-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

କିନ୍ନରଙ୍କୁ ଅଶାଳୀନ ବ୍ୟବହାର କରିବା ସହ ଫସଲ ନଷ୍ଟ କଲେ ମଦ୍ୟପ ଯୁବକ

14-Aug-2021



ଖଲ୍ଲିକୋଟ(ଉମା ମହାରଣା) ::ଗଞ୍ଜାମ ଜିଲ୍ଲା ଭେଜିପୁଟ ଫାଣ୍ଡି ଅନ୍ତର୍ଗତ କହେଁଇପୁର ଛକ ନିକଟରେ ବସବାସ କରୁଥିବା କିନ୍ନର ମାନଙ୍କୁ କିଛି ଅସାମାଜିକ ବ୍ୟକ୍ତିଙ୍କ ଅଶାଳୀନ ବ୍ୟବହାର ଓ ପରେ ସେମାନେ କରିଥିବା ଫସଲ କୁ ନଷ୍ଟ କରିଥିବା ଅଭିଯୋଗ ହୋଇଛି | ସୂଚନା ଯୋଗ୍ୟ ଯେ ଅଭିଯୋଗକାରିଣୀ ରାଜଶ୍ରୀ କିନ୍ନର ଉକ୍ତ କହେଁଇପୁର ଛକ ନିକଟରେ 34 ଜଣ କିନ୍ନରଙ୍କୁ ନେଇ ବସବାସ କରନ୍ତି | ନିଜର ପେଟ ପୋଷିବା ପାଇଁ ସେମାନେ ଏସଏଚଜି ଗ୍ରୁପ ରୁ ଲୋନ ନେଇ ଫସଲ କରିଥାନ୍ତି | କିନ୍ତୁ ନିକଟସ୍ଥ ଭେଜିପୁଟ ଗ୍ରାମର ମିଟୁ ନାହାକ ଓ ଗୟା ନାହାକ ଗତ ଏଗାର ତାରିଖ ରାତ୍ରୀରେ ମଦ୍ୟପାନ କରି ରାଜଶ୍ରୀ ଙ୍କ ଘରକୁ ଯାଇ ଅଶାଳୀନ ବ୍ୟବହାର କରିବା ସହ ସେମାନେ ଲଗାଇଥିବା ବାଇଗଣ ଗଛ କୁ ଉପାଡିଦେଇଥିବା ଅଭିଯୋଗ ହୋଇଛି | ଉକ୍ତ ଘଟଣାରେ ରାଜଶ୍ରୀ ଭେଜିପୁଟ ଫାଣ୍ଡି ରେ ଲିଖିତ ଅଭିଯୋଗ ଦେଇଛନ୍ତି | ଏ ନେଇ ଭେଜିପୁଟ ଫାଣ୍ଡି ଅଧିକାରୀ ଙ୍କୁ ଯୋଗାଯୋଗ କରିବାରେ ସେ ଘଟଣାର ଅନୁଧ୍ୟାନ କରିବେ ବୋଲି ଜଣାଇଛନ୍ତି | ଯଦି ଉକ୍ତ ଘଟଣାରେ ପୋଲିସ ତରଫରୁ କୌଣସି ପଦକ୍ଷେପ ନିଆନଯାଏ ତେବେ ଫାଣ୍ଡି ଆଗରେ ସେମାନେ ଧାରଣା ଦେବେ ବୋଲି ରାଜଶ୍ରୀ ନିଜ ପ୍ରତିକ୍ରିୟାରେ ଜଣାଇଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like