-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

ଆଶୀର୍ବାଦ ଯୋଜନାରେ ଅନାଥ ଶିଶୁଙ୍କୁ ଜିଲ୍ଲାପାଳଙ୍କ ଦ୍ୱାରା  ଆର୍ଥିକ ସହାୟତା ପ୍ରଦାନ

14-Aug-2021



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ) :  ଗତକାଲି  ଅପରାହ୍ନରେ ଜିଲ୍ଲପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ଦ୍ୱାରା ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଜିଲ୍ଲପାଳ ଶ୍ରୀମତୀ ଅଵୋଲୀ ସୁନିଲ ନରୱଣେ ଆଶୀର୍ବାଦ ଯୋଜନାର ହିତାଧିକାରୀ ଅନାଥ ଶିଶୁ ଓ ମାଆ କିମ୍ବା ବାପାଙ୍କୁ ହରାଇଥିବା ଶିଶୁମାନଙ୍କୁ ଆର୍ଥିକ ସହାୟତା ଚେକ ମାଧ୍ୟମରେ ପ୍ରଦାନ କରିଛନ୍ତି l ଏହି ଅବସରରେ ଜିଲ୍ଲପାଳ  ଶ୍ରୀମତୀ ନରୱଣେ, ଅପର୍ଣ୍ଣା ନନ୍ଦଙ୍କୁ ୨୫୦୦ ଟଂକା, ପୁଜା  ମେହେର, ରୋହନ ନାଏକ, ଅଂଶୁମାନ ବାଘ, ତୁଳସୀ ବେହେରା ପ୍ରଭୁତି ପ୍ରତ୍ୟେକ ଙ୍କୁ  ୧୫୦୦ ଟଙ୍କାର ଚେକ ପ୍ରଦାନ କରିଛନ୍ତି l ଏହି ଯୋଜନାରେ ଜିଲ୍ଲାର  ୭ଜଣ ଅନାଥ ଶିଶୁ ସହ ୭୬ଜଣ ଶିଶୁ ଯେଉଁ ମାନେ ଏହି କରୋନା ସମୟରେ ନିଜ ପରିବାରର ମୁଖ୍ୟ ରୋଜଗାର କ୍ଷମ ବ୍ୟକ୍ତିଙ୍କୁ ହରାଇଛନ୍ତି ଏହିପରି ମୋଟ ୮୩ଜଣ ଶିଶୁଙ୍କୁ ୧ଲକ୍ଷ ୩୧ ହଜାର ୫୦୦ଶହ ଟଙ୍କାର ଆର୍ଥିକ ସହାୟତା ସେମାନଙ୍କ ବ୍ୟାଙ୍କ ଏକାଉଣ୍ଟ ଜରିଆରେ ପ୍ରଦାନ କରାଯାଇଛି l ଏହି ଅବସରରେ ଅତିରିକ୍ତ ଜିଲ୍ଲପାଳ ଶ୍ରୀଯୁକ୍ତ ସୂର୍ଯ୍ୟନାରାୟଣ ଦାସ, ନିଶି ପୂନମ ମିଞ୍ଜ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାସ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ ପ୍ରମୁଖ ଉପସ୍ଥିତ ରହିଥିବା ବେଳେ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ସୁରକ୍ଷା ଅଧିକାରୀ ଅନିଲ କାଲସାଏ, ଜିଲ୍ଲା ସଂଯୋଜକ ରାକେଶ ପ୍ରଧାନ, ସରିତା ସୁନା ପ୍ରମୁଖ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like