-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ରାଜ୍ୟ

ପ୍ରକାଶ ପାଇଲା ଯୁକ୍ତ ୨ କଳା ପରୀକ୍ଷା ଫଳ; ୯୮.୫୮% ଛାତ୍ରଛାତ୍ରୀ ପାସ୍

14-Aug-2021



ଭୁବନେଶ୍ୱର(ଶୁଭାଶିଷ ନାୟକ): ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ପରେ  ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଆଜି ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସ୍ଇ) କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଉପସ୍ଥିତିରେ ଫଳାଫଳ ଘୋଷଣା କରାଯାଇଛି । ଛାତ୍ରଛାତ୍ରୀମାନେ orissaresults.nic.inରେ ସେମାନଙ୍କ ରେଜଲ୍ଟ ପାଇପାରିବେ।
ଚଳିତ ବର୍ଷ କଳାରେ ରେଗୁଲାର ପାସ୍ ହାର ମୋଟ ୯୮.୫୮% ରହିଛି । ମୋଟ ୧,୮୯,୩୬୩ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧,୮୬,୬୮୫ ଜଣ ପାସ୍ କରିଛନ୍ତି । ୩୦,୫୧୦ ଜଣ ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ୪୬,୧୦୧ ଜଣ ଦ୍ୱିତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ୧୦,୦୭୪ ଜଣ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ୯୫ ଜଣ ଛାତ୍ରଛାତ୍ରୀ ୯୦% ଉପରେ ନମ୍ବର ରଖିଛନ୍ତି ।
ସୂଚନାଯୋଗ୍ୟ, ଯୁକ୍ତ ୨ ବିଜ୍ଞାନରେ ୯୫.୧୫% ଓ ବାଣିଜ୍ୟରେ ୯୪.୯୬% ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ବିଜ୍ଞାନରେ ରେଗୁଲାର ପାସ୍ ହାର ୯୯.୮୮% ରହିଛି । ଏଥିରୁ ପ୍ରଥମ ଶ୍ରେଣୀରେ ୫୫ ହଜାର ୪୬୮ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୧୬ ହଜାର ୯୪୩ ଓ ତୃତୀୟ ଶ୍ରେଣୀରେ ୧୪ ହଜାର ୬୩୧ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ବାଣିଜ୍ୟରେ ରେଗୁଲାର ପାସ୍ ହାର ୯୯.୯୫% ରହିଛି । ଏଥିରେ ପ୍ରଥମ ଶ୍ରେଣୀରେ ୮,୩୫୫ ଜଣ ପାସ୍ କରିଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୫,୬୯୨ ଓ ତୃତୀୟ ଶ୍ରେଣୀରେ ୯,୦୬୬ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like