହନ୍ତସନ୍ତ-କାମ ରେ ଆସୁନି ଇନ୍ଦ୍ରାବତୀ ଉଠା ଜଳସେଚନ ପ୍ରକଳ୍ପ।

13-Aug-2021



ଧର୍ମଗଡ଼( ଜ୍ୟୋତିରଞ୍ଜନ ବେମାଲ )

ଅଚାନକ ବର୍ଷା ଗେଭ ,ଅଟକି ରହିଛି ଚାଷ  ମୁଣ୍ଡରେ ହାତ ମାରି ଜଗି ରହିଛି ଚାଷୀ।ଏଭଳି ଘଟଣା ଦେଖିବାକୁ ମିଳୁଛି କଳାହାଣ୍ଡି ଜିଲ୍ଲା ଦଣ୍ଡପାଟ ସ୍ଥିତ ପର୍ଲା , କଦଲିମୁଣ୍ଡା ଛନ୍ଚାଣବାହେଲି ,ଧଅରପୁର ପଂଚାୟତରେ।ଶହ ଶହ ହେକ୍ଟର ଜମିରେ ବର୍ଷା ଅଭାବ କାରଣରୁ ଚାଷ କାମ ହୋଇପାରିନାହିଁ ଯାହା ଚାଷୀ ଙ୍କ ଭିତରେ ଚିନ୍ତାର କାରଣ ପାଲଟିଛି।ଛନ୍ଚାଣବାହେଲି ପଞ୍ଚାୟତ ବେହେରାଗୁଡା ଗ୍ରାମରେ ଚାଷ କାମ ଏକପ୍ରକାର ସଙ୍କଟ ଦେଖାଦେଇଛି।ଆନୁମାନିକ ୭୫ପ୍ରତିଶତ ଚାଷ ଜମିରେ ବର୍ଷା ଅଭାବରୁ ଚାଷ ହୋଇପାରିନି।ବର୍ତ୍ତମାନ ଜୁଲାଇ ଯାଇ ଅଗଷ୍ଟ ଶେଷ ହେବାକୁ ବସିଲାଣି।ଚାଷୀ ଙ୍କ ରୁଆ ବେରୁଷା,ସେମିତି ଅଟକି ପଡିରହିଛି।ବର୍ତ୍ତମାନ ସ୍ଥିତିରେ ବର୍ଷା ହେଲେ ମଧ୍ୟ ଚାଷ ହେବା ସମ୍ଭାବନା ନାହିଁ ବୋଲି ଚାଷୀମାନେ ପ୍ରକାଶ କରନ୍ତି।ଅନ୍ୟପଟେ ଇନ୍ଦ୍ରାବତୀଉଠାଜଳସେଚନ ବ୍ୟବସ୍ଥା ସରକାର କରିଥିଲେ ମଧ୍ୟ ଏସବୁ ପଂଚାୟତ ମାନଙ୍କରେ ଜଳ ଯୋଗାଣ ହୋଇପାରୁ ନ ଥିବା ନେଇ ଲୋକଙ୍କ ମଧ୍ୟରେ କ୍ଷୁବ୍ଧ ପ୍ରକାଶ ପାଇଛି।ଅନ୍ୟପଟେ କେତେକ ଚାଷୀ ନିଜ ଚାଷ ଜମିରେ ଗାଈଗୋରୁ ଛାଡିଲେଣି।ତେବେ ଇନ୍ଦ୍ରାବତୀ ଉଠା ଜଳ ସେଚନ ବ୍ୟବସ୍ଥା କୁ ନେଇ ଏବେ ଲୋକଙ୍କ ଭିତରେ ପ୍ରଶ୍ନ ଉଠିଛି।ସେପଟେ ପର୍ଲା ରେ କେନାଲ ଅଛି ସତ ହେଲେ ପାଣିର ଦେଖାନାହିଁ।ନା ଆସୁଛି କେନାଲରେ ପାଣି ନା ଲାଗିଛି ଉଠା ଜଳ ସେଚନ ର ବ୍ୟବସ୍ଥା ,ହେଲେ   ଦଣ୍ଡପାଟ ଅଞ୍ଚଳ ପାଇଁବରଦାନ ଭାବେ ଛିଡା ହୋଇଛି ଇନ୍ଦ୍ରାବତୀ ଉଠା ଜଳ ସେଚନ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   25-Jun-2026
  ରାଜ୍ୟ  
ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   25-Jun-2026
  ଜିଲ୍ଲା  
୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ   25-Jun-2026
  ଜିଲ୍ଲା  
ଫଟାବାହାଲ ସ୍କୁଲ ପଡାରେ ବିଜୁଳି ସମସ୍ୟା♦️ ନରସିଂହଙ୍କୁ ବାଟ ଓଗାଳି ଅଭିଯୋଗ କଲେ ମହିଳା ଗୋଷ୍ଠୀ   25-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026

You Might Also Like