-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଆବାସ ଯୋଜନା- ଘର ବଣ୍ଟରେ କୋଶଳାଂଚଳକୁ ଉପେକ୍ଷା ପ୍ରତିବାଦରେ ଖୁବ୍ ଶିଘ୍ର ଦ୍ୱିତୀୟ ପର୍ଯ୍ୟାୟ କୋସଲ ସ୍ୱାଭିମାନ ଯାତ୍ରା ଆରମ୍ଭ ହେବ - କେୱାଇସିସି

13-Aug-2021



ବଲାଙ୍ଗିର,(ପ୍ରେରଣା ଖବର)- ବିଗତ କୋସଲ ସ୍ୱାଭିମାନ ଯାତ୍ରାର ସମୀକ୍ଷା ଓ ଆଗାମୀ କାର୍ଯ୍ୟକ୍ରମ ପାଇଁ କୋସଲ ଯୁବ ସମନ୍ୱୟ ସମିତିର ରାଜ୍ୟ ନେତୃତ୍ୱ ମଣ୍ଡଳୀର ଏକ ବୈଠକ ଆଜି ତା.୧୩.୦୮.୨୦୨୧ ଦିନ ସ୍ଥାନୀୟ ଯାଦବ ଭବନରେ ଅନୁଷ୍ଠିତ ହୋଇଯାଇଛି । କୋସଲ ଯୁବ ସମନ୍ୱୟ ସମିତିର ରାଜ୍ୟ ସଭାପତି ଡୋଳାମଣି ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସଂଗଠନର ବିଭିନ୍ନ ରାଜ୍ୟସ୍ତରୀୟ ସଂଗଠକ ଯୋଗ ଦେଇଥିବା ବେଳେ କୋସଲ ରାଜ୍ୟ ସମନ୍ୱୟ ସମିତିର ନେତୃ ସ୍ଥାନୀୟ ବ୍ୟକ୍ତିମାନେ ନିମନ୍ତ୍ରିତ ହୋଇ ଯୋଗ ଦେଇଥିଲେ । ସଭାଟିକୁ ସଂଚାଳନ କରିଥିଲେ କୋସଲ ଯୁବ ସମନ୍ୱୟ ସମିତିର ରାଜ୍ୟ କାର୍ଯ୍ୟକାରୀ ସଭାପତି ରିଲୁ ରଥ, ଏହି ବୈଠକରେ ବିଗତ କୋସଲ ସ୍ୱାଭିମାନ ଯାତ୍ରା ପ୍ରତି ସମର୍ଥନ ଜ୍ଞାପନ କରିଥିବା କୋସଲାଂଚଳର ବିଭିନ୍ନ ରାଜନୈତିକ ଦଳର ନେତା ଓ ସଂଗଠନ ତଥା ବିଭିନ୍ ସାମାଜିକ - ସାଂସ୍କୃତିକ ସଂଗଠନର ନେତୃ ମଣ୍ଡଳୀ ପ୍ରତି ସଂଗଠନ ତରଫରୁ ସାଧୁବାଦ ଜ୍ଞାପନ କରାଯାଇଥିଲା । ସଇଁନ୍ତଲା ଠାରେ କୋସଲ ସଂଗ୍ରାମୀମାନଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅଂଚଳର କଂଗ୍ରେସ ଓ ବିଜେପି ଦଳର ନେତା  ଓ କର୍ମୀ ତଥା କଳାହାଣ୍ଡି ଜିଲ୍ଲାର ଯୁବ କଂଗ୍ରେସ ଦଳର ନେତୃମଣ୍ଡଳୀ ଓ ବିଭିନ୍ନ କୋସଲବାଦୀ ସଂଗଠନମାନଙ୍କୁ କୃତଜ୍ଞତା ଜ୍ଞାପନ କରାଯାଇଥିଲା । କୋସଲ ପଦଯାତ୍ରୀମାନଙ୍କୁ ଉର୍ଚ୍ଚସିତ ସଂବର୍ଦ୍ଧନା ଦେଇଥିବା ସଂଗଠନମାନଙ୍କୁ ଆଗାମୀ ଦିନରେ ମଧ୍ୟ ଏଭଳି ସହଯୋଗ କରିବାକୁ ଅନୁରୋଧ କରାଯିବା ସହ ସେମାନଙ୍କୁ ସିଧା ସଳଖ ଭାବରେ କୋସଲ ଆନ୍ଦୋଳନରେ ଯୋଗ ଦେବାକୁ ନିବେଦନ କରାଯାଇଥିଲା ।
    ଏହି ବୈଠକରେ ପ୍ରଥମ ପର୍ଯ୍ୟାୟ କୋସଲ ସ୍ୱାଭିମାନ ପଦଯାତ୍ରାରେ ସମ୍ମିଳିତ ପଦଯାତ୍ରାକାରୀମାନଙ୍କୁ କୋସଲ ରାଜ୍ୟ ସମନ୍ୱୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ କୁମାର ମିଶ୍ର ଓ ସାଧାରଣ ସଂପାଦକ ସୁନିଲ ସମ୍ବର୍ଦ୍ଧିତ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ କୋସଲ ଯୁବ ସମନ୍ୱୟ ସମିତିର ଅନ୍ୟତମ ରାଜ୍ୟ କାର୍ଯ୍ୟକାରୀ ସଭାପତି ଦିପକ ରଥ, ସାଧାରଣ ସଂପାଦକ ଅଚ୍ୟୁତ ସିପୁନ ଖମାରୀ, ଉପସଭାପତି ବିନୋଦ କାଲସାଏ, ସଂଗଠନ ସଂପାଦକ ଗିରିରାଜ ଭୋଇ, କୋଷାଧ୍ୟକ୍ଷ ବନମାଳୀ ନାଏକ, କୋସଲ ରାଜ୍ୟ ସମନ୍ୱୟ ସମିତିର ସଂଗଠକ ମନୋରଂଜନ ସାହୁ, ଶରତ ଚନ୍ଦ୍ର ହୋତା, ରଣରାଜ ସିଂଦେଓ, ରବି ମିଶ୍ର, ଯୁବ ସଂଗଠକ ଦିପକ ରଂଜନ ଦାସ, ରଂଜନ ଖୁଆସ, ଶୁଭମ ପ୍ରଧାନ, ପ୍ରଶାନ୍ତ କୁମାର କର୍ଣ୍ଣ, ଥବିର କର୍ମୀ, ରବି ଖମାରୀ, ପ୍ରିତମ ଠାକୁର ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ଏହି ସଭାରେ ଖୁବ୍ ଶିଘ୍ର ଦ୍ୱିତ୍ୟୀ ପର୍ଯ୍ୟାୟ କୋସଲ ସ୍ୱାମିମାନ ଯାତ୍ରା ଆରମ୍ଭ କରିବାକୁ ଏକ ଷ୍ଟିୟରିଂ କମିଟି ଗଠନ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like