-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ରାଜ୍ୟ

ସ୍ବଂୟ ସହାୟକ ଗୋଷ୍ଠୀ ଦ୍ବାରା ପ୍ରସ୍ତୁତ ରାକ୍ଷୀ ଷ୍ଟଲ ଉଦଘାଟିତ

14-Aug-2021



ପୁରୀ(ସମୀର ରଞ୍ଜନ ନାୟକ ): ମହିଳା ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ସେମାନଙ୍କ ଦ୍ବାରା ତିଆରି ରାକ୍ଷୀ ଷ୍ଟଲ ଆଜି ଉଦଘାଟିତ ହୋଇଛି । ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ଶଙ୍କର ମହାପାତ୍ର ଏହାର ଉଦଘାଟନ କରିଛନ୍ତି । ଆଚାର୍ଯ୍ୟ ହରିହର ଛକ ଠାରେ ଥିବା ଡିଆରଡିଏ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏହି ଷ୍ଟଲ ଆସନ୍ତା  ୨୨ ତାରିଖ ପର୍ଯ୍ୟନ୍ତ ସକାଳ ୮ ରୁ ସନ୍ଧ୍ୟା ୮ ଘଟିକା ପର୍ଯ୍ୟନ୍ତ ଖୋଲା ରହିବ । ଏହି ଷ୍ଟଲରେ ପୁରୀ ଜିଲ୍ଲା ସହ ମୟୁରଭଞ୍ଜ, ଗଞ୍ଜାମ ଓ କେନ୍ଦ୍ରାପଡା ଇତ୍ୟାଦି ଜିଲ୍ଲାର ଏକକ ଆଧାରିତ ରାକ୍ଷୀକୁ ମଧ୍ୟ ପ୍ରଦର୍ଶିତ କରାଯିବ । ଏହାଦ୍ବାରା ବିଲୁପ୍ତ କଳାକୁ ସଂରକ୍ଷିତ ରଖିପାରିବା ସହ ଗ୍ରାମୀଣ କୁଶଳୀ କାରିଗର ମାନେ ମଧ୍ୟ ଆର୍ଥିକ ଦୃଷ୍ଟିରୁ ସ୍ବାବଲମ୍ବୀ ହୋଇପାରିବେ । ଏଥିନିମନ୍ତେ ଓରମାସ ଓ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଉକ୍ତ ଅଭିଯାନ ଆରମ୍ଭ କରାଯାଇଛି । ରଘୁରାଜପୁ୍ର ମା ତାରିଣୀ ସ୍ବୟଂ ସହାୟକ ଗୋଷ୍ଠୀକୁ ଷ୍ଟଲ ପରିଚାଳନା ଦାୟିତ୍ବ ଦିଆଯାଇଛି ।  ଏଥିରେ ପ୍ରାୟ ୫୦ ହଜାର ସାମଗ୍ରୀ ରଖାଯାଇ ପାରିବ ଓ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟବସାୟ କରାଯାଇ ପାରିବ ।  ଏହାର ପ୍ରଚାର ଓ ପ୍ରସାର ନିମନ୍ତେ ଓରମାସ ପକ୍ଷରୁ ପଦକ୍ଷେପ ନିଆଯାଇଛି । 

ଏହି ଅବସରରେ ଓରମାସ ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଶାନ୍ତ କୁମାର ଦାଶ, ବିଜୟ କୁମାର ଛାଟୋଇ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like