-+91-9937148622 |

prerana_bgr@rediffmail.com |

  Wednesday 4th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||     

HOME   ଜିଲ୍ଲା

ଜାତୀୟ ଅଙ୍ଗଦାନ ଦିବସ-  ଅଙ୍ଗଦାନ କଲେ ଯୁବ ସାମ୍ବାଦିକ ଦେବାଶିଷ ମିଶ୍ର 

13-Aug-2021



ବଲାଙ୍ଗିର, (ପ୍ରେରଣା ଖବର)- ଆଜି ଜାତୀୟ ଅଙ୍ଗଦାନ ଦିବସ । ଏହି ଅବସରରେ ବଲାଙ୍ଗିର ର ଯୂବ ସମ୍ବାଦିକ ଦେବାଶିଷ ମିଶ୍ର ସ୍ଥାନୀୟ ଭୀମ ଭୋଇ ମେଡିକାଲ କଲେଜକୁ ଯାଇ ତାଙ୍କର ଶରୀର ଦାନ କରିଛନ୍ତି । ତାଙ୍କର ମୃତ୍ୟୁ ପରେ ତାଙ୍କ ମର ଶରୀର କୁ ପୋଡି ନଷ୍ଟ କରା ନଯାଇ , ଭୀମ ଭୋଇ ମେଡିକାଲକୁ ହସ୍ତାନ୍ତର କରଯିବ । ଯଦ୍ୱାରା ତାଙ୍କ ମର ଶରୀର ଅବଶ୍ୟକୀୟ ଅଙ୍ଗ ଆଶାୟୀ ଓ ମେଡିକାଲ ଛାତ୍ରଛାତ୍ରୀଙ୍କ ପାଠ ପଢାରେ କାମରେ ଆସି ପାରିବ । 
ସାଂପ୍ରତିକ ସମୟରେ ଲୋକେ ଭିଭିନ୍ନ ଦୁର୍ଘଟଣାରେ ନଜ ଅଙ୍ଗ ହରାଉଛନ୍ତି । ଏପର୍ଯ୍ୟନ୍ତ ମଣିଷ ଅଙ୍ଗର କୌଣସି ବିକଳ୍ପ ମିଳି ନଥିଭା ବେଳେ ଅଙ୍ଗ ଦାନହିଁ କେବଳ ଲୋଲଙ୍କ ଜୀବନ ବଞ୍ଚଉଛି । ଏହାକୁ ନଜର ରେ ରଖି,ସାରା ବିଶ୍ୱରେ ଅଙ୍ଗଦାନ କରିବା ପାଇଁ ଜନସାଧାରଣଙ୍କୁ  ପ୍ରୋତ୍ସାହିତ କରାଯାଉଛି । ସାଧାରଣରେ ମୃତକଙ୍କ ପରିବାର ମଡତକଙ୍କୁ ନିଜ ଧର୍ମ ଓ ବିଶ୍ୱାସ ଅନୁସାରେ ଶବକୁ ପୋଡି କିମ୍ବା କବର ଦିଅନ୍ତି । ଫଳରେ ମୃତ ଶରୀର ଟି ଆଉ କାହାରି କାମରେ ଆସି ପାରେ ନାହିଁ । କିନ୍ତୁ ଯଦି ପୋଡି ଦେବା ପରିବର୍ତ୍ତେ ଯଦି ମୃତ ଶରୀରକୁ ଦାନ କରି ଦିଆ ଯାଏ ତେବେ ଉକ୍ତ ମୃତ ଶରୀରରୁ ଆବଶ୍ୟକୀୟ ଅଙ୍ଗ ଯଥା ଆଖି, କିଡନି ଆଦି ବାହାର କରାଯାଇ ଜଣେ ଆବଶ୍ୟକୀୟ ରୋଗୀ କୁ ଦିଆଯାଇପାରିବ । ତାଛଡା ମୃତ ଶରୀର  ଛାତ୍ରଛାତ୍ରୀଙ୍କ ପଢାରେ ଉପଯୋଗ  କରାଗଲେ ଆଗାମୀ ଦିନରେ ବିଜ୍ଞାନର ଉନ୍ନତି ହୋଇ ପାଇଁ ପାରିବ ବୋଲି ଶ୍ରୀ ମିଶ୍ର ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ।  ଆଜି ଭୀମ ଭୌଇ ମେଡିକାଲ କଲେଜ ଆନାଟୋମି ବିଭାଗର ଏଚଓଡି ଶ୍ରୀ ମିଶ୍ରଙ୍କ ସହ ସମସ୍ତ ପ୍ରତିକ୍ରିୟା ପୂରଣ କରିବା ପରେ ଶ୍ରୀ ମିଶ୍ରଙ୍କ ମହତ ଉଦ୍ୟମ କୁ ଭୁରି ଭୁରି ପ୍ରଶଂସା କରିଥିଲେ । ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ  ମେଡିକାଲ କର୍ତ୍ତୁପକ୍ଷ ଶ୍ରୀକାନ୍ତ ତ୍ରିପାଠୀ ଓ ସମାଜସେବୀ ଅଜୟ ନାଗ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026
  ରାଜ୍ୟ  
ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
*ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   03-Nov-2026
  ଜିଲ୍ଲା  
ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   03-Nov-2026
  ଜିଲ୍ଲା  
ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   03-Nov-2026
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026

You Might Also Like